Rasifala

ରାଶିଫଳ: ବୁଧବାର, ନଭେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ କେତୁ ଯୁକ୍ତ ଚନ୍ଦ୍ର ଆପଣଙ୍କୁ ସମସ୍ୟାବହୁଳ ଯାତ୍ରା ସହ ପାରିବାରିକ ଅଶାନ୍ତି ସୃଷ୍ଟି କରିପାରେ। ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଲାନ୍ତି ଓ ଅବସାଦ ଦେଖାଦେବା ସୂଚନା ରହିଛି । କଳା, ସାହିତ୍ୟ, ସାଂସ୍କୃତିକ କାର୍ଯ୍ୟାଦିରେ ଯୋଗଦେବାକୁ…

ରାଶିଫଳ: ସୋମବାର, ନଭେମ୍ବର ୨୧ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ସହ ଉଚ୍ଚ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ର, ପରିବହନ ପାଇଁ ଅନୁକୂଳ ନ ହେଲେ ମଧ୍ୟ ବାଣିଜ୍ୟ ଓ ବ୍ୟବସାୟ ପାଇଁ ଶୁଭପ୍ରଦ। ନୂତନ ଯୋଜନା କ୍ଷେତ୍ରରେ ଉଚ୍ଚ…

ରାଶିଫଳ: ରବିବାର, ନଭେମ୍ବର ୨୦ ତାରିଖ – Daily Horoscope

ମେଷ ଆଜି ଘରର କୌଣସି ସମସ୍ୟା, ବନ୍ଧୁବାନ୍ଧବ କିମ୍ବା ସହକର୍ମୀଙ୍କ ଧାର କରଜକୁ କେନ୍ଦ୍ରକରି ମତାନୈକ୍ୟ ଘଟିପାରେ। ସ୍ବାସ୍ଥ୍ୟ ଓ ପିଲାଙ୍କ ବିବାହ ସମ୍ପର୍କୀୟ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିକ ସମସ୍ୟାର…

ରାଶିଫଳ: ଶନିବାର, ନଭେମ୍ବର ୧୯ ତାରିଖ – Daily Horoscope

ମେଷ ରାଶ୍ୟାଧିପ ମଙ୍ଗଳ ସ୍ବନକ୍ଷତ୍ରରେ ରହିଥିବାରୁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ବହୁ ଉତମ ରହିବ। ଅଧ୍ୟୟନ ଓ ଅଧ୍ୟାପନା, କଳା, ସାହିତ୍ୟ, ସଙ୍ଗୀତାଦି କ୍ଷେତ୍ରରୁ ଶୁଭଫଳ ମିଳିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସାମାନ୍ୟ ସମସ୍ୟା ସମାଧାନ ହେବାର…

ରାଶିଫଳ: ଶୁକ୍ରବାର, ନଭେମ୍ବର ୧୮ ତାରିଖ – Daily Horoscope

ମେଷ ପାରିବାରିକ ସମସ୍ୟା ସମାଧାନ କ୍ଷେତ୍ରରେ ଜଣେ ଦୂରାଗତ ବନ୍ଧୁ ସାହାଯ୍ୟ କରିବେ । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇ ନେଇପାରନ୍ତି। ଯାନ୍ତ୍ରିକ ଶିଳ୍ପ, ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ।…

ରାଶିଫଳ: ଗୁରୁବାର, ନଭେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଗୁରୁ ଦୃଷ୍ଟିରେ ତିନୋଟିଗ୍ରହ ଆପଣଙ୍କ ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତିକୁ ରୁଦ୍ଧିମନ୍ତ କରିବ। କୌଣସି ପରିସ୍ଥିତି ଓ ପରିବେଶରେ ନିଜକୁ ଆଡ୍‌ଜଷ୍ଟ କରିନେବାରେ କୃତକାର୍ଯ୍ୟ ହେବେ। ବାଲ୍ୟବନ୍ଧୁଙ୍କ ଆଗମନରେ କିଛି ସମୟ ଅତିବାହିତ କରିବାକୁ ପଡିପାରେ ।…

ରାଶିଫଳ: ବୁଧବାର, ନଭେମ୍ବର ୧୬ ତାରିଖ – Daily Horoscope

ମେଷ ଆଜି ଶୁକ୍ର ନକ୍ଷତ୍ରସ୍ଥ ଚନ୍ଦ୍ର ସାମାଜିକ ସ୍ତରରେ ସମ୍ମାନ, ଆର୍ଥିକ ଅଭିବୃଦ୍ଧି, ପାରିବାରିକ ସୁଖ, ସୌହାର୍ଦ୍ଦ୍ୟ ପ୍ରଦାନ କରିବ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାରରେ ଅନ୍ୟକୁ ଆପଣାର କରିବେ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଜଣେ ବନ୍ଧୁଙ୍କ…

ରାଶିଫଳ: ମଙ୍ଗଳବାର, ନଭେମ୍ବର ୧୫ ତାରିଖ – Daily Horoscope

ମେଷ ଆଜି ଆର୍ଥିକ ସ୍ଥିତି ଦୁର୍ବଳ ରହିବା କାରଣରୁ ନିରୁସତ୍ାହିତ ହୋଇ କାମ କରିବେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ସମସ୍ୟା ଭିତରେ ଉବୁଟୁବୁ ହେବେ। ଅବଶ୍ୟ ଆଲୋଚନା ପରିସର, ସଭାସମିତିରେ, କଳାସାହିତ୍ୟରେ, ଗବେଷଣା କାର୍ଯ୍ୟରୁ ପ୍ରଶଂସିତ ହୋଇପାରନ୍ତି। ଆଶା…

ରାଶିଫଳ: ସୋମବାର , ନଭେମ୍ବର ୧୪ ତାରିଖ – Daily Horoscope

ମେଷ ପ୍ରିୟଜନମାନଙ୍କ ସହିତ ଆଜିର ଯାତ୍ରା ଓ ସାନ୍ଧ୍ୟ ଭ୍ରମଣରେ ଅଭିଳଷିତ ଫଳ ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର ପରିଶ୍ରମଜନିତ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ଭୁଲ୍‌ ବୁଝାମଣା କାରଣରୁ…

ରାଶିଫଳ: ରବିବାର, ନଭେମ୍ବର ୧୩ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ରମଙ୍ଗଳ ଯୋଗ ଏକାଧାରରେ ଶାରୀରିକ, ମାନସିକ ଓ ଆର୍ଥିକ ଦିଗର ପୁଷ୍ଟିସାଧନ କରିବ। ବିବାଦୀୟ ପରିସ୍ଥିତିରେ ଅବୁଝା ବନ୍ଧୁଙ୍କ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, କ୍ରୟବିକ୍ରୟ କ୍ଷେତ୍ରରେ ସତର୍କତା ଅବଲମ୍ବନ…

ରାଶିଫଳ: ଶନିବାର, ନଭେମ୍ବର ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସହ ଆନୁଷ୍ଠାନିକ କାର୍ଯ୍ୟ ପରିପ୍ରେକ୍ଷୀରେ ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। କିନ୍ତୁ କୃତ୍ତିକା ନକ୍ଷତ୍ରର ସାମୟିକ ଭାବରେ ଗୃହ, ଭୂମି, ଗାଡ଼ି, ମୋଟର ସମ୍ପର୍କୀୟ ସମସ୍ୟା ଲାଗିରହିବ। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିିକ ସମସ୍ୟାର ସମାଧାନ…

ରାଶିଫଳ: ଶୁକ୍ରବାର , ନଭେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି କୌଣସି ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଙ୍କଟ ରହିଥିଲେ ମଧ୍ୟ ସରକାରୀ ସ୍ତରରୁ ସାହାଯ୍ୟ ନିଶ୍ଚିତ ପାଇବେ। ପୂର୍ବ ସ୍ଥିରୀକୃତ ନୂତନ ଯୋଜନା ଆରମ୍ଭ କରିବା ସକାଶେ ମନ ବଳାଇପାରନ୍ତି। ନିକଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?