Rasifala

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୨୦ ତାରିଖ – Daily Horoscope

ମେଷ ଆଜି ବୁଧାଦିତ୍ୟ ଯୋଗ ପ୍ରଭାବରୁ ଅଟକି ରହିଥିବା କାମ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେଇପାରନ୍ତି। ପରିଜନ ସହ ବିଳାସ ଓ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବ। ସାମାଜିକ ସ୍ତରରେ ବିବାଦୀୟ ଘଟଣାରେ ପାଟି ଖୋଲିବା ଠିକ୍‌ ହେବ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ବହୁ ଦିନରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବାରେ ବନ୍ଧୁ ମାର୍ଗଦର୍ଶକ ସାଜିବେ । ନିର୍ମାଣାଧୀନ କାମର ଶେଷ ପର୍ଯ୍ୟାୟରେ ଥିବା ପ୍ରତିବନ୍ଧକ ଦୂର ହେବ। କାଳେ କିଛି ଦେବାକୁ ପଡ଼ିବ, ଏହି ଭାବନାରେ ସମ୍ପର୍କୀୟ ପାଖ ମାଡ଼ିବେ ନାହିଁ।…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଅଶ୍ୱିନୀ ନକ୍ଷତ୍ରର ଦୈହିକ ଦୁର୍ବଳତା ସାଙ୍ଗକୁ ନୈରାଶ୍ୟ ବ୍ୟସ୍ତ ଓ ବିବ୍ରତ କରାଇପାରେ। ସଠିକ୍‌ ବୁଝାମଣା ମାଧ୍ୟମରେ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଟଙ୍କା ଭିନ୍ନ…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ସ୍ବଗୃହୀ ବୁଧ ଓ ବୃହସ୍ପତିଙ୍କ ପାରଷ୍ପରିକ ସମଦୃଷ୍ଟି କର୍ମାରମ୍ଭ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଶୁଭ ହେବ। ମତାନ୍ତର କିମ୍ବା ମନାନ୍ତରଜନିତ ମାନସିକ ଅଶାନ୍ତିର ଆଶଙ୍କା ମଧ୍ୟ ରହିଛି। ତଥାପି ଆପଣ ପ୍ରତ୍ୟେକ…

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ମଙ୍ଗଳ ସଂଯୋଗରୁ ଆର୍ଥିକ ଅଭିବୃଦ୍ଧି ସହ ପାରିବାରିକ ଜୀବନ ପ୍ରୀତିପ୍ରଦ ରହିବ। ପିଲାଙ୍କ ସ୍ବାସ୍ଥ୍ୟ ସମସ୍ୟା ନେଇ ମାନସିକ ସ୍ଥିତି ବିପନ୍ନ ହୋଇପାରେ। ଘରଭଡ଼ାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହେବାର ଆଶଙ୍କା ରହିଛି । କଳକାରଖାନାରେ…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ ପରିବାରର ସହମତି ଓ ସହଯୋଗ ଆପଣଙ୍କ କାମ ଲାଗି ଅନୁକୂଳ ପରିବେଶ ସୃଷ୍ଟି କରିବ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ ଆସିପାରି ନ ଥିବା ଜିନିଷଟି ପାଇଁ ତର୍କ ଓ ବିବାଦ ବଢ଼ିପାରେ।…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜି ରାହୁ ଯୁକ୍ତ ଚନ୍ଦ୍ର ରାଶିରେ ରହୁଥିବାରୁ ଦୈହିକ ଓ ମାନସିକ ସୁସ୍ଥତା ବ୍ୟାହତ ହେବ। ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟ ଓ ଆନୁଷ୍ଠାନିକ କାମରେ ସଫଳତା ମିଳିବ। ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ । ଅବହେଳା କାରଣରୁ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ପ୍ରଶାସନ, ଆଇନ ଅଦାଲତ, ସଭା ସମିତି ଓ ରପ୍ତାନି ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଉପକୃତ ହେବେ। ଜନକଲ୍ୟାଣ ଦିଗରେ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିପାରେ । ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବା ଶୁଣିବାକୁ ପାଇବେ। ଆର୍ଥିକ ସ୍ଥିତି ଦୁର୍ବଳ ହେତୁ ତାହାହିଁ ଚିନ୍ତାର କାରଣ ହୋଇପାରେ । ପରିବାରରେ ଅବସ୍ଥା…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଦ୍ୱିଜା ନକ୍ଷତ୍ରର ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ, ଆନୁଷ୍ଠାନିକ କାମ ତଥା ମାଙ୍ଗଳିକ କାର୍ଯ୍ୟରେ ବ୍ୟସ୍ତତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ମାନସିକ ଅସ୍ଥିରତା କାରଣରୁ ଉଦ୍‌ବେଗ ଲାଗି ରହିବ । କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବାର ସମ୍ଭାବନା ରହିଛି । ଶିକ୍ଷା, ପରୀକ୍ଷାରେ ଭଲ କରିଥିବାରୁ ସନ୍ତାନଙ୍କ ଖୁସିରେ ଖୁସି ହୋଇପାରନ୍ତି। ଅଫିସ୍‌ରେ ସ୍ଥଗିତ…

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୯ ତାରିଖ – Daily Horoscope

ମେଷ ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ଭୋଗବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ। ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହ ଧାର କରଜକୁ କେନ୍ଦ୍ରକରି କଳହର ସମ୍ଭାବନା ଦେଖାଦେବ। ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri