Rasifala

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ରବି ଉଚ୍ଚଭାବରେ ରହିଥବାରୁ ଦୃଢ଼ ପଦକ୍ଷେପ ନେଇ କାମ ହାସଲ କରିବେ। ବୁଧଙ୍କ ପ୍ରଭାବରୁ ନିକଟସ୍ଥ ଲୋକଙ୍କୁ ଆପଣାର କରିବା ଦ୍ୱାରା ଅନୁକୂଳ ପରିବେଶ ସୃଷ୍ଟି ହୋଇପାରିବ। ଅତ୍ୟାବଶ୍ୟକ ସମୟରେ ପାଖରେ ନ ଥିବା ଜିନିଷଟି ପାଇଁ ତର୍କ ଓ…

ରାଶିଫଳ: ଗୁରୁବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆପଣଙ୍କର ବୁଧାଦିତ୍ୟ ଯୋଗ ପ୍ରଭାବରେ ଏକାଧାରରେ ଅର୍ଥ, ସମ୍ମାନ, କାର୍ଯ୍ୟସିଦ୍ଧି ସୁଖ ସମୃଦ୍ଧିର ପରିଚାୟକ ହେବ। ଧର୍ମଭାବରେ ଚନ୍ଦ୍ର ହେତୁ ମାଙ୍ଗଳିକ କାମରେ ଯୋଗଦେଇ ବନ୍ଧୁବତ୍ସଳ ହେବେ। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ଆକସ୍ମିକ…

ରାଶିଫଳ: ବୁଧବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ଆପଣ ଆଜି ଯାହା ପାଇବାକୁ ଆଶା କରିଛନ୍ତି ତାହା ସହଜ ଓ ସୁବିଧାରେ ପାଇଯିବେ । ବ୍ୟବସାୟ ବାଣିଜ୍ୟ ଓ ନିର୍ମାଣ ତଥା ପରିବହନ ସାଧାରଣ ବାଧାପ୍ରାପ୍ତ ହୋଇପାରେ। କଠିନ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି । କର୍ମକ୍ଷେତ୍ରରେ…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଆଜି ଉଚ୍ଚ ସ୍ତରରେ ସମ୍ପର୍କ ସ୍ଥାପିତ ହେବ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ଶୁଭେଚ୍ଛା ଲାଭ କରିବେ। ବନ୍ଧୁଙ୍କ ସଦ୍‌ଭାବନାର ଅନ୍ତର୍ନିହିତ ସ୍ବର ମୁହଁରେ ଫୁଟି ଉଠିବ। ଅର୍ଥନୈତିକ ସ୍ଥିତିର ଅଭିବୃଦ୍ଧି, କଳା, ସାହିତ୍ୟ, ସଙ୍ଗୀତରେ ଉନ୍ନତି, ଯାନ୍ତ୍ରିକ ଦ୍ରବ୍ୟଲାଭରୁ ମନ…

ରାଶିଫଳ: ସୋମବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ନିକଟ ସମ୍ପର୍କୀୟଙ୍କୁ ଭୁଲ୍‌ ପରାମର୍ଶ ଦେଇ ସମାଲୋଚିତ ହେବେ। କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇ କାମ ହାସଲ କରିବେ। ବନ୍ଧୁଙ୍କ ପରାମର୍ଶରେ ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି। ନିଜ ଲୋକମାନଙ୍କ ପ୍ରତିରୋଧ ବ୍ୟବସାୟକୁ ବିଶୃଙ୍ଖଳିତ କରିବାର…

ରାଶିଫଳ: ରବିବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଧୈର୍ଯ୍ୟ ଓ ସାହସିକତା ପ୍ରଦର୍ଶନ କରି ପ୍ରତ୍ୟେକ କାର୍ଯ୍ୟକୁ ସୁଚାରୁ ରୂପେ କରିପାରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ରାଜନୀତିରେ ଆଶା ପୂରଣ ହେବ। ପରିବାରର ବରାଦ ମୁତାବକ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। ଅଫିସ୍‌ କାମରେ…

ରାଶିଫଳ: ଶନିବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ସାହାଯ୍ୟ ସହଯୋଗ ପାଉଥିବା ଲୋକଟି ସାଧାରଣ ସ୍ବାର୍ଥହାନି ହେତୁ କୁତ୍ସାରଟନା କରିବ। ପରିବାରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। କର୍ମକ୍ଷେତ୍ରସ୍ଥ ପରିସ୍ଥିତିକୁ ସଜାଡିନେବେ। ସ୍ତ୍ରୀ କିମ୍ବା ସ୍ବାମୀ ସାଧାରଣ କଥାରୁ ବିରକ୍ତି ପ୍ରକାଶ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, କ୍ରୀଡ଼ା,…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆନନ୍ଦ ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ବନ୍ଧୁମାନଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ସାମିଲ ହୋଇପାରନ୍ତି। ରାଜନୈତିକ, ଆନୁଷ୍ଠାନିକ ତଥା ସାଙ୍ଗଠନିକ ସ୍ଥିତି ବେଶ୍‌ ମଜଭୁତ ରହିବ। ଅଫିସ୍‌ରେ ଜଣେ ବନ୍ଧୁଙ୍କ…

ରାଶିଫଳ: ଗୁରୁବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କାମ ଶୃଙ୍ଖଳିତ ଭାବେ ସମାପନ କରିବେ। ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିଲେ ମଧ୍ୟ ସାମୟିକ ଅସୁସ୍ଥତା ଅନୁଭବ କରିପାରନ୍ତି। ଏକ ଭିନ୍ନ ପରିବେଶରେ ଭଟ୍ଟା ପଡ଼ିଯାଇଥିବା ବନ୍ଧୁଙ୍କ ସହ ସମ୍ପର୍କ ପୁଣି ଯୋଡ଼ିହୋଇଯିବ। ଆର୍ଥିକ ଦିଗଟି ଭଲ…

ରାଶିଫଳ: ବୁଧବାର, ଏପ୍ରିଲ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଚେଷ୍ଟା କରୁଥିବା କାମ ଉପରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି। ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । ନିଜର କେତେକ ଅଜ୍ଞାତସାରରେ କୃତକର୍ମ ସକାଶେ ଅନୁତାପ କରିବାକୁ ପଡ଼ିପାରେ। ବିବାଦୀୟ ଘଟଣାର…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ ଆଜି ବିଶ୍ରାମହୀନ କାମ କରିବାକୁ ପଡ଼ିପାରେ । ସାଧାରଣ କଥାରେ ଭୁଲ୍‌ ବୁଝାମଣା କାରଣରୁ ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହିତ କଳହର ସମ୍ଭାବନା ଦେଖାଦେଇପାରେ। ସ୍ବାସ୍ଥ୍ୟ ଓ ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଜଣେ…

ରାଶିଫଳ: ସୋମବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ଆଜି ଅତୀତ ସ୍ମୃତିର ଅଜଣା ଆବେଗରେ ମନ ଉତ୍‌ଫୁଲ୍ଲିତ ରହିବ। କୈାଣସି ପ୍ରିୟବନ୍ଧୁଙ୍କ ସହ ନୁତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଆନୁଷ୍ଠାନିକ କାମରେ ସହଯୋଗ ଓ ସୁଖ ସମ୍ମାନ ପାଇ ଖୁସି ହେବେ। ଅତୀତ ଶତ୍ରୁତାକୁ କେନ୍ଦ୍ରକରି ବୃଥାଶଙ୍କାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri