Rasifala

ରାଶିଫଳ: ସୋମବାର, ଅକ୍ଟୋବର ୧୭ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ରମଙ୍ଗଳ ଯୋଗରୁ ଯାତ୍ରା, ବନ୍ଧୁ ମିଳନ ଓ ମନୋରଞ୍ଜନ ପାଇଁ ବହୁତ ଭଲ । ସଭାସମିତି, ମାଲିମକଦ୍ଦମା କିମ୍ବା ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ପ୍ରତିଶ୍ରୁତିରୁ ଓହରିବା କାରଣରୁ ଶେଷ ସମୟରେ ବନ୍ଧୁଙ୍କ ଉପରୁ ବିଶ୍ୱାସ ହରାଇ ପାରନ୍ତି।…

ରାଶିଫଳ: ରବିବାର, ଅକ୍ଟୋବର ୧୬ ତାରିଖ – Daily Horoscope

ମେଷ ଆଜିର ତୃତୀୟ ଚନ୍ଦ୍ର ଭାଗ୍ୟସ୍ଥାନକୁ ଦୃଷ୍ଟି ଦେଉଥିବାରୁ ସୌଭାଗ୍ୟପ୍ରଦ ରହିବ। ନୂଆ ନୂଆ କାମ ହାତକୁ ନେବେ, ଧାର୍ମିକ ବାତାବରଣ ଭିତରେ ରହିବେ। ଋଣ ପରିଶୋଧ, ରୋଗ ପାଇଁ ଔଷଧ କିଣା, ଶତ୍ରୁକୃତ ସମସ୍ୟା ସମାଧାନ ସକାଶେ ଖର୍ଚ୍ଚ କରିପାରନ୍ତି।…

ରାଶିଫଳ: ଶନିବାର, ଅକ୍ଟୋବର ୧୫ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତା ମଧ୍ୟରେ ସମୟ କଟାଇପାରନ୍ତି। ବିବାଦୀୟ ପରିସ୍ଥିତିରେ ଅନ୍ୟ ଲୋକମାନଙ୍କ ଆଗରେ ମୁଣ୍ଡ ନୁଅଁାଇବେ ନାହିଁ। ବିଭିନ୍ନ ସୂତ୍ରରୁ ରୋଜଗାର କରିବେ, ଯାହାକି ଆପଣଙ୍କୁ ସାମୟିକ ଆନନ୍ଦ ପ୍ରଦାନ କରିବ। ଅର୍ଥ, ପ୍ରଶାସନ, ଆଇନ, ସଭା ସମିତି, ଆନୁଷ୍ଠାନିକ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ନୈରାଶ୍ୟ କ୍ରମଶଃ ଦୂରେଇଯିବ ଓ ସମ୍ମାନ, ପ୍ରତିଷ୍ଠା ଲାଭ କରିବେ। ସହମତି କାରଣରୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଏକ ନିର୍ଦ୍ଦିଷ୍ଟ ଉଦ୍ଦେଶ୍ୟରେ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ…

ରାଶିଫଳ: ଗୁରୁବାର, ଅକ୍ଟୋବର ୧୩ ତାରିଖ – Daily Horoscope

ମେଷ ବିଭିନ୍ନ ସମସ୍ୟା ସାଙ୍ଗକୁ ଅର୍ଥ ବ୍ୟୟ ମାନସିକ ସ୍ଥିତିକୁ କଳୁଷିତ କରିଦେବ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ କିମ୍ବା ସଭାସମିତିରେ ଯୁକ୍ତିଯୁକ୍ତ କଥା କହି ପ୍ରଶଂସିତ ହେବେ । ରଚନାତ୍ମକ କାମ, ଆନୁଷ୍ଠାନିକ କ୍ଷେତ୍ର,…

ରାଶିଫଳ: ବୁଧବାର, ଅକ୍ଟୋବର ୧୨ ତାରିଖ – Daily Horoscope

ମେଷ ଆଜି ଭୁଲ୍‌ ନିଷ୍ପତ୍ତି ନେଇ ପଶ୍ଚାନ୍ତେ ଅନୁତାପ କରିବେ। ସାମାନ୍ୟ ବିଳମ୍ବିତ ସମୟରେ ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି। ପରିବହନ ଏବଂ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖାଦେଇପାରେ। ବିଗତ ଦିନର ସମସ୍ୟାଗୁଡ଼ିକର ସମାଧାନ…

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ନିକଟ ସମ୍ପର୍କୀୟମାନଙ୍କ ସହାନୁଭୂତି ଲାଭ କରିବେ। କଳ କାରଖାନା, ଜଳଜାତ ଦ୍ରବ୍ୟ ତୈଳ କିମ୍ବା ବିଦ୍ୟୁତ୍‌ ବ୍ୟବସାୟରୁ ଲାଭବାନ୍‌ ହେବେ। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ଅବଶ୍ୟ ଫେରିବା…

ରାଶିଫଳ: ସୋମବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ଜଣେ ବନ୍ଧୁ ପାରିବାରିକ ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ। ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇ ନେବା ସକାଶେ ଚେଷ୍ଟା କରିପାରନ୍ତି। ପରିବହନ, ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ।…

ରାଶିଫଳ: ରବିବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ସାଧାରଣ ଘଟଣାରେ ବନ୍ଧୁ ସମ୍ପର୍କ ଫିକା ପଡ଼ିଯିବ, ଯାନବାହନରେ ଅସୁବିଧାର ସମ୍ମୁଖୀନ ହେବେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ତଥାପି ସେମିତି କିଛି ଅସୁବିଧା ହେବନି। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ,…

ରାଶିଫଳ: ଶନିବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ଚନ୍ଦ୍ରଙ୍କ ଯୋଗୁ ଆର୍ଥିକ ଉନ୍ନତି, ଜମିଜମା କାରବାର, ପାରିବାରିକ ସାହାଯ୍ୟ ସମର୍ଥନ ମିଳିବ। କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଜନିତ ବିଷୟକୁ ନେଇ ଚିନ୍ତିତ ରହିବେ। ଅନ୍ୟମାନଙ୍କ କଥାଗୁଡ଼ିକ ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ। ପାରିବାରିକ…

ରାଶିଫଳ: ଗୁରୁବାର, ଅକ୍ଟୋବର ୭ ତାରିଖ – Daily Horoscope

ମେଷ କର୍ମଜଞ୍ଜାଳ ବୃଦ୍ଧି କାରଣରୁ ମାନସିକ ଅସ୍ଥିରତା ଭିତରେ ଆଜି ଦିନଟି କଟାଇବାକୁ ପଡିପାରେ । ଅବଶ୍ୟ କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବାକୁ ନିଷ୍ପତ୍ତି ନେବେ। ଭୁଲ୍‌ ବୁଝାମଣାଜନିତ ବିନା କାରଣରେ ମଧ୍ୟ ଅଶାନ୍ତି, କଳହର ସୂତ୍ରପାତ ହୋଇପାରେ।…

ରାଶିଫଳ: ଗୁରୁବାର, ଅକ୍ଟୋବର ୬ ତାରିଖ – Daily Horoscope

ମେଷ କୌଣସି ଭିତିରିଆ ଉଦ୍ଦେଶ୍ୟ ସାଧନ ପରିପ୍ରେକ୍ଷୀରେ ବନ୍ଧୁ ସାହାଯ୍ୟର ହାତ ବଢ଼ାଇବେ। କୃତ୍ତିକା ନକ୍ଷତ୍ର ମନ ବୁଝିଲା ଭଳି କଥା କହି ପରିବାରର ଅବୁଝା ବ୍ୟକ୍ତିଙ୍କୁ ଆପଣେଇ ନେବେ। କର୍ମକ୍ଷେତ୍ରରେ ବହୁ ଲୋକଙ୍କ ମେଳରେ ସମୟ କଟିବ। ବ୍ୟବସାୟିକ ସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?