Rasifala

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୩୧ ତାରିଖ – Daily Horoscope

ମେଷ କର୍ମଭାବରେ ଚନ୍ଦ୍ରଙ୍କ ଅବସ୍ଥାନ କାରଣରୁ ଲକ୍ଷ୍ୟ ପୂରଣ ସକାଶେ ସମସ୍ତ ସୁବିଧା ସୁଯୋଗ ପାଇପାରନ୍ତି। ପରୋକ୍ଷ ଶତ୍ରୁତାଜନିତ କାମ ହାସଲରେ ବାଧା ହେତୁ ଅସ୍ଥିରତା ସୃଷ୍ଟି ହେବ। ବିବାଦୀୟ ବିଷୟକୁ କେନ୍ଦ୍ରକରି ପଡୋଶୀମାନେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ପରିସ୍ଥିତିବଶତଃ କାମ…

ରାଶିଫଳ: ଗୁରୁବାର, ଅକ୍ଟୋବର ୩୦ ତାରିଖ – Daily Horoscope

ମେଷ ହଠାତ୍‌ ସକାଳୁ ସକାଳୁ ବିଗିଡ଼ିଯାଇଥିବା ସ୍ୱାସ୍ଥ୍ୟ ଓ ପୂର୍ବ ଶତ୍ରୁତା ସମ୍ପର୍କରେ ଚିନ୍ତା କରିବେ। ଆନୁଷ୍ଠାନିକ କାମରେ ସଫଳତା ପାଇବାରେ କୌଣସି ଅସୁବିଧା ହେବ ନାହିଁ। ଅଭାବ ଦୂରେଇବା କ୍ଷେତ୍ରରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିପାରନ୍ତି। ସାଧାରଣ କଥାକୁ…

ରାଶିଫଳ: ବୁଧବାର, ଅକ୍ଟୋବର ୨୯ ତାରିଖ – Daily Horoscope

ମେଷ ଆଜି ଦୀର୍ଘଦିନରୁ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଅଶ୍ୱିନୀ ନକ୍ଷତ୍ରର ସକାଳୁ ସକାଳୁ ମାତ୍ରାଧିକ ଭ୍ରମଣ ମନକୁ ବିଭ୍ରାନ୍ତି କରାଇବାର ଆଶଙ୍କା ରହିଛି।…

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୨୮ ତାରିଖ – Daily Horoscope

ମେଷ ଆଜି ବିଭିନ୍ନ ସମସ୍ୟାକୁ କେନ୍ଦ୍ରକରି ମାନସିକ ଦ୍ୱନ୍ଦ୍ୱ ସୃଷ୍ଟିହେବ। ଆଜି ପ୍ରତ୍ୟେକ କାମ ବାଧ୍ୟବାଧକତାରେ କରି ସମସ୍ୟାରେ ପଡ଼ିପାରନ୍ତି। ଘର କଥା ହେଉ କିମ୍ବା କର୍ମକ୍ଷେତ୍ର କଥା ହେଉ ସବୁ କାମ ଗୋଳିଆ ରହିବ। ପାରସ୍ପରିକ ଆଲୋଚନା ଓ ସମାଲୋଚନା…

ରାଶିଫଳ: ସୋମବାର, ଅକ୍ଟୋବର ୨୭ ତାରିଖ – Daily Horoscope

ମେଷ ରାଶି ପ୍ରତି ମଙ୍ଗଳଙ୍କ ପୂର୍ଣ୍ଣ ଦୃଷ୍ଟି କାରଣରୁ ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ। ବହୁ ପୂର୍ବରୁ ଚେଷ୍ଟା କରୁଥିବା କାମରେ ସଫଳତା ପାଇପାରନ୍ତି। ଅଶ୍ୱିନୀ ନକ୍ଷତ୍ର ସକାଶେ ବନ୍ଧୁଙ୍କ ସଙ୍ଗ ଲାଭରୁ ଧର୍ମକାର୍ଯ୍ୟ ପାଇଁ ପ୍ରେରଣା ମିଳିପାରେ। ଘର ଲୋକମାନଙ୍କ…

ରାଶିଫଳ: ରବିବାର, ଅକ୍ଟୋବର ୨୬ ତାରିଖ – Daily Horoscope

ମେଷ ଚନ୍ଦ୍ର ସହ ବୁଧଙ୍କ ସଂଯୋଗରୁ ପାରିବାରିକ ଦୁଶ୍ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ବହୁତ ଦିନରୁ ଲାଗି ହରିଥିବା ରୁଗ୍‌ଣ ସ୍ବାସ୍ଥ୍ୟରେ ଉନ୍ନତି ଆଶା ରହିଛି। ପଡ଼ୋଶୀଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। କୌଣସି ଗୁରୁତ୍ୱପୂର୍ଣ୍ଣ କାମର ସମାଧାନ…

ରାଶିଫଳ: ଶନିବାର, ଅକ୍ଟୋବର ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ନୀଚ ରାଶିରେ ଥିବା କାରଣରୁ ମାନସିକ ସ୍ଥିତି ବିଶେଷ ଭଲ ରହି ନ ପାରେ। ଭୁଲ୍‍ ବୁଝାମଣା ହେତୁ ପରିବାରରେ କଳହର ଆଶଙ୍କା ରହିଛି। ଯାନବାହନରେ ତ୍ରୁଟି ଜନିତ ନିର୍ଦ୍ଦିଷ୍ଟ ସମୟରେ ଲକ୍ଷ୍ୟସ୍ଥଳକୁ ଯାଇପାରିବେ ନାହିଁ। ଆଶା…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୨୪ ତାରିଖ – Daily Horoscope

ମେଷ ଆଜି କାର୍ଯ୍ୟସିଦ୍ଧି ସହ ହସଖୁସିରେ ସମୟ ଅତିବାହିତ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ। ଯାତ୍ରା ସମୟରେ ବାହାର ଲୋକଙ୍କ କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ଦୂରାଗତ ବନ୍ଧୁଙ୍କର କେତେକ ସମସ୍ୟା ସମାଧାନ ପାଇଁ ନିଜକୁ କିଛି କରିବାକୁ…

ରାଶିଫଳ: ଗୁରୁବାର, ଅକ୍ଟୋବର ୨୩ ତାରିଖ – Daily Horoscope

ମେଷ ଆଜିର ରବି ଓ ଚନ୍ଦ୍ରଙ୍କ ସ୍ଥିତି ପାରିବାରିକ ଖର୍ଚ୍ଚକୁ ବୃଦ୍ଧି କରିବା ସହ ସନ୍ତାନଙ୍କ ସମସ୍ୟା ବିଷୟରେ ଚିନ୍ତିତ କରାଇବ। ଚେଷ୍ଟା କରୁଥିବା ଦିଗରୁ ଅର୍ଥଲାଭ କରି ଖୁସି ହେବେ। ବନ୍ଧୁଙ୍କ ସହ ଆଲୋଚନା, ଯାନବାହନ, ପରିବହନ, ଶିଳ୍ପ କ୍ଷେତ୍ରରେ…

ରାଶିଫଳ: ବୁଧବାର, ଅକ୍ଟୋବର ୨୨ ତାରିଖ – Daily Horoscope

ମେଷ ଆଜିର ଚତୁଃଗ୍ରହ ଯୋଗ ପାରିବାରିକ ଜୀବନକୁ ସରସ, ସୁନ୍ଦର କରିବା ସହ ନୂତନ ସମ୍ପର୍କ ସୃଷ୍ଟିକରିବ। ଅବୁଝା ବନ୍ଧୁଙ୍କୁ ବୁଝାଇବାରେ ସମର୍ଥ ହେବେ। ମନ ଚାହୁଁଥିବା ଜିନିଷ ଲାଭ କରିବା ଦିଗରେ ଚେଷ୍ଟା ଅବ୍ୟାହତ ରଖନ୍ତୁ, ଆଶା ମଧ୍ୟ ଅପୂରଣୀୟ…

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ସହ ଶୁକ୍ରଙ୍କ ମିଳନ ହେତୁ ଅର୍ଥନୈତିକ ଉକତ୍ର୍ଷତା ମୁହଁରେ ହସ ଫୁଟାଇବ। ପୁତ୍ରକନ୍ୟାଙ୍କ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। ଆମତ୍ୀୟ ମାନେ ଇର୍ଷାପରାୟଣ ମନୋଭାବ ନେଇ ଶତ୍ରୁତା ଆଚରଣ କରିପାରନ୍ତି। ଦୂରଯାତ୍ରା ପାଇଁ ପ୍ରସ୍ତୁତି…

ରାଶିଫଳ: ସୋମବାର, ଅକ୍ଟୋବର ୨୦ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଅଫିସ କାମରେ କେତେକ ଦିଗରୁ ଚାପର ସମ୍ମୁଖୀନ ହେବାର ସୂଚନା ରହିଛି। କୌଣସି ଆତ୍ମୀୟ ବ୍ୟକ୍ତିଠାରୁ ଯଥେଷ୍ଟ ବାଚନିକ ସହାୟତା ପାଇବେ ା ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri