Rasifala

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରକେନ୍ଦ୍ରସ୍ଥ ଶନି ହେତୁ କର୍ମକ୍ଷେତ୍ରରୁ ଉଚ୍ଚ ପଦାଧିକାରୀଙ୍କ ସାହାଯ୍ୟ ଓ ସହଯୋଗର ଅବାରିତ ଧାରା ମନକୁ ପ୍ରଫୁଲ୍ଲିତ କରିବ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଶିଥିଳତା ପରିଲକ୍ଷିତ ହେଲେ ମଧ୍ୟ ଲାଭ କିଛି ଊଣା ହେବନି।...

ରାଶିଫଳ: ବୁଧବାର, ମେ ୨୦ ତାରିଖ – Daily Horoscope

ମେଷ ଆଜି ରାଶିରେ ଚନ୍ଦ୍ର ଥିବାରୁ ବନ୍ଧୁମାନଙ୍କ ଗହଳ ଚହଳ ମଧ୍ୟରେ ବ୍ୟସ୍ତତା ଅନୁଭବ କରିପାରନ୍ତି। ବୟସ୍କ ସଦସ୍ୟଙ୍କ ବିଚାରହୀନ ମନ୍ତବ୍ୟକୁ କେନ୍ଦ୍ରକରି ପରିବାରରେ ଝଗଡ଼ା ଲାଗିପାରେ। ସନ୍ତାନଙ୍କ ଅଶାନ୍ତ ମନଦେଖି ନିଜେ ଚିନ୍ତିତ ହୋଇପାରନ୍ତି। ଏକ ନିର୍ଦ୍ଦିିଷ୍ଟ ଦିଗରେ...

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆପଣଙ୍କର ଉତ୍କୃଷ୍ଟ ବିଚାରଧାରା,ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି ଅସୁବିଧା ହେବନାହିଁ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ଉଚ୍ଚାସନ ଲାଭ କରିବେ। ପରିବହନ, ନିର୍ମାଣ ଓ ଅର୍ଥନୈତିକ କାର୍ଯ୍ୟକ୍ରମ...

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବ୍ୟବହାରରେ ସଂଯମତା ଅଭାବରୁ ଅପ୍ରିୟସତ୍ୟ ଭାଷଣଜନିତ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବାରେ ସମର୍ଥ ହେବେ। ବିଭିନ୍ନ ପ୍ରକାରର କାର୍ଯ୍ୟ ବ୍ୟସ୍ତତା କାରଣରୁ ସ୍ବାସ୍ଥ୍ୟରେ ସାମାନ୍ୟ...

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ପାରିବାରିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦ ବୃଦ୍ଧି ଘଟିପାରେ। ସବୁକଥାକୁ ଭଲରୂପେ ବିଚାର ପୂର୍ବକ କାମ କରି ଆଗକୁ ବଢ଼ିବା ଠିକ୍‌ ହେବ। କୃତ୍ତିକା ନକ୍ଷତ୍ର କାମ ହାସଲ ସକାଶେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୋଇପାରନ୍ତି। ପ୍ରଶାସନ...

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ସମସ୍ୟାର ସମାଧାନ ପୂର୍ବକ କର୍ମଧାରାରେ ପରିବର୍ତ୍ତନ ଆଣିବାରେ ସମର୍ଥ ହେବେ । ହାତକୁ ନେଇଥିବା କାର୍ଯ୍ୟ ସାଧନ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବାର ଆଶା ରହିଛି । ଏକାଧିକ ବାଧା ଓ ପ୍ରତିବନ୍ଧକ କାରଣରୁ ବାଣିଜ୍ୟ...

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରୁ ଆର୍ଥିକ ଅଭିବୃଦ୍ଧି ସହିତ ନୂତନ ମିତ୍ରତା ସୃଷ୍ଟିହେବ। ଅଟକିରହି ଯାଇଥିବା ଫାଇଲ କାମଟିକୁ ଆଜିହିଁ ଆରମ୍ଭ କରିବାକୁ ମନ ବଳାଇବେ। ବନ୍ଧୁମାନଙ୍କ ପରାମର୍ଶାନୁସାରେ ପାରିବାରିକ ଝାମେଲାର ସମାଧାନ ହେବାର ଆଶାରହିଛି। ବାଣିଜ୍ୟ ଓ...

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ ଦୂରଦର୍ଶିତା ଅଭାବ ଜନିତ କେତେକ ଭୁଲ୍‌ କାମକୁ ପ୍ରଶୟ ଦେଇ ପାରନ୍ତି । ବନ୍ଧୁଙ୍କ ଭୂଲ୍‌ ବୁଝାମଣା କାରଣରୁ ମାନସିକ ଅଶାନ୍ତିର ସମ୍ମୁଖୀନ ହୋଇ ପାରନ୍ତି । ଏପରିକି ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି...

ରାଶିଫଳ: ବୁଧବାର, ମେ ୧୩ ତାରିଖ – Daily Horoscope

ମେଷ କୃତିକାସ୍ଥ ରବି ହେତୁ ପ୍ରତ୍ୟେକ କାମଗୁଡିକ ଅତି ସହଜରେ ସମ୍ପନ୍ନ ହୋଇପାରିବ। ପ୍ରତିଦ୍ୱନ୍ଦ୍ୱିତା କାରଣରୁ ବ୍ୟବସାୟ, ଶିଳ୍ପ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଅତି ନିକଟରେ ରହୁଥିବା ବନ୍ଧୁଟି...

ରାଶିଫଳ: ମଙ୍ଗଳବାର, ମେ ୧୨ ତାରିଖ – Daily Horoscope

ମେଷ ଏକାଦଶସ୍ଥ ମଙ୍ଗଳ ପ୍ରଭାବରେ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡିପାରେ। ଆପଣଙ୍କ ଦୃଢ ଓ କଠୋରକ୍ତି ଫଳରେ ମୁହଁ ସାମନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ଭଲ ଭଲ କହୁଥିବା ଲୋକମାନେ ପଛରେ ବିଭିନ୍ନ...

ରାଶିଫଳ: ସୋମବାର, ମେ ୧୧ ତାରିଖ – Daily Horoscope

ମେଷ ଉଚ୍ଚସ୍ଥ ରବି ପ୍ରଭାବରେ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ କାମ ହାସଲ କରିବେ । ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ । ବନ୍ଧୁ ଗହଣରେ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ...

ରାଶିଫଳ: ରବିବାର, ମେ ୧୦ ତାରିଖ – Daily Horoscope

ମେଷ ଆଜିର ଦିନଟି ଆଲୋଚନା, ସଭା ସମିତି, ପ୍ରଶାସନ ଓ କର୍ମକ୍ଷେତ୍ର ପାଇଁ ପ୍ରଶସ୍ତ ରହିବ। କିନ୍ତୁ ପରିବାର, ପରିବହନ, ଲୋକସମ୍ପର୍କ, ଯାନବାହନ ଦିଗରେ କିଛିଟା ସମସ୍ୟା ଆସିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, ଆନୁଷ୍ଠାନିକ କାମ, ବିବାଦୀୟ ଘଟଣା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri