ରାଶିଫଳ: ସୋମବାର, ମାର୍ଚ୍ଚ ୭ ତାରିଖ – Daily Horoscope
ମେଷ ବିବାଦୀୟ ପରିସ୍ଥିତିରେ ଧୈର୍ଯ୍ୟଧାରଣ ପାରିବାରିକ ଓ ସାମାଜିକ ଜୀବନକୁ ରୁଦ୍ଧିମନ୍ତ କରିବ। କର୍ମକ୍ଷେତ୍ରର ସବୁଦିଗକୁ ଭଲ ରୂପେ ଲକ୍ଷ୍ୟ ରଖି କାମ କରନ୍ତୁ, ନତୁବା ସମସ୍ୟା ମାଡ଼ିଆସିବ। ଆନୁଷ୍ଠାନିକ କାମକୁ ନଜରରେ ରଖି ଘରକୁ ସଜାଡିବାରେ ସମୟ ନେଇପାରନ୍ତି। ପୂର୍ବରୁ…
ରାଶିଫଳ: ରବିବାର, ମାର୍ଚ୍ଚ ୬ ତାରିଖ – Daily Horoscope
ମେଷ ଆଜି ପ୍ରତ୍ୟେକ କ୍ଷେତ୍ରରେ ସଫଳତାର ସହ କାର୍ଯ୍ୟ ହାସଲ କରିବେ। ଘରର କେତେକ ସ୍ଥଗିତ କାମ ସମ୍ପନ୍ନ କରିବା ସକାଶେ ତତ୍ପର ରହିପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ ସତ, ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ।…
ରାଶିଫଳ: ଶନିବାର, ମାର୍ଚ୍ଚ ୫ ତାରିଖ – Daily Horoscope
ମେଷ ଆଜିର ପ୍ରତ୍ୟୁଷ ଯାତ୍ରା, ବନ୍ଧୁ ସମ୍ପର୍କ, ଆନୁଷ୍ଠାନିକ କ୍ଷେତ୍ର ବହୁତ ଭଲ ରହିବ। ପ୍ରତ୍ୟେକ କ୍ଷେତ୍ରରେ ସଫଳତାର ସହ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ଖୁସି ରହିବେ। ଘରର କେତେକ ସ୍ଥଗିତ କାମ ସମ୍ପନ୍ନ କରିବା ସକାଶେ ତତ୍ପର ରହିପାରନ୍ତି।…
ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୪ ତାରିଖ – Daily Horoscope
ମେଷ କୌଣସି ବନ୍ଧୁ ଓ ସ୍ବପରିଜନଙ୍କୁ ଦେଖିବା ପାଇଁ ବ୍ୟାକୁଳ ହୋଇପାରନ୍ତି। ପାଇବେ ଯେମିତି ଖର୍ଚ୍ଚ ମଧ୍ୟ କରିବେ ସେମିତି। ନିଜ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଛୋଟ କଥାକୁ କେନ୍ଦ୍ରକରି ପାରିବାରିକ ଶାନ୍ତି ବ୍ୟାହତ ଆଶଙ୍କା ରହିଛି।…
ରାଶିଫଳ: ଗୁରୁବାର, ମାର୍ଚ୍ଚ ୩ ତାରିଖ – Daily Horoscope
ମେଷ ଦୈହିକ ଅସୁସ୍ଥତା ସଙ୍ଗକୁ ମାନସିକ ଶିଥିଳତା ନିରୁତ୍ସାହତା ସୃଷ୍ଟି କରିବ। ଅଟକି ରହିଯାଇଥିବା ବୃତ୍ତିଗତ ଧନ୍ଦାକୁ ପୂରା ଦମ୍ରେ କରିବା ପାଇଁ ନିଷ୍ପତ୍ତି ନେବେ। ଆତ୍ମୀୟ ସ୍ବଜନଙ୍କୁ ଅତି ନିକଟରେ ପାଇ ନିଜକୁ କିଛି ସମୟ ପାଇଁ ଭୁଲିଯିବେ। ସଭାସମିତି,…
ରାଶିଫଳ: ବୁଧବାର, ମାର୍ଚ୍ଚ ୨ ତାରିଖ – Daily Horoscope
ମେଷ କର୍ମୋନ୍ନତି, ଧନଲାଭ, ମିତ୍ରବନ୍ଧୁଙ୍କ ସହାୟତା ପାଇ ଚେଷ୍ଟା କରୁଥିବା କାମ ସାକାର କରିବେ। ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ, ଭ୍ରମଣ ପାଇଁ ମନ…
ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧ ତାରିଖ – Daily Horoscope
ମେଷ ମନ ଚାହୁଁ ନ ଥିଲେ ମଧ୍ୟ ସମୟ ଓ ପରିସ୍ଥିତିକୁ ନେଇ କୌଣସି ଆଲୋଚନାରେ ସହକର୍ମୀ କିମ୍ବା ବନ୍ଧୁଙ୍କ ସହ ବିତର୍କ ସୃଷ୍ଟି ହୋଇପାରେ। ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। କାର୍ଯ୍ୟ ହାସଲ ସକାଶେ ଅର୍ଥ ବ୍ୟୟ କରି ଦୁଃଖିତ…
ରାଶିଫଳ: ସୋମବାର, ଫେବୃୟାରୀ ୨୮ ତାରିଖ – Daily Horoscope
ମେଷ କୌଣସି ଘଟଣାକୁ ନେଇ ଆଜି ଆପଣଙ୍କ ମନ ଅଶାନ୍ତ ରହିପାରେ। ଅଫିସ୍ରେ ସାଧାରଣ କଥାକୁ କେନ୍ଦ୍ର କରି ଅଧସ୍ତନ କର୍ମଚାରୀ ସମସ୍ୟାକୁ ବୃଦ୍ଧି କରିପାରନ୍ତି। ଭୋଗବିଳାସ, ସାମାଜିକ ସମ୍ମାନ ଓ ବନ୍ଧୁ ସମ୍ପର୍କକୁ ପ୍ରାଧାନ୍ୟ ଦେଇ କାମ କରିବେ। କର୍ମକ୍ଷେତ୍ରରେ…
ରାଶିଫଳ: ରବିବାର, ଫେବୃୟାରୀ ୨୭ ତାରିଖ – Daily Horoscope
ମେଷ ବନ୍ଧୁମାନଙ୍କୁ ଉପଯୁକ୍ତ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଆଜି କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ, ଯାହାକି ଅନର୍ଥର କାରଣ ହୋଇପାରେ। ଭଲ କାମ କଲେ ମଧ୍ୟ ବିଭିନ୍ନ କ୍ଷେତ୍ରରୁ ଅଭିଯୋଗ ଆସିପାରେ। ଆପଣଙ୍କୁ ଏକାଧାରରେ…
ରାଶିଫଳ: ଶନିବାର, ଫେବୃୟାରୀ ୨୬ ତାରିଖ – Daily Horoscope
ମେଷ ଆନୁଷଙ୍ଗିକ ସୁବିଧାସୁଯୋଗ ପାଇ କାମ ହାସଲ କଲେ ମଧ୍ୟ ମାନସିକ ସ୍ଥିତି ଭଲ ରହିବନାହିଁ। ଅନ୍ୟମାନଙ୍କ ଭୁଲ୍ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବାକୁ ପଡ଼ିପାରେ। ଚଳଚ୍ଚିତ୍ର, ସାହିତ୍ୟ, ସାମ୍ବାଦିକତା, କଳା, ସଙ୍ଗୀତ ଓ କ୍ରୀଡ଼ା…
ରାଶିଫଳ: ଶୁକ୍ରବାର, ଫେବୃୟାରୀ ୨୫ ତାରିଖ – Daily Horoscope
ମେଷ ମନ ଚାହୁଁଥିବା ଜିନିଷ ଲାଭ ଦିଗରେ ଉଦ୍ୟମୀ ହେବେ ଓ ଆଶା ମଧ୍ୟ ଅପୂରଣୀୟ ରହିବ ନାହିଁ। ବ୍ୟବସାୟ, ସଭାସମିତି, ଯାତ୍ରା ଓ ବନ୍ଧୁମିଳନ କ୍ଷେତ୍ରରେ ସମୟ କଟାଇବେ। ଅଫିସରେ କୌଣସି ବିଷୟ ନେଇ ତିକ୍ତତା ଦେଖାଦେଇପାରେ। ଆଲୋଚନା, ସତ୍ସଙ୍ଗ,…
ରାଶିଫଳ: ଗୁରୁବାର, ଫେବୃୟାରୀ ୨୪ ତାରିଖ – Daily Horoscope
ମେଷ ଆଜି ସତ୍ କାର୍ଯ୍ୟରେ ବ୍ୟୟ ସାଙ୍ଗକୁ ଯେଉଁ କାମ ଆରମ୍ଭ କରିବେ ସଫଳତା ପାଇବେ। ବନ୍ଧୁଙ୍କ ସାହାଯ୍ୟ ପାଇ ସ୍ଥଗିତ କାମ ତ୍ୱରାନ୍ବିତ କରିବାକୁ ନିଷ୍ପତ୍ତି ନେବେ। ମିଠା ପ୍ରତିଶ୍ରୁତି ପାଇବେ ସତ, ଆଶା କରିଥିବା ଦିଗରୁ ମୂଲ୍ୟବାନ୍ ଜିନିଷଟି…
Archives


