Rasifala

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୩୦ ତାରିଖ – Daily Horoscope

ମେଷ ପାରିବାରିକ କ୍ଷେତ୍ରରେ ଦୀର୍ଘଦିନରୁ ଲାଗି ରହିଥିବା ମନୋମାଳିନ୍ୟ ଦୂରେଇନେବା ପାଇଁ ପ୍ରଯନତ୍ କରିବେ। କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ। ସକାଳୁ ସକାଳୁ ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ। ମାଙ୍ଗଳିକ…

ରାଶିଫଳ: ସୋମବାର, ଅଗଷ୍ଟ ୨୯ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଠିକ୍‌ ସମୟରେ ସହକର୍ମୀଙ୍କ ଅନୁପସ୍ଥିତି କାରଣରୁ ଉପରିସ୍ଥଙ୍କ ଚାପର ସମ୍ମୁଖୀନ ହୋଇପାରନ୍ତି। ଯାତ୍ରାକାଳରେ କୌଣସି ଯୁବକ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ। ପରିବାରର ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି। ଗତ ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ, ଅବଶ୍ୟ ସୁଫଳ…

ରାଶିଫଳ: ରବିବାର, ଅଗଷ୍ଟ ୨୮ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ସହଜ ଓ ସୁବିଧାରେ କାମ ହାସଲ କରିବେ। ବିବାଦୀୟ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ ଏବଂ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ…

ରାଶିଫଳ: ଶନିବାର, ଅଗଷ୍ଟ ୨୭ ତାରିଖ – Daily Horoscope

ମେଷ ଆଜି ସକାଳୁ ସକାଳୁ ପ୍ରୀତିପ୍ରଦ ଯାତ୍ରା କରିବାର ଅପୂର୍ବ ସୁଯୋଗ ଲାଭ କରିବେ। ପୂର୍ବାହ୍ନର ଶେଷଭାଗରେ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ । ବନ୍ଧୁମାନଙ୍କ ସହ ଖୁସି ମିଜାଜରେ ସମୟ ଅତିବାହିତ ହେବ। ବିବାଦୀୟ…

ରାଶିଫଳ: ଶୁକ୍ରବାର , ଅଗଷ୍ଟ ୨୬ ତାରିଖ – Daily Horoscope

ମେଷ ବିଭିନ୍ନ ପାରିବାରିକ କାରଣକୁ ନେଇ ମାନସିକ ଅସ୍ଥିରତା ଲାଗି ରହିବ, ଯାହା ପିଲାମାନଙ୍କୁ କେନ୍ଦ୍ରକରି ସୃଷ୍ଟିହେବାର ବହୁତ ସମ୍ଭାବନା ରହିଛି। ପୁନଶ୍ଚ କୌଣସି ନୀଚଜାତିର ବ୍ୟକ୍ତିଙ୍କ ସହ କଳହର ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ କଳା, ସାହିତ୍ୟରେ…

ରାଶିଫଳ: ଗୁରୁବାର, ଅଗଷ୍ଟ ୨୫ ତାରିଖ – Daily Horoscope

ମେଷ ଆଜି ପାରିବାରିକ କ୍ଷେତ୍ରରେ ସାମାନ୍ୟ କାରଣରୁ ବିତର୍କ ଲାଗି ମାନସିକ ଅବସ୍ଥା ଭଲ ରହିବ ନାହଁ। ଜମିଜମା, ସ୍ତ୍ରୀଙ୍କ ସ୍ବାସ୍ଥ୍ୟ, ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା ବ୍ୟବସାୟିକ ବିଫଳତାରୁ ଚିନ୍ତିତ ରହିବେ। ସମ୍ପତ୍ତିକୁ କେନ୍ଦ୍ରକରି ଭାଇ ଭାଇ ଭିତରେ…

ରାଶିଫଳ: ବୁଧବାର, ଅଗଷ୍ଟ ୨୪ ତାରିଖ – Daily Horoscope

ମେଷ କର୍ମ କ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବା କାରଣରୁ କାମ ଅଟକିବ ନାହିଁ। ସହକର୍ମୀ କିମ୍ବା ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିପାରନ୍ତି। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ପଡ଼ୋଶୀମାନେ ସାଧାରଣ କଥାରେ କଳହ…

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୨୩ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ଅନୁରୋଧକୁ ଉପେକ୍ଷା ନ କରି ପଡ଼ୋଶୀ ଲୋକଟିକୁ ସାହାଯ୍ୟ କରିବେ। ନୂତନ କର୍ମାରମ୍ଭ ପ୍ରୀତିପଦ ହେବ ଓ ମାନସିକ ସ୍ତରରେ ବହୁତ ଖୁସି ରହିବେ । ରାଜନୀତିରେ ବହୁ ଲୋକଙ୍କଠାରୁ ଆଦର ସମ୍ମାନ ପାଇ ଖୁସି ହେବେ।…

ରାଶିଫଳ: ସୋମବାର, ଅଗଷ୍ଟ ୨୨ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ କୌଣସି ଘଟଣାକୁ କେନ୍ଦ୍ରକରି କିଛି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ଦ୍ୱିଜା ନକ୍ଷତ୍ର ଆକସ୍ମିକ ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ ଲାଭ କରି ଖୁସି ରହିବେ। ପ୍ରତି କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତି ସୁଧାରି…

ରାଶିଫଳ: ରବିବାର, ଅଗଷ୍ଟ ୨୧ ତାରିଖ – Daily Horoscope

ମେଷ ଶନିଙ୍କ ପ୍ରଭାବରୁ କାମଗୁଡ଼ିକ ଟିକିଏ ବିଳମ୍ବ ଓ ଝାମେଲା ଭିତରେ ହିଁ ହେବ। ଆଜିର ଯାତ୍ରା, ଶିଳ୍ପ, ବ୍ୟବସାୟ, ବାଣିଜ୍ୟ, ନିର୍ମାଣ ତଥା ପରିବହନ ପାଇଁ କୌଣସି ଅସୁବିଧା ରହିବ ନାହିଁ। କିନ୍ତୁ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି…

ରାଶିଫଳ: ଶନିବାର, ଅଗଷ୍ଟ ୨୦ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପ୍ରତ୍ୟେକ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। କେତେକ ପ୍ରତିବନ୍ଧକ କାରଣରୁ ବ୍ୟବସାୟ ଓ ପରିବହନରେ ଶିଥିଳତା ଦେଖାଦେବ। ପରିବାରର ଆବଶ୍ୟକତାକୁ ନେଇ ନୂତନ ଗୃହୋପକରଣ କ୍ରୟ କରିପାରନ୍ତି। ଦୀର୍ଘଦିନରୁ ନିରୁଦ୍ଦିଷ୍ଟ ବ୍ୟକ୍ତିଙ୍କ ଖୋଜ୍‌ଖବର ପାଇପାରିବେ। ବୃଷ ବନ୍ଧୁ…

ରାଶିଫଳ: ଶୁକ୍ରବାର , ଅଗଷ୍ଟ ୧୯ ତାରିଖ – Daily Horoscope

ମେଷ ପ୍ରତ୍ୟେକ କ୍ଷେତ୍ରରେ ଦୃଢ଼ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ସହକର୍ମୀଙ୍କ ବିରୁଦ୍ଧାଚରଣ ହେତୁ କର୍ମକ୍ଷେତ୍ରରେ ବୁଝାମଣା ନେଇ ତିକ୍ତତା ଦେଖା ଦେଇପାରେ। ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ଦେବେ କିନ୍ତୁ କିଛି ବି କରିବେ ନାହିଁ। ନିଜ ଲୋକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?