Rasifala

ରାଶିଫଳ: ସୋମବାର, ନଭେମ୍ବର ୧ ତାରିଖ – Daily Horoscope

ମେଷ ଆଜି ଫଳପ୍ରଦ ଯାତ୍ରାରୁ ଆନନ୍ଦ ଅନୁଭବ କରିବେ। ଭାଇ, ବନ୍ଧୁ, ପଡ଼ୋଶୀ କିମ୍ବା ସହକର୍ମୀଙ୍କ ସହ ମତାନ୍ତର ଘଟିପାରେ। ମନରେ ଅସ୍ଥିରତା ଲାଗି ରହିବା କାରଣରୁ ଅନ୍ୟମାନଙ୍କ କଥା ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ।...

ରାଶିଫଳ: ରବିବାର, ଅକ୍ଟୋବର ୩୧ ତାରିଖ – Daily Horoscope

ମେଷ ସହକର୍ମୀଙ୍କ ଅସହଯୋଗ କାରଣରୁ ମାନସିକ ଅବସ୍ଥା ଭଲ ରହିବ ନାହଁ। ଜମିଜମା, ସ୍ତ୍ରୀ/ସ୍ବାମୀଙ୍କ ସ୍ବାସ୍ଥ୍ୟ, ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା ବ୍ୟବସାୟିକ ବିଫଳତାରୁ ଚିନ୍ତିତ ରହିବେ। ପଡ଼ୋଶୀଙ୍କ ସହାୟତାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଦୂର ହେବ। ବିବାଦୀୟ...

ରାଶିଫଳ: ଶନିବାର, ଅକ୍ଟୋବର ୩୦ ତାରିଖ – Daily Horoscope

ମେଷ ଆଜି ହଠାତ୍‌ ସକାଳୁ ସକାଳୁ ସ୍ବାସ୍ଥ୍ୟ ଓ ପୂର୍ବ ଶତ୍ରୁତା ସମ୍ପର୍କୀୟ ଚିନ୍ତା କରିବେ। ଅବଶ୍ୟ, ଆନୁଷ୍ଠାନିକ କାମରେ ସଫଳତା ପାଇବାରେ କୌଣସି ଅସୁବିଧା ହେବ ନାହିଁ। କାମ ହାସଲ କ୍ଷେତ୍ରରେ ନିକଟତମ ପଡ଼ୋଶୀ ସାହାଯ୍ୟ କରିବେ। ସାଧାରଣ...

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୨୯ ତାରିଖ – Daily Horoscope

ମେଷ ଦ୍ୱିଜା ନକ୍ଷତ୍ରର ଦୀର୍ଘ ଦିନରୁ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। ଏହି ସମୟର ପରିସ୍ଥିତିକୁ ସାମ୍ନା କରିବାକୁ ଚେଷ୍ଟା କଲେ ଆଗାମୀ ଆଶା ପୂର୍ଣ୍ଣ ହେବ। ସହକର୍ମୀଙ୍କ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ...

ରାଶିଫଳ: ଗୁରୁବାର, ଅକ୍ଟୋବର ୨୮ ତାରିଖ – Daily Horoscope

ମେଷ ବିଭିନ୍ନ ପ୍ରକାରର ସମସ୍ୟାକୁ କେନ୍ଦ୍ରକରି ମାନସିକ ଦ୍ୱନ୍ଦ୍ୱ ଲାଗିରହିବ। ସଭାସମିତିରେ କିଛି ଆଲୋଚନା ଓ ସମାଲୋଚନା ଭିତରେ ସମାଧାନ ପୂର୍ବକ ପରିବାରରେ ଶାନ୍ତି ଫେରି ଆସିବ। ନିଜ ଲୋକମାନେ ଅସୁବିଧାରେ ପକାଇ ପାରନ୍ତି,ଏଣୁ ସତର୍କ ରହିବା ଭଲ। ପରିବାରରେ...

ରାଶିଫଳ: ବୁଧବାର, ଅକ୍ଟୋବର ୨୭ ତାରିଖ – Daily Horoscope

ମେଷ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କ୍ଷେତ୍ରରେ ସମସ୍ୟା ଦେଖାଦେବାର ଆଶଙ୍କା ରହିଛି। ବହୁପୂର୍ବରୁ ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ, କିନ୍ତୁ ଏଥିପାଇଁ ଅର୍ଥଶ୍ରାଦ୍ଧ ଓ ବୁଦ୍ଧି ଖର୍ଚ୍ଚ କରିବାକୁ ପଡ଼ିବ। ବନ୍ଧୁମାନଙ୍କ ସଙ୍ଗ ଲାଭରୁ ଧର୍ମକାର୍ଯ୍ୟ ପାଇଁ ପ୍ରେରଣା ମିଳିପାରେ।...

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୨୬ ତାରିଖ – Daily Horoscope

ମେଷ ପୂର୍ବର ସମସ୍ୟା ସୁଧୁରି ଯାଇଥିବାରୁ ଆଶ୍ୱସ୍ତି ଅନୁଭବ କରିବେ। ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡନ୍ତୁ ଅବଶ୍ୟ ଟେନ୍‌ସନ କିଛି ମାତ୍ରାରେ କମିଯିବ। ସ୍ତ୍ରୀଙ୍କ ଅସହଯୋଗ ତଥା ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ସଭାସମିତି,ସଂଗଠନ, ରାଜନୀତି କ୍ଷେତ୍ରରେ...

ରାଶିଫଳ: ସୋମବାର, ଅକ୍ଟୋବର ୨୫ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ଓ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭା ସମିତି, ରାଜନୀତି, ସଙ୍ଗଠନ ତଥା ଅଧ୍ୟାପନା କ୍ଷେତ୍ରରୁ...

ରାଶିଫଳ: ରବିବାର, ଅକ୍ଟୋବର ୨୪ ତାରିଖ – Daily Horoscope

ମେଷ ଆଜିର ଗ୍ରହଯୋଗ ଆପଣଙ୍କୁ କାର୍ଯ୍ୟସିଦ୍ଧି ଘଟାଇବା ସହ ହସଖୁସି ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିବ। ଦୂରାଗତ ବନ୍ଧୁଙ୍କର କେତେକ ସମସ୍ୟା ସମାଧାନ ପାଇଁ ନିଜକୁ କିଛି କରିବାକୁ ପଡ଼ିପାରେ। ରାଜନୀତି, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ...

ରାଶିଫଳ: ଶନିବାର, ଅକ୍ଟୋବର ୨୩ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଙ୍କ ସଂଯୋଗରୁ ଆପଣ ଭୁଲ୍‌ ନିଷ୍ପତ୍ତି ନେଇ ଅନୁତାପ କରିବେ। ବିଳମ୍ବିତ ସମୟରେ ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି। ପରିବାର, ଯାନବାହନ, ପରିବହନ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ପରିବାରର ସମସ୍ୟାଗୁଡ଼ିକର...

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୨୨ ତାରିଖ – Daily Horoscope

ମେଷ ଆଜି ଶୁକ୍ର ନକ୍ଷତ୍ରସ୍ଥ ଜନ୍ମ ଚନ୍ଦ୍ର ହେତୁ ଟେନ୍ସନ ଭିତରେ କାମଗୁଡ଼ିକୁ ପୂରା ଦମ୍‌ରେ କରିବା ନିଷ୍ପତ୍ତି ନେବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ କରିବେ। କଳ କାରଖାନା, ତୈଳ କିମ୍ବା ବିଦ୍ୟୁତ ବ୍ୟବସାୟରୁ...

ରାଶିଫଳ: ଗୁରୁବାର, ଅକ୍ଟୋବର ୨୧ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ପାଇଁ ଦିନଟି ବହୁତ ଭଲରେ ଭଲରେ ବିତିବ ଏବଂ ଯାହା ଚାହୁଁଛନ୍ତି ତାହା ପାଇବେ। ଶତ୍ରୁମାନେ ଚେଷ୍ଟାକରି ଥକିଯିବେ ସିନା କିଛି କ୍ଷତି କରିପାରିବେ ନାହିଁ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗର ହାତ ଆପଣଙ୍କ ପାଖକୁ ଲମ୍ବି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri