Rasifala

ରାଶିଫଳ: ରବିବାର, ଜୁଲାଇ ୨୪ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହ ସ୍ଥିତି ପ୍ରଭାବରେ ଆର୍ଥିକ ଅଭିବୃଦ୍ଧି ସାଙ୍ଗକୁ ଧର୍ମୀୟ ଭାବନା, ବନ୍ଧୁମିଳନରୁ ଖୁସି ରହିବେ। ପାରିବାରିକ, ପରିବହନ କ୍ଷେତ୍ରରେ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡ଼ିବେ । ବନ୍ଧୁଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ । ଗାଡ଼ିମୋଟର ଚଳାଇବା ସମୟରେ…

ରାଶିଫଳ: ଶନିବାର, ଜୁଲାଇ ୨୩ ତାରିଖ – Daily Horoscope

ମେଷ ଆଜି ମୁଖଭାବରେ ଚନ୍ଦ୍ର ପ୍ରଭାବରୁ ଅର୍ଥଲାଭ ସହ ବନ୍ଧୁଙ୍କ ନିକଟରୁ ଆଦର ସମ୍ମାନ ପାଇବେ । କିନ୍ତୁ ଅଶ୍ୱିନୀ ନକ୍ଷତ୍ରର ଦୀର୍ଘ ଦିନରୁ ଲାଗି ରହିଥିବା ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ମନକୁ ଆନ୍ଦୋଳିତ କରିବ । କଳା, ସାହିତ୍ୟ,…

ରାଶିଫଳ: ଶୁକ୍ରବାର , ଜୁଲାଇ ୨୨ ତାରିଖ – Daily Horoscope

ମେଷ ଆଜି କୌଣସି ବନ୍ଧୁ ବିବାଦୀୟ ପରିସ୍ଥିତି ସୃଷ୍ଟି କରି ମନକୁ ବିଭ୍ରାନ୍ତ କରିପାରନ୍ତି। ଆଲୋଚନା କ୍ରମରେ ଘରର କେତେକ ରହିଯାଇଥିବା କାମକୁ କରିବା ସକାଶେ ଚିନ୍ତା କରିପାରନ୍ତି। ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ପାଖ ପଡ଼ୋଶୀଙ୍କ ସହ…

ରାଶିଫଳ: ଗୁରୁବାର, ଜୁଲାଇ ୨୧ ତାରିଖ – Daily Horoscope

ମେଷ ଆଜି ରାହୁ ସହ ଚନ୍ଦ୍ରଙ୍କ ସଂଯୋଗ ହେତୁ ଭୁଲ୍‌ ବୁଝାମଣାରୁ ପାରିବାରିକ ଅଶାନ୍ତି ସୃଷ୍ଟିହେବ। ଅବଶ୍ୟ କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ କିନ୍ତୁ ସାମାନ୍ୟ ପ୍ରତିରୋଧର ସମ୍ମୁଖୀନ ହେବାକୁ ପଡିପାରେ। ଶିଳ୍ପ ଓ ବାଣିଜ୍ୟରେ ଉନ୍ନତି ହେବା ସାଙ୍ଗକୁ…

ରାଶିଫଳ: ବୁଧବାର, ଜୁଲାଇ ୨୦ ତାରିଖ – Daily Horoscope

ମେଷ ବହୁତ ଦିନରୁ ଚିନ୍ତା କରିପାରି ନ ଥିବା କାମଟିକୁ ହଠାତ୍‌ ଆରମ୍ଭ କରିବା ସକାଶେ ମନ ବଳାଇବେ। ଆଜି ଯେଉଁ କାମରେ ଯାତ୍ରା କରୁଛନ୍ତି ସେଥିରେ କିଛି ଅସୁବିଧା ହେବ ନାହିଁ। ଆକସ୍ମିକ ଭାବରେ ବନ୍ଧୁଙ୍କ ମନୋଭାବ ବଦଳିଯିବା କାରଣରୁ…

ରାଶିଫଳ: ମଙ୍ଗଳବାର, ଜୁଲାଇ ୧୯ ତାରିଖ – Daily Horoscope

ମେଷ ଆଜି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରିବାର ପ୍ରଯତ୍ନ କରିପାରନ୍ତି। ଆବଶ୍ୟକତା ପୂରଣ ସକାଶେ ଧାରକରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିବାକୁ ପଡ଼ିପାରେ। ଭ୍ରମଣଜନିତ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବନ୍ଧୁଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯିବା…

ରାଶିଫଳ: ସୋମବାର, ଜୁଲାଇ ୧୮ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କାମ ଯଥା ସମୟରେ ସମ୍ପନ୍ନ ହେବାରେ କୌଣସି ଅସୁବିଧା ରହିବନାହିଁ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ଓ କାମ ହାସଲ କରିବେ । ଦ୍ୱିଜା ନକ୍ଷତ୍ର କେତେକ ସାରଗର୍ଭକ ପରାମର୍ଶ ଦେଇ ବନ୍ଧୁମାନଙ୍କ ପ୍ରିୟଭାଜନ…

ରାଶିଫଳ: ରବିବାର, ଜୁଲାଇ ୧୭ ତାରିଖ – Daily Horoscope

ମେଷ ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସଫଳତା ପାଇବେ। ଯାତ୍ରାରେ ଟେନ୍‌ସନ ଲାଗି ରହିବ, କିନ୍ତୁ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲାରେ ସମର୍ଥ ହୋଇପାରନ୍ତି । ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ ନ କଲେ ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି…

ରାଶିଫଳ: ଶନିବାର, ଜୁଲାଇ ୧୬ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହିତ ଏବଂ ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହେବେ। ଧାର୍ମିକ କାର୍ଯ୍ୟ ସମ୍ପାଦନ, ଦେବଦର୍ଶନ ପାଇଁ ଇଚ୍ଛା ଜାଗ୍ରତ ହେବ। ପ୍ରତ୍ୟେକ କ୍ଷେତ୍ରରେ ପ୍ରାଥମିକ ସ୍ତରରେ ସମସ୍ୟା ଦେଖାଦେବାର ଆଶଙ୍କା ରହିଛି। ସ୍ବାସ୍ଥ୍ୟ…

ରାଶିଫଳ: ଶୁକ୍ରବାର , ଜୁଲାଇ 15 ତାରିଖ – Daily Horoscope

ମେଷ ନିକଟରେ ରହୁ ନ ଥିବା ପିଲାଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ହେବେ। ସଭାସମିତି ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିପାରନ୍ତି। ପାରିବାରିିକ କ୍ଷେତ୍ର ବୁଝାମଣା ମାଧ୍ୟମରେ ଶୃଙ୍ଖଳିତ ହେବ। ବନ୍ଧୁ ଦେଇଥିବା ପ୍ରତିଶ୍ରୁତିରେ ଖିଲାପ କରିପାରନ୍ତି, ଯାହାକି ଚିନ୍ତାର କାରଣ…

ରାଶିଫଳ: ଗୁରୁବାର, ଜୁଲାଇ ୧୪ ତାରିଖ – Daily Horoscope

ମେଷ ପାରିବାରିକ ପରିସ୍ଥିତି ପୂର୍ବପରି ରହିବା କାରଣରୁ କେତେକାଂଶରେ ଆଶ୍ୱସ୍ତି ଲାଭ କରିବେ। ଆଲୋଚନା ପରିସରରେ ଯୁକ୍ତିତର୍କ କରିବା ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ଲକ୍ଷ୍ୟ ହାସଲ କରିବାରେ ବିଭିନ୍ନ…

ରାଶିଫଳ: ବୁଧବାର, ଜୁଲାଇ ୧୩ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚନ୍ଦ୍ର ଥିବାରୁ ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ ଏବଂ ଅଟକି ରହିଥିବା କାମ ତ୍ୱରାନ୍ବିତ ହେବ। ପାରିବାରିକ, ପରିବହନ, ନିର୍ମାଣ, ଜମିଜମା ଓ ଆନୁଷ୍ଠାନିକ ଆଲୋଚନାରେ ସଫଳ ହେବେ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?