Rasifala

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗୁରୁତ୍ୱପୂର୍ଣ୍ଣ କାମଗୁଡ଼ିକ ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କରାଇନେବେ। କୃତ୍ତିକା ନକ୍ଷତ୍ର ସକାଶେ କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ମିଳିବ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ସରକାରୀ ସ୍ତରରୁ ଅପେକ୍ଷା…

ରାଶିଫଳ: ସୋମବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବାକୁ ନିଷ୍ପତ୍ତି ନେବେ । ବିଶେଷ ବୁଲାବୁଲି କାରଣରୁ ସ୍ବାସ୍ଥ୍ୟରେ ବ୍ୟତିକ୍ରମ ଦେଖାଦେଇପାରେ। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ…

ରାଶିଫଳ: ରବିବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ବିଭିନ୍ନ ସମସ୍ୟା ହେତୁ ଆଜି ମନ ଅନୁଯାୟୀ କାମ ସମ୍ପନ୍ନ କରିବା କଷ୍ଟକର ହୋଇ ପଡ଼ିବ। ଆର୍ଥିକ କ୍ଷେତ୍ରରେ ଆଜି ପାଇବେ ଯେମିତି ଓ ଯେତିକି, ଖର୍ଚ୍ଚ ମଧ୍ୟ କରିବେ ସେମିତି। ସତର୍କତା ଅଭାବରୁ ସାଧାରଣ ଘଟଣା ବିବାଦୀୟ ପରିସ୍ଥିତି…

ରାଶିଫଳ: ଶନିବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ଆଜି ହସଖୁସି ଓ ଆନନ୍ଦ ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ଆଗାମୀ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁନ୍ଦର ଓ ସୁମଧୁର ହୋଇ ଉଠିବ। ଆତ୍ମୀୟଙ୍କୁ ଅତି ନିକଟରେ ପାଇ ନିଜକୁ କିଛି ସମୟ ପାଇଁ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ସ୍ବାସ୍ଥ୍ୟ ଭଲ ରହିବ ଏବଂ ସାହସର ସହ ପ୍ରତ୍ୟେକ କାମକୁ ସମ୍ପନ୍ନ କରିପାରିବେ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତକୁ କେନ୍ଦ୍ର କରି ଝଗଡା ଲାଗିପାରେ। ଏକ ନିର୍ଦ୍ଦିିଷ୍ଟ ଦିଗରେ ଖର୍ଚ୍ଚ୍‌…

ରାଶିଫଳ: ଗୁରୁବାର , ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ କାମ ହାସଲ ପରିପ୍ରେକ୍ଷୀରେ ବନ୍ଧୁଙ୍କ ସଦ୍‌ଭାବ, ସହକର୍ମୀମାନଙ୍କ ସହଯୋଗ ପାଇବେ । ପରିବାର ସହ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପରିବାର ପାଇଁ ପରିସ୍ଥିତି ବଶତଃ ଧାର କରଜ କରି କାମ ଚଳାଇ ନେବେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ଆଜି ସାମାନ୍ୟ କଥାକୁ କେନ୍ଦ୍ରକରି ପାରିବାରିକ କ୍ଷେତ୍ରରେ ସମସ୍ୟାଜନିତ ଟେନ୍ସନ ଲାଗିରହିବ। କର୍ମକ୍ଷେତ୍ରରେ ମଧ୍ୟ କାମ କରିବାକୁ ଆଦୌ ଇଚ୍ଛା ହେବନାହିଁ। ବ୍ୟବସାୟ କ୍ଷେତ୍ରରେ କେତେକ ସୁବିଧା ସୁଯୋଗ ପାଇବେ । ନିର୍ମାଣ କାମ ଆଗକୁ ବଢ଼ାଇବା ପାଇଁ ପଦକ୍ଷେପ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ସମସ୍ୟା ମଧ୍ୟରେ ଚଳିବା କାରଣରୁ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ଗତି କରିବାକୁ ପଡ଼ିବ। ପ୍ରତିବନ୍ଧକ ଲାଗିରହିବା ହେତୁ ବିଳମ୍ବରେ ସମସ୍ୟା ଭିତରେ କାର୍ଯ୍ୟ ସମ୍ପନ୍ନ ହେବ। ଆଲୋଚନା ଓ ସମାଲୋଚନା ଭିତରେ ସମାଧାନ ପୂର୍ବକ ପରିବାରରେ ଶାନ୍ତି ଫେରି ଆସିବ।…

ରାଶିଫଳ: ସୋମବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ଆଜି ଆକସ୍ମିକ ଭାବେ କୌଣସି ସମସ୍ୟା ଭିତରେ ଛନ୍ଦି ହୋଇଯିବାକୁ ପଡ଼ିପାରେ। କାଳେ କିଛି ଦେବାକୁ ପଡ଼ିବ, ଏହି ଆଶଙ୍କାରେ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ପରିବହନ, ବ୍ୟବସାୟ, ଶିଳ୍ପ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। କର୍ମକ୍ଷେତ୍ରରେ…

ରାଶିଫଳ: ରବିବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡ଼ିପାରେ । ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବାର ଶୁଣିବାକୁ ପାଇବେ। ଆର୍ଥିକ ସ୍ଥିତି ଦୁର୍ବଳ ହେତୁ ତାହାହିଁ ଚିନ୍ତାର କାରଣ ହୋଇପାରେ । ପରିବାରରେ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବହୁତ ଭଲ ରହିବ। ଆକସ୍ମିକ ଭାବରେ କୌଣସି ଭଲ ସମ୍ପର୍କ ଥିବା ବ୍ୟକ୍ତିଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। କିନ୍ତୁ ନିଜ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିବାରେ ସମର୍ଥ ହେବେ। ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପାଖପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ ପାରନ୍ତି। ସକାଳୁ ସକାଳୁ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ। ବୃଷ ସାମୟିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri