Rasifala

ରାଶିଫଳ: ଗୁରୁବାର, ଜୁନ୍ ୩୦ ତାରିଖ – Daily Horoscope

ମେଷ ଆଜି ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ଆଦର ପାଇ ମନର ଦୁଃଖକୁ ଲାଘବ କରିବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ସାମାନ୍ୟ ଭୁଲରୁ କିମ୍ବା ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ସତ୍‌ସଙ୍ଗ, ଆନୁଷ୍ଠାନିକ କାମ କିମ୍ବା ଆଧ୍ୟାମତ୍ିକ ଭାବଧାରାରେ ଉଦ୍‌ବୁଦ୍ଧ ହେବେ।…

ରାଶିଫଳ: ବୁଧବାର, ଜୁନ୍ ୨୯ ତାରିଖ – Daily Horoscope

ମେଷ ସାମାଜିକ ସ୍ତରରେ ଉଲ୍ଲେଖନୀୟ କାମ କରି ପ୍ରଶଂସିତ ହେବେ। ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇଯିବା ଆଶଙ୍କା ରହିଛି। ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ ପର କଥା ଶୁଣି ମାନସିକ ଶାନ୍ତି ବ୍ୟାହତ ହୋଇପାରେ। କେତେକଙ୍କ କ୍ଷେତ୍ରରେ ମାନସିକ ଚାପ…

ରାଶିଫଳ: ମଙ୍ଗଳବାର, ଜୁନ୍ ୨୮ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ଦେଖାଦେବ। ଅର୍ଥ ସମ୍ଭନ୍ଧୀୟ କୌଣସି କଥା ବନ୍ଧୁଙ୍କ ନିକଟରୁ ଶୁଣି ଉଲ୍ଲସିତ ହେବେ। ପ୍ରତ୍ୟେକ ଦିଗକୁ ଲକ୍ଷ୍ୟରଖି ଗୋପନୀୟ ଆଲୋଚନା ବ୍ୟତିରେକ ସମସ୍ୟାରେ ଛନ୍ଦିହୋଇଯିବେ। ଅନ୍ୟ କଥାରେ ପ୍ରଭାବିତ ହୋଇ କିମ୍ବା…

ରାଶିଫଳ: ସୋମବାର, ଜୁନ୍ ୨୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବିଭିନ୍ନ ଅଶାନ୍ତ ବାତାବରଣ ହେତୁ ମାନସିକ ଅସ୍ଥିରତା ସୃଷ୍ଟି ହେବ। ଅବଶ୍ୟ କୃତ୍ତିକା ନକ୍ଷତ୍ର ଅଟକି ରହିଥିବା କାମଗୁଡ଼ିକୁ ପୂରା ଦମରେ କରିବା ପାଇଁ ନିଷତ୍ତି ନେବେ। ଜମିଜମା, କଳ କାରଖାନା, ଜଳ, ତୈଳ କିମ୍ବା ବିଦ୍ୟୁତ୍‌ ବ୍ୟବସାୟରୁ…

ରାଶିଫଳ: ରବିବାର, ଜୁନ୍ ୨୬ ତାରିଖ – Daily Horoscope

ମେଷ ସହକର୍ମୀଙ୍କ ସହାୟତାରେ ଗତକାଲିର ସମସ୍ୟା ଆଜି ସମାଧାନ ହୋଇଯିବ। ଶ୍ରମିକ କିମ୍ବା କଞ୍ଚାମାଲ ଅଭାବ କାରଣରୁ ନିର୍ମାଣ କାର୍ଯ୍ୟ ବାଧାପ୍ରାପ୍ତ ହୋଇପାରେ। ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ। ଅଶ୍ୱିନୀ ନକ୍ଷତ୍ରର ପିଲାଙ୍କ କଥା ନେଇ ମାନସିକ ସ୍ଥିତି…

ରାଶିଫଳ: ଶନିବାର, ଜୁନ୍ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ର ପ୍ରତି ବିଭିନ୍ନ ସମସ୍ୟା ଆସିଲେ ମଧ୍ୟ ଦୃଢ଼ ହସ୍ତରେ ତାହା ଦମନ କରିବାରେ ସମର୍ଥ ହେବେ। ଦ୍ୱିଜା ନକ୍ଷତ୍ରର ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ଥାନା କିମ୍ବା ହାଜତରେ ଆରକ୍ଷୀ ସମ୍ପର୍କିତ ବିବାଦୀୟ ଘଟଣାର ଅବସାନ ଘଟିବ।…

ରାଶିଫଳ: ଶୁକ୍ରବାର , ଜୁନ୍ ୨୪ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ ରାହୁଙ୍କ ସଂଯୋଗ ପରିବାରର କିଛି ବ୍ୟତିକ୍ରମକୁ ନେଇ ଚିନ୍ତା ପ୍ରକଟ କରିବେ। ଦୀର୍ଘ ଦିନରୁ ପରସ୍ପର ପଡୁ ନ ଥିବା ପୁଅ ବୋହୂଙ୍କ କଥା ମନକୁ ଆନ୍ଦୋଳିତ କରିବ। ପରକୁ ଦେଇଥିବା ଅର୍ଥକୁ କେନ୍ଦ୍ରକରି କିଛି…

ରାଶିଫଳ: ଗୁରୁବାର, ଜୁନ୍ ୨୩ ତାରିଖ – Daily Horoscope

ମେଷ ଆଜି ବୈଷୟିକ ସୁଖ, ସମୃଦ୍ଧି ମଧ୍ୟରେ ଆନନ୍ଦ ଅନୁଭବ କରିବେ। ଦୂରଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନ, ବନ୍ଧୁବାନ୍ଧବ କ୍ଷେତ୍ରରେ ସୁଫଳ ପାଇବେ। ଘରକୁ ସଜାଡ଼ିବାରେ ବହୁତ ସମୟ ନେଇପାରନ୍ତି। ଧାର କରଜ କରି ଆଜିର ଆବଶ୍ୟକତାକୁ ଚଳାଇ ନେବେ। ବୃଷ…

ରାଶିଫଳ: ବୁଧବାର, ଜୁନ୍ ୨୨ ତାରିଖ – Daily Horoscope

ମେଷ ପାରିବାରିକ ସଦ୍‌ଭାବ ଓ ନିକଟ ସମ୍ପର୍କୀୟମାନଙ୍କ ସ୍ନେହ, ଶ୍ରଦ୍ଧା ଓ ଆଦର ଭାବରୁ ମନକୁ ସାନ୍ତ୍ୱନା ମିଳିଯିବ। ଆଜକୁ କେତେଦିନ ହେଲା ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ। ଶିଳ୍ପ, ନିର୍ମାଣ, ବ୍ୟବସାୟ, ବାଣିଜ୍ୟ ଓ…

ରାଶିଫଳ: ମଙ୍ଗଳବାର, ଜୁନ୍ ୨୧ ତାରିଖ – Daily Horoscope

ମେଷ ଆଜି ଉତ୍ତେଜନାକୁ ନିୟନ୍ତ୍ରଣକରି ସହୃଦୟତାର ସହ ବାକ୍ୟାଳାପ କରିବାରେ ସମର୍ଥ ହେବେ। ପାରିବାରିକ ସମ୍ପର୍କକୁ ପ୍ରାଧାନ୍ୟ ଦେଇ ଅନ୍ୟର ଚକ୍ଷୁଶୂଳ ହେବେ। ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବାର ଶୁଣିବାକୁ ପାଇବେ। ବ୍ୟବସାୟ କ୍ଷେତ୍ରରେ ଅବସ୍ଥା…

ରାଶିଫଳ: ସୋମବାର, ଜୁନ୍ ୨୦ ତାରିଖ – Daily Horoscope

ମେଷ ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅପରାହ୍ନରେ ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ରଖିଥିବା ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖପ୍ରକାଶ କରିବେ।…

ରାଶିଫଳ: ରବିବାର, ଜୁନ୍ ୧୯ ତାରିଖ – Daily Horoscope

ମେଷ ଲାଭ ଭାବରେ ଚନ୍ଦ୍ର ରହିଥିବାରୁ ଆଜି ଦିନରେ ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଉନ୍ନତ ରହିବ। ଯେ କୌଣସି ପରିସ୍ଥିତି ଓ ପରିବେଶରେ ନିଜକୁ ଚଳାଇନେଇ ପାରିଲେ କୃତକାର୍ଯ୍ୟ ହେବେ। ବନ୍ଧୁଙ୍କ ଆଗମନରେ କିଛି ସମୟ ଅତିବାହିତ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?