Rasifala

ରାଶିଫଳ: ଶନିବାର, ଜୁନ୍ ୧୮ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ରଙ୍କ ଯୋଗୁ ପ୍ରତ୍ୟେକ ପରିସ୍ଥିତିକୁ କୌଶଳରେ ସଜାଡି ନେବେ। କିନ୍ତୁ ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‌ ସମ୍ଭାବନାକୁ ଦେଖି ଚିନ୍ତା ବଢ଼ିଯିବ। କର୍ମକ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କଠାରୁ ଆଶାନୁଯାୟୀ ସାହାଯ୍ୟ ପାଇପାରିବେ। କ୍ରମଶଃ ଦୂରେଇ ଯାଉଥିବା କୌଣସି…

ରାଶିଫଳ: ଶୁକ୍ରବାର , ଜୁନ୍ ୧୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଯେଉଁ କାମ ଆଜି ଆରମ୍ଭ କରିବେ ନିଶ୍ଚିତ ସଫଳ ହେବେ। କଷ୍ଟ ସ୍ବୀକାର ପୂର୍ବକ କାହାକୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ବନ୍ଧୁମାନଙ୍କ ସହ…

ରାଶିଫଳ: ଗୁରୁବାର, ଜୁନ୍ ୧୬ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ର, ମନୋରଞ୍ଜନ, କଳାସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ରାଦି ପାଇଁ ବହୁତ ଭଲ ଦିନଟିଏ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବହୁତ ଶୁଭଫଳ ପାଇବେ। ସାମାଜିକ ସ୍ତରରେ ସୁଖ ଓ ସମ୍ମାନ ପ୍ରାପ୍ତି ସାଙ୍ଗକୁ ବନ୍ଧୁମିଳନରୁ ଖୁସି ରହିବେ। ରାଜନୀତି…

ରାଶିଫଳ: ବୁଧବାର, ଜୁନ୍ ୧୫ ତାରିଖ – Daily Horoscope

ମେଷ ମାନସିକ ସ୍ତରରେ ସୌନ୍ଦର୍ଯ୍ୟବୋଧର ନୂତନ ଅନୁଭବକୁ ଉପଲବ୍ଧି କରିବେ। ଚେଷ୍ଟିତ କାମରେ ସଫଳତା ସଙ୍ଗକୁ ଆଶା କରୁଥିବା ଦିଗରୁ ଅଧିକ ଧନ ପାଇ ଖୁସି ହେବେ। ଅଫିସରେ ନୂତନ ଯୋଜନା କ୍ଷେତ୍ରରେ ଉଚ୍ଚ ଆଶା ଧରି ଆଗେଇବେ। ପରିବାରରେ ଅଶାନ୍ତି…

ରାଶିଫଳ: ମଙ୍ଗଳବାର, ଜୁନ୍ 14 ତାରିଖ – Daily Horoscope

ମେଷ ପାରିବାରିକ ଶାନ୍ତି ଅକ୍ଷୁଣ୍ଣ ରହିଥିଲେ ମଧ୍ୟ ମାନସିକ ସ୍ତରରେ ଅଶାନ୍ତ ରହିପାରନ୍ତି। ବନ୍ଧୁଙ୍କ ସହଯୋଗ ଲାଭକରି ବହୁଦିନରୁ ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ କରିପାରିବେ। ଫେରନ୍ତା ବାଟରୁ ଗୃହକୁ ସୌଖୀନ ପଦାର୍ଥ କିମ୍ବା ମୂଲ୍ୟବାନ୍‌ ଜିନିଷ ଆଣିପାରନ୍ତି। ଆର୍ଥିକ ଦିଗଟି…

ରାଶିଫଳ: ସୋମବାର, ଜୁନ୍ ୧୩ ତାରିଖ – Daily Horoscope

ମେଷ ଆଜି ସକାଳୁ ବନ୍ଧୁଙ୍କ ନିକଟରୁ ଶୁଭ ଖବର ପାଇ ମନ ଖୁସି ହୋଇଯିବ। ପାରିବାରିକ କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ କୈାଣସି କାର୍ଯ୍ୟରେ ପ୍ରତିବନ୍ଧକ ସୃଷ୍ଟି କରିପାରେ। ଯୋଜନାକୁ କାର୍ଯ୍ୟକାରୀ କରିବା ସକାଶେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ। ଆପୋସ…

ରାଶିଫଳ: ରବିବାର, ଜୁନ୍ ୧୨ ତାରିଖ – Daily Horoscope

ମେଷ ଚଳିତ ପରିସ୍ଥିତିରେ ମଧ୍ୟ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇପାରିବେ ନାହିଁ। ବିଭିନ୍ନ କାରଣକୁ ନେଇ ଅଟକି ରହିଯାଇଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ ହେବ। କୃଷି, ବାଣିଜ୍ୟ ବ୍ୟବସାୟ, ପ୍ରଶାସନ ଓ ରାଜନୀତିରେ ଚେଷ୍ଟା ସଫଳ ହେବାର…

ରାଶିଫଳ: ଶନିବାର, ଜୁନ୍ ୧୧ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହେବାକୁ ପଡ଼ିପାରେ। ଆପୋସ ଆଲୋଚନା ଓ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। ନିଜ ନିଜର ସ୍ବାର୍ଥହାନି ଆଶଙ୍କାରେ ଆତ୍ମୀୟମାନେ ଦୂରେଇ ଯାଇପାରନ୍ତି। କର୍ମକ୍ଷେତ୍ରର ସମସ୍ୟା ସମାଧାନ ସହ…

ରାଶିଫଳ: ଶୁକ୍ରବାର, ଜୁନ୍ ୧୦ ତାରିଖ – Daily Horoscope

ମେଷ ଆଜି ବନ୍ଧୁମାନଙ୍କ ପରୋକ୍ଷ ସାହାଯ୍ୟ ଫଳରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। କିନ୍ତୁ ସହକର୍ମୀଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ପରିବାରରେ ଆପୋସ ମିଳାମିଶାରୁ ସମସ୍ୟାର ସରଳ ସମାଧାନ ଘଟିବ। ବିବାଦୀୟ…

ରାଶିଫଳ: ଗୁରୁବାର, ଜୁନ୍ ୯ ତାରିଖ – Daily Horoscope

ମେଷ ଆଜି କୌଣସି ଆନୁଷ୍ଠାନିକ କାମ ସକାଶେ ତପତ୍ରତା ବୃଦ୍ଧି ପାଇବ। ପାରିବାରିକ କ୍ଷେତ୍ରରେ ରାହୁଙ୍କ ନକ୍ଷତ୍ରର କୁପ୍ରଭାବରୁ ମତାନ୍ତରଜନିତ ଅନର୍ଥ ସୃଷ୍ଟି ସମ୍ଭାବନା ରହଛି। କର୍ମକ୍ଷେତ୍ର, ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ, ସାହିତ୍ୟ, ସାମ୍ବାଦିକତା ତଥା ସଭାସମିତିରେ ପ୍ରଶଂସିତ ହେବେ। ଆର୍ଥିକ…

ରାଶିଫଳ: ବୁଧବାର, ଜୁନ୍ ୮ ତାରିଖ – Daily Horoscope

ମେଷ ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ପୂର୍ବ କଳହ, ସମ୍ପର୍କୀୟ ଆଲୋଚନାରେ ନିମଜ୍ଜିତ କରାଇବ। ଅଭାବ ଦୂରୀକରଣ କ୍ଷେତ୍ରରେ ବନ୍ଧୁମାନଙ୍କ ସହଯୋଗରେ ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ। ପାରିବାରିକ ସ୍ତରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। କଳା,…

ରାଶିଫଳ: ମଙ୍ଗଳବାର, ଜୁନ୍ ୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରର ଜଟିଳତାକୁ ସରଳୀକରଣ କରିବାରେ ଅନ୍ୟମାନଙ୍କୁ ସାହାଯ୍ୟ କରିବେ। କେତେକ କ୍ଷେତ୍ରରେ ମନର ଅସନ୍ତୋଷକୁ କଠୋର ଭାବେ ପ୍ରକାଶ କରିପାରନ୍ତି। ସ୍ବାସ୍ଥ୍ୟ, ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା ବ୍ୟବସାୟିକ ବିଫଳତାରୁ ଚିନ୍ତିତ ରହିପାରନ୍ତି। ପରିବହନ, ନିର୍ମାଣ, କାରିଗରି, ଯାନ୍ତ୍ରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?