ରାଶିଫଳ: ରବିବାର, ମାର୍ଚ୍ଚ ୮ ତାରିଖ – Daily Horoscope
ମେଷ ଆଜି ଗ୍ରହସ୍ଥିତିର ସୁପ୍ରଭାବରେ କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ଶୃଙ୍ଖଳିତ ରହିବ। ପିଲାଙ୍କ ଆବଶ୍ୟକତା ଅନୁସାରେ ଜିନିଷ ନ ଆଣିବାରୁ ମାନସିକ ଅଶାନ୍ତିର ସମ୍ମୁଖୀନ ହେବେ। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରିନେବେ। ବାହାର ଜାଗାରେ ସତର୍କତାର…
ରାଶିଫଳ: ଶନିବାର, ମାର୍ଚ୍ଚ ୭ ତାରିଖ – Daily Horoscope
ମେଷ ଆଜିର ଚନ୍ଦ୍ର ଭାଗ୍ୟାଧିପତି ବୃହସ୍ପତିଙ୍କ ଦୃଷ୍ଟିରେ ଥିବାରୁ ନୂତନ ଯୋଜନାରମ୍ଭ କରିବାକୁ ମନ ବଳାଇପାରନ୍ତି। ଆତ୍ମୀୟଙ୍କ ସହଯୋଗରେ ଧାର୍ମିକ କାର୍ଯ୍ୟ ସକାଶେ ପୂର୍ବ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିବ। ଏଇ ଅଳ୍ପ କେତେଦିନ ହେଲା ଯାହା ଭାବୁତ୍ଥିଲେ ତାହା ଆଜି…
ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୬ ତାରିଖ – Daily Horoscope
ମେଷ ରାଶ୍ୟାଧିପତିଙ୍କ ସୁପ୍ରଭାବରୁ ସ୍ବାସ୍ଥ୍ୟରେ ଉନ୍ନତି ହେବ ଏବଂ ଅଭିଳାଷ ମଧ୍ୟ ପୂର୍ଣ୍ଣ ହୋଇଯିବ। ପାରିବାରିକ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହି ନ ପାରେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା ଏବଂ ବନ୍ଧୁଙ୍କ ପରାମର୍ଶ ପାଇବାରୁ ମନ ଖୁସି ରହିବ।…
ରାଶିଫଳ: ଗୁରୁବାର, ମାର୍ଚ୍ଚ ୫ ତାରିଖ – Daily Horoscope
ମେଷ ଆଜି ଶୁଭଚନ୍ଦ୍ର ପ୍ରଭାବରୁ ଆର୍ଥିକ ଅଭିବୃଦ୍ଧି ସହିତ ନୂତନ ସମ୍ପର୍କ ସୃଷ୍ଟି ହୋଇପାରିବ। ଶନିଙ୍କ ଦୃଷ୍ଟି ପଥାରୁଢ ହେତୁ ଉପରିସ୍ଥଙ୍କ ଦାୟିତ୍ୱପୂର୍ଣ୍ଣ କାମଟି ପୂର୍ଣ୍ଣାଙ୍ଗ ନହୋଇପାରେ। ସାମାଜିକ ସ୍ତରରେ ନିଜସ୍ବ କୃତି ମାଧ୍ୟମରେ ବିଶିଷ୍ଟବ୍ୟକ୍ତିଙ୍କ ସାନ୍ନିଧ୍ୟଲାଭ କରିବେ। କେତୁଙ୍କ ଅବସ୍ଥିତିଜନିତ…
ରାଶିଫଳ: ବୁଧବାର, ମାର୍ଚ୍ଚ ୪ ତାରିଖ – Daily Horoscope
ମେଷ ଆଜି ଅନୁକୂଳ ଗ୍ରହସ୍ଥିତିରୁ ଆପଣଙ୍କ ଏକାଧାରରେ କାର୍ଯ୍ୟସିଦ୍ଧି ସଙ୍ଗକୁ ବନ୍ଧୁ ମିଳନରୁ ଖୁସୀ ରହିବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇ ଖୁସୀ ହେବେ। କଠିନ ଶ୍ରମ ଏବଂ ଭ୍ରମଣ କାରଣରୁ କ୍ଳେଶ ଭୋଗିବାକୁ…
ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩ ତାରିଖ – Daily Horoscope
ମେଷ ପାପଗ୍ରହଯୁକ୍ତ ଚନ୍ଦ୍ର କୋଣଭାବରେ ରହିଥିବାରୁ ପାରିବାରିକ ସ୍ତରରେ ସାଧାରଣ ବ୍ୟତିକ୍ରମ ବେଶି କ୍ଷଣ ତିଷ୍ଠିରହିବ ନାହିଁ। କଥା ପ୍ରସଙ୍ଗରେ ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ଶ୍ରବଣ କରି ସାମୟିକ ବ୍ୟସ୍ତତା ଅନୁଭବ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ଗୃହ ଭୂମି ସମ୍ପର୍କିତ…
ରାଶିଫଳ: ସୋମବାର, ମାର୍ଚ୍ଚ ୨ ତାରିଖ – Daily Horoscope
ମେଷ ଦ୍ୱାଦଶଭାବସ୍ଥ କର୍ମାଧିପ ଶନି ଆପଣଙ୍କ କର୍ମ ସମୂହକୁ ସମ୍ପନ୍ନ କରିବାରେ ବହୁତ ସମୟ ନେଇପାରେ। ବୁଧଙ୍କ ଦୁର୍ବଳତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ସରଳ ଭାବରେ ବିଶ୍ୱାସ କରି ଅସୁବିଧାରେ ପଡିପାରନ୍ତି। ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ ଆନୁଷ୍ଠାନିକ କ୍ଷେତ୍ରରେ ସଫଳ…
ରାଶିଫଳ: ରବିବାର, ମାର୍ଚ୍ଚ ୧ ତାରିଖ – Daily Horoscope
ମେଷ ଆଜି ଚନ୍ଦ୍ର ଚତୁର୍ଥ କେନ୍ଦ୍ରସ୍ଥ ହେତୁ ପରିବାର ଓ କର୍ମକ୍ଷେତ୍ରର ସ୍ଥିତି ଆନନ୍ଦଦାୟକ ରହିବ। ବିବାଦୀୟ ପରିସ୍ଥିତିରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। ଆତ୍ମୀୟ ସୁବିଧାବାଦୀ ଭଳି କାମ କଲେ ମଧ୍ୟ ଆପଣଙ୍କୁ କିଛି ଫରକ…
ରାଶିଫଳ: ଶନିବାର, ଫେବୃଆରୀ ୨୮ ତାରିଖ – Daily Horoscope
ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଆର୍ଥିକ ଅଭିବୃଦ୍ଧିଜନିତ ମାନସିକ ସ୍ଥିତି ଭଲ ରହିବ। ସହକର୍ମୀଙ୍କ ପରୋକ୍ଷ ଶତ୍ରୁତାଜନିତ କାର୍ଯ୍ୟହାନି ଘଟିପାରେ । କୃତ୍ତିକା ନକ୍ଷତ୍ର ସକାଶେ ପ୍ରତ୍ୟେକ କାମ ନିର୍ଦ୍ଦିଷ୍ଟ ସମୟରେ ସମ୍ପନ୍ନ ହେବା କଷ୍ଟକର ହେବ। ଅବଶ୍ୟ ଆପଣଙ୍କ ଅର୍ଥନୀତି,…
ରାଶିଫଳ: ଶୁକ୍ରବାର, ଫେବୃଆରୀ ୨୭ ତାରିଖ – Daily Horoscope
ମେଷ କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାରେ ସଫଳ ହେବେ। ଆତ୍ମୀୟଙ୍କ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟିକଲେ ମଧ୍ୟ କାମ ଅଟକିବ ନାହିଁ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଶିଥିଳତା ପରିଲକ୍ଷିତ ହେବ। ପରିବାରର ଅତ୍ୟାବଶ୍ୟକ ନୂତନ…
ରାଶିଫଳ: ଗୁରୁବାର, ଫେବୃଆରୀ ୨୬ ତାରିଖ – Daily Horoscope
ମେଷ ଆଜି ଦେବଗୁରୁଙ୍କ ସହ ଚନ୍ଦ୍ର ଭାଗ୍ୟସ୍ଥାନକୁ ଦେଖୁଥିବାରୁ ସୌଭାଗ୍ୟ ପ୍ରଦାୟକ ରହିବେ। କୃତି, କୃତିତ୍ୱ ଓ ବାଗ୍ମିତାକୁ ନେଇ ବନ୍ଧୁ ଗହଣରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟସାଧନ କରିବେ। କିନ୍ତୁ ସାମାନ୍ୟ କଥାରେ ପରିବାରରେ ବୁଝାମଣା…
ରାଶିଫଳ: ବୁଧବାର, ଫେବୃଆରୀ ୨୫ ତାରିଖ – Daily Horoscope
ମେଷ ଆଜି ରାହୁଙ୍କ ନକ୍ଷତ୍ରରେ ରବି ହେତୁ ବୟସ୍କବ୍ୟକ୍ତି କିମ୍ବା ସରକାରୀ କର୍ମଚାରୀଙ୍କ ସହ ଯୁକ୍ତିତର୍କ ଲାଗିପାରେ। ହାତକୁ ନେଇଥିବା କାମକୁ ପୂର୍ଣ୍ଣାଙ୍ଗ କରିବା ପାଇଁ ନିକଟତର ବନ୍ଧୁଟିର ସାହାଯ୍ୟ ଆଶା କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସ୍ବାଧୀନ କାର୍ଯ୍ୟ କରିବାର ସୁଯୋଗ…
Archives


