Rasifala

ରାଶିଫଳ: ସୋମବାର, ଜୁନ୍ ୬ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ର, ପରିବାର ଓ ଆର୍ଥିକ ଦିଗଟି ସାମାନ୍ୟ ବ୍ୟତିକ୍ରମ ଭିତରେ ଗତିକରିବ। ସବୁ କିଛି ଭଲ ମଧ୍ୟରେ ଖର୍ଚ୍ଚ ପରିମାଣ ବୃଦ୍ଧି, ଦୂରଯାତ୍ରା ଓ ସ୍ଥାନାନ୍ତରର ସୂଚନା ରହିଛି। ଭୁଲ୍‌ ବୁଝାମଣା କାରଣରୁ ମାନସିକ ସ୍ଥିତି ହଠାତ୍‌ ବଦଳି…

ରାଶିଫଳ: ରବିବାର, ଜୁନ୍ ୫ ତାରିଖ – Daily Horoscope

ମେଷ ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବା ସାଙ୍ଗକୁ ଲକ୍ଷ୍ୟ ମଧ୍ୟ ପୂରଣ ହୋଇଯିବ। ଗତକାଲିଠାରୁ ଆପଣ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ। କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିପାରିବେ। କିନ୍ତୁ ବାଣିଜ୍ୟ…

ରାଶିଫଳ: ଶନିବାର, ଜୁନ୍ ୪ ତାରିଖ – Daily Horoscope

ମେଷ ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ମନ ଭାରାକ୍ରାନ୍ତ ରହିବ। ଯେଉଁ କାମ ଆଜି ଆରମ୍ଭ କରିବେ ସେଥିରେ ନିଶ୍ଚିତ ସଫଳତା ପାଇବା କଷ୍ଟକର ହୋଇପାରେ। ଅବଶ୍ୟ ଯାତ୍ରା, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ ଲୋକ ସମର୍ଥନ ଅବ୍ୟାହତ…

ରାଶିଫଳ: ଶୁକ୍ରବାର, ଜୁନ୍ ୩ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ଶିଳ୍ପ, ବାଣିଜ୍ୟ, ପରିବହନ, କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ଲାଭବାନ୍‌ ହେବେ। ପୂର୍ବରୁ ଥିବା ବିବାଦ ପରିପ୍ରେକ୍ଷୀରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ…

ରାଶିଫଳ: ଗୁରୁବାର, ଜୁନ୍ ୨ ତାରିଖ – Daily Horoscope

ମେଷ ଆଜି ଭଲ କାମଗୁଡ଼ିଏ କରିବେ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ଦ୍ୱାରା ସମ୍ମାନିତ ହେବେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ବିତ କରିବାର ଅନୁକୂଳ ବାତାବରଣ ସୃଷ୍ଟି ହେବ। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ଓ ଆଶା…

ରାଶିଫଳ: ବୁଧବାର, ଜୁନ୍ ୧ ତାରିଖ – Daily Horoscope

ମେଷ ଆଜିର ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଆପଣଙ୍କ ପାଇଁ ସୁଖଦ ହେବ। ସମାଜରେ ଆଦୃତି ଲାଭ ସଙ୍ଗକୁ ଯାନବାହନ, ପ୍ରଶାସନ, ଜ୍ଞାନାର୍ଜନ ସକାଶେ ଅନୁକୂଳତା ଅନୁଭବ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ପ୍ରତିବନ୍ଧକକୁ ଦୂରେଇବାରେ ସାହାଯ୍ୟ କରିବ। ବୃଥା…

ରାଶିଫଳ: ମଙ୍ଗଳବାର, ମେ ୩୧ ତାରିଖ – Daily Horoscope

ମେଷ ଆଜି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ଲାଭ କରିବାରେ ଅସୁବିଧା ହେବ ନାହିଁ। ଖର୍ଚ୍ଚଭାର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିପାରନ୍ତି। ଭାଇ, ପଡ଼ୋଶୀ କିମ୍ବା ସମ୍ପର୍କୀୟ ଦୂରେଇ ରହିବାର ଅପଚେଷ୍ଟା କରିବେ। ଠିକ୍‌ ସମୟରେ…

ରାଶିଫଳ: ସୋମବାର, ମେ ୩୦ ତାରିଖ – Daily Horoscope

ମେଷ କର୍ମାଧିପ ଏକାଦଶସ୍ଥ ହେତୁ କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇବେ। ଅତି ନିକଟତର ବନ୍ଧୁଙ୍କ ସହ ଆପଣଙ୍କର ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିପାରନ୍ତି। କଥା କହିବାରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହେବାକୁ ପଡିବ। ଆଲୋଚନା କ୍ଷେତ୍ରରେ…

ରାଶିଫଳ: ରବିବାର, ମେ ୨୯ ତାରିଖ – Daily Horoscope

ମେଷ ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ଅଧ୍ୟୟନ, ଅଧ୍ୟାପନା ଓ ଗବେଷଣାଦି ଉନ୍ନତ ମାନର ରହିବ। ଆନୁଷ୍ଠାନିକ କାମରେ କଳା, ସାହିତ୍ୟ ଓ ରଚନାମତ୍କ କାମରେ ପ୍ରଶଂସିତ ହେବେ। ପାରିବାରିକ ସ୍ତରରେ ପିଲାଙ୍କ କଥାକୁ ନେଇ ମାନସିକ ସ୍ଥିତି ବିପନ୍ନ ହୋଇପାରେ। ନୂତନ…

ରାଶିଫଳ: ଶନିବାର, ମେ ୨୮ ତାରିଖ – Daily Horoscope

ମେଷ ପ୍ରତ୍ୟେକ କ୍ଷେତ୍ରରେ ନିଜକୁ ଠିକ୍‌ ଭାବେ ଆଡଜଷ୍ଟ କରିବା କଷ୍ଟକର ହୋଇପାରେ। ସାମାଜିକ କ୍ଷେତ୍ରରେ ଅଟକି ରହିଯାଇଥିବା କାଯର୍‌ୟଗୁଡ଼ିକ ତ୍ୱରାନ୍ବିତ ହେବାରେ ବନ୍ଧୁ ସାହାଯ୍ୟ କରିବେ। କୃଷି, ବ୍ୟବସାୟ,ପ୍ରଶାସନ ଓ ରାଜନୀତିରେ ଚେଷ୍ଟା ସଫଳ ହେବ। ଫେରନ୍ତା ବାଟରୁ ଗୃହକୁ…

ରାଶିଫଳ: ଶୁକ୍ରବାର, ମେ ୨୭ ତାରିଖ – Daily Horoscope

ମେଷ ରାହୁ ଯୁକ୍ତ ଚନ୍ଦ୍ର ମାନସିକ ସ୍ଥିତିକୁ ବିଚଳିତ କରିପାରେ। କୃତ୍ତିକା ନକ୍ଷତ୍ର ସମାଜକଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକକ୍ଷେତ୍ରରେ, ସଭାସମିତିରେ ସାମିଲ ହେଲେ ସମ୍ମାନିତ ହେବେ। ଦୂରସ୍ଥ ସନ୍ତାନଙ୍କ ପାଇଁ ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ। ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ସନ୍ଧ୍ୟାରେ…

ରାଶିଫଳ: ଗୁରୁବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି କୃଷ୍ଣପକ୍ଷର ଦ୍ୱାଦଶ ଚନ୍ଦ୍ର କଲ୍ୟାଣକାରକ ହେତୁ ଯାହା କରିବେ ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ସମସ୍ୟା, ପରିବହନରେ ଝଗଡ଼ା, ଯାନବାହନରେ କ୍ଷତିର ଆଶଙ୍କା ହେତୁ ସତର୍କତା ଭଲ। କର୍ମକ୍ଷେତ୍ରସ୍ଥ ବିଶୃଙ୍ଖଳିତ ପରିସ୍ଥିତିରେ ହାତରୁ ଖାଇ ପର ପାଇଁ ଖଟିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?