Rasifala

ରାଶିଫଳ: ବୁଧବାର, ମେ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବିଚାରବୁଦ୍ଧି ପ୍ରୟୋଗ କରି ପ୍ରତ୍ୟେକ ସମସ୍ୟାର ସରଳ ସମାଧାନ କରିପାରିବେ। ସାମାଜିକ ସ୍ତରରେ ଆପଣଙ୍କ ଦକ୍ଷତାର ମୂଲ୍ୟାୟନ ହେବା ସଙ୍ଗକୁ ପୁରଷ୍କୃତ ହୋଇପାରନ୍ତି। ଅଫିସ୍‌ କାମରେ ସାମୟିକ ଭୁଲ୍‌ ବୁଝାମଣା ଯୋଗୁ ମାନସିକ ସ୍ଥିରତା ରହି ନ ପାରେ।…

ରାଶିଫଳ: ମଙ୍ଗଳବାର, ମେ ୨୪ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା ଓ ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। ସ୍ବାର୍ଥହାନି ଆଶଙ୍କାରେ ନିଜ ଲୋକମାନେ ଦୂରେଇ ଯାଇପାରନ୍ତି। ଦ୍ୱିଜା ନକ୍ଷତ୍ର ଘରର…

ରାଶିଫଳ: ସୋମବାର, ମେ ୨୩ ତାରିଖ – Daily Horoscope

ମେଷ ଆଜି କର୍ମାଧିପଙ୍କ ସହିତ ଚନ୍ଦ୍ରଙ୍କ ସଂଯୋଗ ହେତୁ ସାମାଜିକ ସ୍ତରରେ ସମ୍ମାନିତ ହେବେ। ନିଜ ସଂସ୍ପର୍ଶରେ ଆସୁଥିବା ଲୋକମାନଙ୍କ କଥାଗୁଡ଼ିକ ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ। ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି…

ରାଶିଫଳ: ରବିବାର, ମେ ୨୨ ତାରିଖ – Daily Horoscope

ମେଷ କର୍ମଭାବସ୍ଥ ଚନ୍ଦ୍ର ହେତୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଅଫିସ୍‌ କାମରେ ଏପରିକି ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା କ୍ଷତିରେ…

ରାଶିଫଳ: ଶନିବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମଭାବରେ ଚନ୍ଦ୍ର ରହିଥିବାରୁ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରାଇବେ। ଉଚ୍ଚାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରିବ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଶିଥିଳତା ପରିଲକ୍ଷିତ ହୋଇପାରେ। ପରିବାରରେ ଅଶାନ୍ତି ଦୂର ହେବା ପାଇଁ…

ରାଶିଫଳ: ଶୁକ୍ରବାର , ମେ 20 ତାରିଖ – Daily Horoscope

ମେଷ ଆଜି ବନ୍ଧୁମାନଙ୍କ ଗହଳ ଚହଳ ମଧ୍ୟରେ ବ୍ୟସ୍ତତା ଅନୁଭବ କରିପାରନ୍ତି। ଜଣେ ବନ୍ଧୁଙ୍କ ବିଚାରହୀନ ମନ୍ତବ୍ୟକୁ କେନ୍ଦ୍ରକରି ପରିବାରରେ ଝଗଡ଼ା ଲାଗିପାରେ। ଏକ ନିର୍ଦ୍ଦିଷ୍ଟ ଦିଗରେ ଖର୍ଚ୍ଚ କରିବାକୁ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ। କର୍ମକ୍ଷେତ୍ରରେ ସାଧାରଣ…

ରାଶିଫଳ: ଗୁରୁବାର, ମେ ୧୯ ତାରିଖ – Daily Horoscope

ମେଷ ଆପଣଙ୍କ ଉଚ୍ଚମନ, ଉତ୍କୃଷ୍ଟ ବିଚାରଧାରା, ମଧୁର କଥା ଜନମନ ହରଣ କରିବ। ପରିବାର ସହଯୋଗରେ କାମ ହାସଲ କରିବାରେ ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ଶିଳ୍ପ, ବାଣିଜ୍ୟ, ପରିବହନ, ନିର୍ମାଣ ଓ…

ରାଶିଫଳ: ବୁଧବାର, ମେ ୧୮ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସତ କହି ବିବାଦୀୟ ହୋଇପାରନ୍ତି। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ବିଭିନ୍ନ କାର୍ଯ୍ୟ ବ୍ୟସ୍ତତା କାରଣରୁ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖା ଦେଇପାରେ। ଅଧ୍ୟାପନା, କ୍ରୀଡ଼ା, ସଙ୍ଗୀତ, ଚଳଚ୍ଚିତ୍ର, ସାହିତ୍ୟ ତଥା…

ରାଶିଫଳ: ମଙ୍ଗଳବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି ଅଷ୍ଟମ ଚନ୍ଦ୍ର ହେତୁ ପାରିବାରିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦ ବଢ଼ିପାରେ। ସବୁକଥାକୁ ଭଲରୂପେ ବିଚାରକରି ଆଗକୁ ବଢ଼ିବା ଉଚିତ। କାମ ହାସଲ ସକାଶେ ଅନ୍ୟ ଉପରେ ନିର୍ଭର କରିପାରନ୍ତି। ବ୍ୟବସାୟ, ବାଣିଜ୍ୟ, ପରିବହନ, ନିର୍ମାଣ, ପ୍ରଶାସନ…

ରାଶିଫଳ: ସୋମବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର ହେତୁ କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ କହି କରି ନ ପାରନ୍ତି। ବାଣିଜ୍ୟ ଓ ବ୍ୟବସାୟରେ ବାଧାପ୍ରାପ୍ତ ହୋଇପାରେ। ଧାର କରଜ ସୂତ୍ରରେ ଅର୍ଥ ସଂଗ୍ରହ କରିବାକୁ ବାଧ୍ୟ ହେବେ।…

ରାଶିଫଳ: ରବିବାର, ମେ ୧୫ ତାରିଖ – Daily Horoscope

ମେଷ ଆଜି ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭ କରି କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବ ନାହିଁ। ବନ୍ଧୁମାନଙ୍କ ପରାମର୍ଶାନୁସାରେ ପାରିବାରିକ ଝାମେଲା ସମାଧାନ ଆଡ଼କୁ ଗତି କରିବ। କୃଷି, ବ୍ୟବସାୟ, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ।…

ରାଶିଫଳ: ଶନିବାର, ମେ ୧୪ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମାନସିକ ଶାନ୍ତି ହରାଇବେ। ବନ୍ଧୁଙ୍କ ପରାମର୍ଶରେ ସଫଳତା ଯୋଗୁ କେତେକାଂଶରେ ମନକୁ ବୁଝାଇବାରେ ସମର୍ଥ ହେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା କ୍ଷତିରେ ପଡ଼ିପାରନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?