ରାଶିଫଳ: ସୋମବାର, ସେପ୍ଟେମ୍ବର ୨୭ ତାରିଖ – Daily Horoscope
ମେଷ ଆଜିର ରାହୁ ସହ ଚନ୍ଦ୍ରଙ୍କ ସଂଯୋଗ ହେତୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଧନହାନି କିମ୍ବା ଯୁକ୍ତିତର୍କରୁ କଳହ ଆଶଙ୍କା ରହିଛି। ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବାର ଶୁଣିବାକୁ ପାଇବେ।…
ରାଶିଫଳ: ରବିବାର, ସେପ୍ଟେମ୍ବର ୨୬ ତାରିଖ – Daily Horoscope
ମେଷ ଆଜି ସକାଳୁ ସକାଳୁ ଅର୍ଥ ସମ୍ପର୍କୀୟ ସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିବ। ସୁଧାରି ନେବାର ଚେଷ୍ଟା କରିବେ। ସରକାରୀ କାମରେ ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବ୍ୟବସାୟିକ ସ୍ଥିତି କେତେକାଂଶରେ ଚିନ୍ତାଜନକ ସ୍ଥିତିକୁ ଆସିଯାଇପାରେ।…
ରାଶିଫଳ: ଶନିବାର, ସେପ୍ଟେମ୍ବର ୨୫ ତାରିଖ – Daily Horoscope
ମେଷ ଆଜି ଆପଣଙ୍କ ଅପୂରଣୀୟ ଅଭିଳାଷ ପୂର୍ଣ୍ଣ ହେବା କାରଣରୁ ମାନସିକ ପ୍ରଫୁଲ୍ଲତା ଜାରି ରହିବ। ବନ୍ଧୁ ମାନଙ୍କ ସହ ଶୁଭକାର୍ଯ୍ୟ ପରିପ୍ରେକ୍ଷୀରେ ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ତଥାପି ଗୃହ, ଭୂମି, ଗାଡି, ମୋଟର, ସହକର୍ମୀ, ଧାରକରଜ ପ୍ରଭୃତିକୁ…
ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୨୪ ତାରିଖ – Daily Horoscope
ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ପ୍ରତ୍ୟୁଷ ଯାତ୍ରାରେ ଲକ୍ଷ୍ୟ ହାସଲ କରିବେ। ଶତ୍ରୁତାର ସମାଧାନ ବିଷୟରେ ବନ୍ଧୁଙ୍କ ସହ ଆଲୋଚନା କରିବାକୁ ମନସ୍ଥ କରିପାରନ୍ତି। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହ ସହମତିରେ କାର୍ଯ୍ୟକଲେ ସଫଳତା ପାଇବେ। ସନ୍ତାନଙ୍କ କୃତି ଓ କୃତିତ୍ୱରେ ପାରିବାରିକ…
ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୨୩ ତାରିଖ – Daily Horoscope
ମେଷ ପରିବାରରେ ସମସ୍ୟା ସମାଧାନ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇଯିବ। ସାମାଜିକ ସ୍ତରରେ ବନ୍ଧୁମାନଙ୍କ ଶୁଭେଚ୍ଛା ବାର୍ତ୍ତା ପାଇ ବହୁତ ଆନନ୍ଦ ଅନୁଭବ କରିବେ। ସହକର୍ମୀମାନଙ୍କ ସହଯୋଗରେ ଅଟକି ରହିଯାଇଥିବା ଅଫିସ କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ ହେବ। ଘରର ବରାଦି ମୁତାବକ…
ରାଶିଫଳ: ବୁଧବାର, ସେପ୍ଟେମ୍ବର ୨୨ ତାରିଖ – Daily Horoscope
ମେଷ ଆଜି ଦ୍ୱିଜା ନକ୍ଷତ୍ରର ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିବ। ଅବୁଝା ବନ୍ଧୁ ମାନଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ, ଆନୁଷ୍ଠାନିକ କାର୍ଯ୍ୟରେ…
ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୨୧ ତାରିଖ – Daily Horoscope
ମେଷ ମଙ୍ଗଳ ଷଷ୍ଠ ସ୍ଥାନରେ ରହିଥିବାରୁ ଶାରୀରିକ ସୁସ୍ଥତା ବିଶେଷ ଭଲ ରହିବ ନାହିଁ। ବିଭିନ୍ନ ସମସ୍ୟା ବିଜଡ଼ିତ ହେବା କାରଣରୁ ମାନସିକ ସ୍ଥିରତା ରହିବ ନାହିଁ। ଶୁକ୍ର ଓ ଚନ୍ଦ୍ରଙ୍କ ଷଡ଼ାଷ୍ଟକ ସ୍ଥିତି ପ୍ରଭାବରୁ ସମ୍ମୁଖରେ ଭଲ କହୁଥିବା ଲୋକଟି…
ରାଶିଫଳ: ସୋମବାର, ସେପ୍ଟେମ୍ବର ୨୦ ତାରିଖ – Daily Horoscope
ମେଷ ଦୀର୍ଘଦିନରୁ ଅଟକି ରହିଥିବା କାମକୁ ପୂରା ଦମ୍ରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି। ବନ୍ଧୁ ଗହଣରେ ବିଳାସ ଓ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବ। ବିବାଦୀୟ ଘଟଣାରେ ପାଟି ଖୋଲିବା ଠିକ୍ ହେବନାହିଁ। ପାଖ ପଡ଼ୋଶୀଙ୍କ ସହାୟତାରେ ଆର୍ଥିକ…
ରାଶିଫଳ: ରବିବାର, ସେପ୍ଟେମ୍ବର ୧୯ ତାରିଖ – Daily Horoscope
ମେଷ ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ। ନିର୍ମାଣାଧୀନ କାମ ଶେଷ ପର୍ଯ୍ୟାୟରେ ପ୍ରତିବନ୍ଧକ ଦୂର ହେବ। କାଳେ କିଛି ଦେବାକୁ ପଡ଼ିବ, ଏହି ଭାବନାରେ ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। କର୍ମକ୍ଷେତ୍ରରେ କେତେକାଂଶରେ ସାଧାରଣ…
ରାଶିଫଳ: ଶନିବାର, ସେପ୍ଟେମ୍ବର ୧୮ ତାରିଖ – Daily Horoscope
ମେଷ ବନ୍ଧୁବର୍ଗଙ୍କ ସହଯୋଗ ଆପଣଙ୍କୁ ଅଗ୍ରଗତି କରାଇବ। ରାଶ୍ୟାଧିପଙ୍କ ବଳହୀନତା ହେତୁ ଦୈହିକ ଦୁର୍ବଳତା ସାଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ବ୍ୟସ୍ତ ଓ ବିବ୍ରତ କରାଇପାରେ। ସଠିକ୍ ବୁଝାମଣା ମାଧ୍ୟମରେ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଟଙ୍କା…
ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୭ ତାରିଖ – Daily Horoscope
ମେଷ ଆଜି ଧର୍ମଭାବରେ ଚନ୍ଦ୍ର ନୂତନ କର୍ମାରମ୍ଭ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁ ମିଳନ ପାଇଁ ଶୁଭ ହେବ। କିନ୍ତୁ ମତାନ୍ତର କିମ୍ବା ମନାନ୍ତରଜନିତ ମାନସିକ ଅଶାନ୍ତିର ଆଶଙ୍କା ରହିଛି। ତୃତୀୟାଧିପ ଶତ୍ରୁ ସ୍ଥାନସ୍ଥ ହେତୁ…
ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope
ମେଷ କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ଅଗ୍ରାଧିକାରଭିତ୍ତିରେ କରିବାକୁ ମନସ୍ଥ କରିବେ। ପାରିବାରିକ ସ୍ଥିତି ମନ୍ଦ ନ ହେଲେ ମଧ୍ୟ କେତେକ ଦୁଶ୍ଚିନ୍ତା ମାନସିକ ସ୍ଥିତିକୁ ଗମ୍ଭୀର କରିପାରେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ପଦକ୍ଷେପ ଗ୍ରହଣ କରି କୃତକାର୍ଯ୍ୟ ହେବେ। ଘରମାଲିକଙ୍କ…
Archives


