Rasifala

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ ସହକର୍ମୀଙ୍କ ସହାୟତା ଆପଣଙ୍କ କାମକୁ ସହଜ କରିବ। କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ ଆସି ପାରି ନ ଥିବା ଜିନିଷଟି ପାଇଁ ତର୍କ ଓ ବିବାଦ ବଢ଼ିପାରେ। କଚେରି ମାମଲାରେ…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷ ଯାତ୍ରା ଲାଭପ୍ରଦ ହେବ, ଲାଗିରହିଥିବା ବିବାଦୀୟ ଘଟଣାରେ ବିଜୟୀ ହେବେ, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ଯୋଗଦେଇପାରନ୍ତି। ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଦୀର୍ଘଦିନର ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ ମନ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ ଏବଂ କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେବେ। ଅବହେଳା କାରଣରୁ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ପ୍ରଶାସନ, ଆଇନ ଅଦାଲତ,…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଲାଗି ରହିଥିବା ବିବାଦୀୟ ପରିସ୍ଥିତିର ପୂର୍ଣ୍ଣଚ୍ଛେଦ ଘଟିବାର ଆଶା ରହିଛି। ଯେ କୌଣସି ପରିସ୍ଥିତି ହେଲେ ମଧ୍ୟ ନିକଟସ୍ଥ ବ୍ୟକ୍ତିମାନଙ୍କୁ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେବେ। କିନ୍ତୁ କ୍ରୟ, ବିକ୍ରୟ କ୍ଷେତ୍ରରେ ସାବଧାନ ରୁହନ୍ତୁ ନଚେତ୍‌ ଠକାମିରେ…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ସମସ୍ୟାକୁ ହାଲୁକା ଭାବିଲେ ଅସୁବିଧାରେ ପଡ଼ିବେ। ପରିବାର ଭିତରେ ନିଜର ଅଧିକାର ସାବ୍ୟସ୍ତ କରିପାରିବେ ନାହିଁ। ଅଫିସରେ କିମ୍ବା ନିଜର କର୍ମକ୍ଷେତ୍ରରେ ମଉଜିଆ କଥା କହି ପରିସ୍ଥିତିକୁ ହାଲ୍‌କା କରିବାରେ ସମର୍ଥ ହେବେ। ସ୍ବାସ୍ଥ୍ୟ ସମସ୍ୟା ଲାଗି…

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୧୦ ତାରିଖ – Daily Horoscope

ମେଷ କୌଣସି କାମ ଶୃଙ୍ଖଳିତ ନ ହେବା କାରଣରୁ ମାନସିକ ଅସ୍ଥିରତା ଲାଗିରହିବ। ପରୋକ୍ଷ ଶତ୍ରୁତା କରୁଥିବା ଲୋକ ବିଷୟରେ ବନ୍ଧୁଙ୍କ ସହ ଆଲୋଚନା କରନ୍ତୁ। ବନ୍ଧୁ ସ୍ବତଃପ୍ରବୃତ୍ତ ସାହାଯ୍ୟ କରିବାକୁ ଆଗେଇ ଆସିବେ। କର୍ମକ୍ଷେତ୍ରରେ ସହମତିରେ କାର୍ଯ୍ୟକଲେ ସଫଳତା ପାଇବେ।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୯ ତାରିଖ – Daily Horoscope

ମେଷ ଆଜି ଆପଣ ନିକଟ ସମ୍ପର୍କୀୟଙ୍କ ଦ୍ୱାରା କାର୍ଯ୍ୟ ହାସଲ କରିବେ। ଅର୍ଥ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ମାନଙ୍କ ପ୍ରତି ଆଗ୍ରହୀ ହେବେ। ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସଂପର୍କୀୟ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି।…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୮ ତାରିଖ – Daily Horoscope

ମେଷ ପାରିବାରିକ ପରିସ୍ଥିତି ବିଗିଡ଼ି ଯାଇଥିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ପରିବହନ, ବ୍ୟବସାୟ ଓ ଶିଳ୍ପ, ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ଲାଭ କରିବେ। ଭ୍ରାତୃବର୍ଗ…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଦେଖାଦେବାରୁ କିଛିଟା ଦ୍ୱନ୍ଦ୍ୱ ଓ ଆଶଙ୍କା ମଧ୍ୟରେ ମନ ହଲଚଲ ହୋଇପାରେ। କିଛି ସହାନୁଭୂତିମୂଳକ ଆଲୋଚନା ଓ ସମାଲୋଚନା ଭିତରେ ପରିବାରରେ ଶାନ୍ତି ଫେରି ଆସିବ। ଦ୍ରବ୍ୟନଷ୍ଟ ହୋଇପାରେ ଅତଏବ, ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ।…

ରାଶିଫଳ: ସୋମବାର, ସେପ୍ଟେମ୍ବର ୬ ତାରିଖ – Daily Horoscope

ମେଷ ପାରିବାରିକ ଅଶାନ୍ତିଜନିତ ମନ ଅସ୍ଥିର ରହିଲେ ମଧ୍ୟ ସମସ୍ୟା ସମାଧାନ ହୋଇଯିବ। ସଭାସମିତି, ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ। ଘରର ସମସ୍ୟା କଥା କହି ବନ୍ଧୁଙ୍କ…

ରାଶିଫଳ: ରବିବାର, ସେପ୍ଟେମ୍ବର ୫ ତାରିଖ – Daily Horoscope

ମେଷ ଜଣେ ସହକର୍ମୀ ଆପଣଙ୍କ କାମଗୁଡ଼ିକୁ ଧୀର ଗତିରେ ଲକ୍ଷ୍ୟସ୍ଥଳକୁ ନେବାରେ ସାହାଯ୍ୟ କରିବେ। ପାରିବାରିକ ଦୃଷ୍ଟିକୋଣରୁ କିଛି ଗଡ଼ବଡ଼ ପରିସ୍ଥିତକୁ ସମାଧାନରେ ଆପଣ ସମର୍ଥ ହେବେ। ସଭାସମିତି, ମାଲିମକଦ୍ଦମା କଥା କିମ୍ବା ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। କୌଣସି ଗୁରୁତ୍ୱପୂର୍ଣ୍ଣ…

ରାଶିଫଳ: ଶନିବାର, ସେପ୍ଟେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଆପଣ ସହକର୍ମୀମାନଙ୍କ ସହ ଫଳପ୍ରଦ ଆଲୋଚନା କରିପାରିବେ। ଶିକ୍ଷା ସମ୍ବନ୍ଧୀୟ କିମ୍ବା ସନ୍ତାନ ହେତୁକ ପ୍ରତ୍ୟେକ ସମସ୍ୟା ନିଶ୍ଚିତ ସୁଧୁରିଯିବ। ଆନୁସଙ୍ଗିକ ସୁବିଧା ସୁଯୋଗ ଲାଭ କରି କର୍ମକ୍ଷେତ୍ରରେ ଲକ୍ଷ୍ୟ ହାସଲରେ କୌଣସି ଅସୁବିଧା ହେବ ନାହିଁ। ଆନୁଷ୍ଠାନିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri