Rasifala

ରାଶିଫଳ: ସୋମବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ନିକଟ ସମ୍ପର୍କୀୟଙ୍କୁ ଭୁଲ୍‌ ପରାମର୍ଶ ଦେଇ ସମାଲୋଚିତ ହେବେ। କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇ କାମ ହାସଲ କରିବେ। ବନ୍ଧୁଙ୍କ ପରାମର୍ଶରେ ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି। ନିଜ ଲୋକମାନଙ୍କ ପ୍ରତିରୋଧ ବ୍ୟବସାୟକୁ ବିଶୃଙ୍ଖଳିତ କରିବାର…

ରାଶିଫଳ: ରବିବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଧୈର୍ଯ୍ୟ ଓ ସାହସିକତା ପ୍ରଦର୍ଶନ କରି ପ୍ରତ୍ୟେକ କାର୍ଯ୍ୟକୁ ସୁଚାରୁ ରୂପେ କରିପାରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ରାଜନୀତିରେ ଆଶା ପୂରଣ ହେବ। ପରିବାରର ବରାଦ ମୁତାବକ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। ଅଫିସ୍‌ କାମରେ…

ରାଶିଫଳ: ଶନିବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ସାହାଯ୍ୟ ସହଯୋଗ ପାଉଥିବା ଲୋକଟି ସାଧାରଣ ସ୍ବାର୍ଥହାନି ହେତୁ କୁତ୍ସାରଟନା କରିବ। ପରିବାରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। କର୍ମକ୍ଷେତ୍ରସ୍ଥ ପରିସ୍ଥିତିକୁ ସଜାଡିନେବେ। ସ୍ତ୍ରୀ କିମ୍ବା ସ୍ବାମୀ ସାଧାରଣ କଥାରୁ ବିରକ୍ତି ପ୍ରକାଶ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, କ୍ରୀଡ଼ା,…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆନନ୍ଦ ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ବନ୍ଧୁମାନଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ସାମିଲ ହୋଇପାରନ୍ତି। ରାଜନୈତିକ, ଆନୁଷ୍ଠାନିକ ତଥା ସାଙ୍ଗଠନିକ ସ୍ଥିତି ବେଶ୍‌ ମଜଭୁତ ରହିବ। ଅଫିସ୍‌ରେ ଜଣେ ବନ୍ଧୁଙ୍କ…

ରାଶିଫଳ: ଗୁରୁବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କାମ ଶୃଙ୍ଖଳିତ ଭାବେ ସମାପନ କରିବେ। ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିଲେ ମଧ୍ୟ ସାମୟିକ ଅସୁସ୍ଥତା ଅନୁଭବ କରିପାରନ୍ତି। ଏକ ଭିନ୍ନ ପରିବେଶରେ ଭଟ୍ଟା ପଡ଼ିଯାଇଥିବା ବନ୍ଧୁଙ୍କ ସହ ସମ୍ପର୍କ ପୁଣି ଯୋଡ଼ିହୋଇଯିବ। ଆର୍ଥିକ ଦିଗଟି ଭଲ…

ରାଶିଫଳ: ବୁଧବାର, ଏପ୍ରିଲ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଚେଷ୍ଟା କରୁଥିବା କାମ ଉପରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି। ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । ନିଜର କେତେକ ଅଜ୍ଞାତସାରରେ କୃତକର୍ମ ସକାଶେ ଅନୁତାପ କରିବାକୁ ପଡ଼ିପାରେ। ବିବାଦୀୟ ଘଟଣାର…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ ଆଜି ବିଶ୍ରାମହୀନ କାମ କରିବାକୁ ପଡ଼ିପାରେ । ସାଧାରଣ କଥାରେ ଭୁଲ୍‌ ବୁଝାମଣା କାରଣରୁ ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହିତ କଳହର ସମ୍ଭାବନା ଦେଖାଦେଇପାରେ। ସ୍ବାସ୍ଥ୍ୟ ଓ ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଜଣେ…

ରାଶିଫଳ: ସୋମବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ଆଜି ଅତୀତ ସ୍ମୃତିର ଅଜଣା ଆବେଗରେ ମନ ଉତ୍‌ଫୁଲ୍ଲିତ ରହିବ। କୈାଣସି ପ୍ରିୟବନ୍ଧୁଙ୍କ ସହ ନୁତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଆନୁଷ୍ଠାନିକ କାମରେ ସହଯୋଗ ଓ ସୁଖ ସମ୍ମାନ ପାଇ ଖୁସି ହେବେ। ଅତୀତ ଶତ୍ରୁତାକୁ କେନ୍ଦ୍ରକରି ବୃଥାଶଙ୍କାରେ…

ରାଶିଫଳ: ରବିବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜି ନୂତନ କାର୍ଯ୍ୟାରମ୍ଭ କରିପାରନ୍ତି, କିନ୍ତୁ ଅର୍ଥ ସଂକଟ ମଧ୍ୟରେ ଗତି କରିବାକୁ ହିଁ ପଡ଼ିବ। ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ସାୟାହ୍ନେ ଅନୁଭବ କରିବେ। ବନ୍ଧୁମାନଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯିବାର ସୂଚନା ରହିଛି…

ରାଶିଫଳ: ଶନିବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଯାତ୍ରା ଓ ସାନ୍ଧ୍ୟ ଭ୍ରମଣରେ ଜଣେ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ସରକାରୀ ସ୍ତରରୁ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। ଭୁଲ୍‌…

ରାଶିଫଳ: ଶୁକ୍ରବାର , ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ କୌଣସି କଥାକୁ ଠିକ୍‌ ଭାବରେ ନ ବୁଝି ବିରକ୍ତି ପ୍ରକାଶ କରିପାରନ୍ତି। ପାରିବାରିକ ସମସ୍ୟା ସମାଧାନ କରିବା ପାଇଁ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। କ୍ରୀଡ଼ା, ଚଳଚ୍ଚିତ୍ର, ନିର୍ମାଣ, ପରିବହନ, ବ୍ୟବସାୟରେ ସଫଳତା ହାସଲ…

ରାଶିଫଳ: ଗୁରୁବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ବିଭିନ୍ନ ବିବାଦୀୟ କଥାକୁ କେନ୍ଦ୍ରକରି ମନଟା ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଦ୍ୱିଜା ନକ୍ଷତ୍ର ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ । କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?