Rasifala

ରାଶିଫଳ: ରବିବାର, ଜାନୁୟାରୀ ୨ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମ ଚନ୍ଦ୍ର ପାପଯୁକ୍ତ ମଙ୍ଗଳ ସହ ଥିବାରୁ ଦୈହିକ ଓ ମାନସିକ ବ୍ୟସ୍ତତାକୁ ବୃଦ୍ଧି କରିବେ। ସ୍ଥଗିତ କାମରେ ଅଗ୍ରଗତି, ପାରିବାରିକ ସମସ୍ୟାର ସମାଧାନ କରି ଆଶ୍ୱସ୍ତି ଲଭିବେ। ବାଧ୍ୟବାଧକତାରେ ବ୍ୟୟବୃଦ୍ଧି ଓ ଶତ୍ରୁତାଜନିତ କୌଣସି ସମସ୍ୟାର ସମ୍ମୁଖୀନ…

ରାଶିଫଳ: ଶନିବାର, ଜାନୁୟାରୀ ୧ ତାରିଖ – Daily Horoscope

ମେଷ ନୂତନବର୍ଷର ପ୍ରଥମ ଦିବସରୁ ଚନ୍ଦ୍ର ଭାଗ୍ୟସ୍ଥାନରେ ଅବସ୍ଥାନ କରି ଆପଣଙ୍କ ପାଇଁ ସୌଭାଗ୍ୟର ମାର୍ଗ ଉନ୍ମୁକ୍ତ କରିବେ। କର୍ମକ୍ଷେତ୍ର ଓ ପାରିବାରିକ କ୍ଷେତ୍ରର ଅସଜଡ଼ା ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବାରେ ସମର୍ଥ ହେବେ। ଦେବଗୁରୁଙ୍କ ଶୁଭଦୃଷ୍ଟି ପ୍ରଭାବରୁ ସାହିତ୍ୟ, ଗବେଷଣାଦି ନୂତନକର୍ମାରମ୍ଭ…

ରାଶିଫଳ: ଶୁକ୍ରବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷ ଯାତ୍ରା ଓ ଆନୁଷ୍ଠାନିକ କାମରେ ଉତ୍ସାହ ସଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇ ଉଠିବ। ଅଟକିଥିବା କାମ ପୂରା ଦମ୍‌ରେ କରିବା ନିଷ୍ପତ୍ତି ନେବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ। ସଭାସମିତି, ମନୋରଞ୍ଜନ, ବୈବାହିକ କାମ କିମ୍ବା କୌଣସି…

ରାଶିଫଳ: ଗୁରୁବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ବାଧ୍ୟବାଧକତାରେ ଘରର ବାକି ରହିଥିବା କାମକୁ ଅଗ୍ରାଧିକାରଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ବାଧ୍ୟ ହେବେ। ପୂର୍ବ ସ୍ଥିରୀକୃତ ଯାନବାହନ, ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବା ପାଇଁ ମନ ବଳାଇପାରନ୍ତି। କିଛି…

ରାଶିଫଳ: ବୁଧବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ପ୍ରିୟ ବ୍ୟକ୍ତିଟିର ନିକଟ ଭବିଷ୍ୟତରେ ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇ କାମ ହାସଲ କରିବେ। ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ କର୍ମକ୍ଷେତ୍ରରେ ବହୁତ ଦାୟିତ୍ୱ ହାତକୁ ନେବାକୁ ପଡ଼ିବ। ମନେ ମନେ ଭାବୁଥିବା…

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଆଜି ନିଜର ସମ୍ପର୍କୀୟମାନଙ୍କ ଦ୍ୱାରା କୌଣସି ସମସ୍ୟା ବିଷୟରେ ଚିନ୍ତିତ ରହିପାରନ୍ତି। ବନ୍ଧୁ ଦେଇଥିବା ପ୍ରତିଶ୍ରୁତି ଉପରେ ପୂର୍ଣ୍ଣ ଭରସା କରି ମନସ୍ତାପ କରିବାକୁ ପଡ଼ିପାରେ। ଶାରୀରିକ ଓ ମାନସିକ ସୁସ୍ଥତା ପ୍ରାୟତଃ ପୂର୍ବଭଳି ଅକ୍ଷୁଣ୍ଣ ରହିବ। ପାରସ୍ପରିକ ଉତ୍ତମ…

ରାଶିଫଳ: ସୋମବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ଆପଣଙ୍କୁ ସାମଗ୍ରିକ ସୁଖ, ସୁବିଧା ସାଙ୍ଗକୁ ଅର୍ଥ ଓ ସମ୍ମାନ ମିଳିବ। ସଭାସମିତିରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ହେବ ଓ ଆଗାମୀ ସମୟ ପାଇଁ କେତେକ ମୂଲ୍ୟବାନ୍‌ ଉପଦେଶ ପାଇବେ । ପରିବାରରେ…

ରାଶିଫଳ: ରବିବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ସ୍ବଗୃହୀ ଚତୁର୍ଥ ଚନ୍ଦ୍ର ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟିହେବ। ବକ୍ରୀଶୁକ୍ରଙ୍କ ଯୋଗୁ ପରିବହନ, ବ୍ୟବସାୟ,ବାଣିଜ୍ୟରେ କିଛି ପ୍ରତିବନ୍ଧକର ସମ୍ମୁଖୀନ ହେବାକୁ ପଡ଼ିବ। ଅନ୍ୟମାନଙ୍କ କଥା ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ। କିନ୍ତୁ…

ରାଶିଫଳ: ଶନିବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟ ପାଇଁ ବହୁ ଶ୍ରମ ସ୍ବୀକାର କରିବାକୁ ହେବ। ଆନୁଷଙ୍ଗିକ ସୁବିଧା ସୁଯୋଗ ପାଇ ସାଙ୍ଗଠନିକ କାର୍ଯ୍ୟ ତ୍ୱରାନ୍ବିତ କରିପାରିବେ। ପାରିବାରିକ ସମସ୍ୟା ବିଶେଷ ଭାବେ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହୋଇପାରେ। ଦିନଟିରେ…

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସହ କୌଣସି ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ। ପରଶ୍ରୀକାତର ପଡ଼ୋଶୀଙ୍କ ଦ୍ୱାରା ସଭାସମିତିରେ ସମାଲୋଚିତ ହୋଇପାରନ୍ତି। ପରିବାରର ବରାଦ ଅନୁସାରେ ଗୃହୋପକରଣ…

ରାଶିଫଳ: ଗୁରୁବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ମାନସିକ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ପ୍ରାୟତଃ ଭଲ ରହିବ। ଆଲୋଚନାରେ, ଜମିଜମା କାରବାରରେ, ହୋଟେଲଶିଳ୍ପ,ରେଷ୍ଟୁରାଣ୍ଟ ଆଦି ବ୍ୟବସାୟରେ ଶୁଭଫଳ ପାଇବେ। ଅଫିସରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଓ ସମ୍ମାନ ଅକ୍ଷୁଣ୍ଣ ରହିବ। ଆଇନ ଅଦାଲତ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ…

ରାଶିଫଳ: ବୁଧବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା ଭିତିରେ ପାଇବେ। କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିପାରନ୍ତି। କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ପାରିବାରିକ ଜୀବନରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri