Rasifala

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିବାରେ ସମର୍ଥ ହେବେ। ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପାଖପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ ପାରନ୍ତି। ସକାଳୁ ସକାଳୁ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ। ବୃଷ ସାମୟିକ…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଆଜି ଆପଣ ହସିଲେ କଥା କହିବେ ଓ ପାରିବାରିକ ସ୍ଥିତି ଭଲ ରହିବ । ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି। ଏକ ନିର୍ଦ୍ଦିଷ୍ଟ କାମ ସକାଶେ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ। ଅବହେଳାଜନିତ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ଆଜି କଳାନୁରାଗୀ, ସଂଗୀତ ପ୍ରିୟତା, ଚଳଚ୍ଚିତ୍ରପ୍ରେମୀ ଭାବରେ ସମୟ ଅତିବାହିତ କରିବେ। ବାରମ୍ବାର ଦେହ ଖରାପ ହେଉଥିବାର ଅନୁଭବ କରିପାରନ୍ତି । ଏଣେ କାମଗୁଡ଼ିକ ଯଥା ସମୟରେ ହେଉ ନ ଥିବାରୁ ମନ ବିରକ୍ତ ରହିବ। ଆବଶ୍ୟକତା ପୂରଣ ପରିପ୍ରେକ୍ଷୀରେ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଆପଣଙ୍କର ପ୍ରତ୍ୟେକ କାମରେ କିଛିଟା ଦ୍ୱନ୍ଦ୍ୱ ଓ ଆଶା ଆଶଙ୍କା ମଧ୍ୟରେ ମନ ହଲ୍‌ଚଲ୍‌ ହୋଇପାରେ। ସେହି କାମଟି ବାଧ୍ୟହୋଇ କରିବେ, କିନ୍ତୁ ବିଳମ୍ବରେ ଓ ସମସ୍ୟା ମଧ୍ୟରେ ହିଁ ସମ୍ପନ୍ନ ହେବ । ଘର କଥା ହେଉ…

ରାଶିଫଳ: ସୋମବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ନିଚ୍ଛକ ସତ୍ୟକଥା କହି ପରିସ୍ଥିତିକୁ ସୁଧାରି ନେବେ। ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ନିମନ୍ତ୍ରଣ ପାଇ ହଠାତ୍‌ ଦୂରଯାତ୍ରା କରିବାକୁ ପଡ଼ିପାରେ। ଅର୍ଥ ଲାଭ ସହିତ ଶାରୀରିକ ସୁସ୍ଥତା ରହିବା…

ରାଶିଫଳ: ରବିବାର, ମାର୍ଚ୍ଚ ୨୦ ତାରିଖ – Daily Horoscope

ମେଷ ଆପଣ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରିପାରିଲେ ନିଶ୍ଚିତ ଉପକୃତ ହେବେ। ଅଭାବ ପୂରଣ ଦିଗରେ ହଠାତ୍‌ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ । ପୂର୍ବରୁ ସ୍ଥିରୀକୃୃତ ଯୋଜନା ଠିକ୍‌ ଭାବରେ କାର୍ଯ୍ୟକାରୀ ହେବ। ସ୍ନାୟବିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ମେଷ ଦ୍ୱିଜା ନକ୍ଷତ୍ର ସକାଶେ ଆଜି କର୍ମକ୍ଷେତ୍ରରେ ଆଶା ପୂରଣ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ। ପାରିବାରିକ ଜୀବନରେ ଟେନ୍‌ସନ୍‌ ଟିକିଏ ମାତ୍ରାରେ କମିଯିବ। ପ୍ରତ୍ୟେକ କାମରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ଶିଳ୍ପ,ରପ୍ତାନି ବାଣିଜ୍ୟରେ ପ୍ରତିବନ୍ଧକ…

ରାଶିଫଳ: ଶୁକ୍ରବାର , ମାର୍ଚ୍ଚ ୧୮ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କୌଣସି ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ। ପାରିବାରିକ କ୍ଷେତ୍ରରେ ମନ କଥା କାହାକୁ କହିପାରୁ ନ ଥିବେ କିମ୍ବା ସମାଧାନର ରାସ୍ତା ଖୋଜି ପାଉ ନ ଥିବେ। କର୍ମକ୍ଷେତ୍ରରେ ମନ୍ଥର ଗତି ସହ ଅଫିସରେ ଫାଇଲ୍‌ ଚାପର ସମ୍ମୁଖୀନ…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ମେଷ ଚନ୍ଦ୍ର ଓ ମଙ୍ଗଳଙ୍କ ସ୍ଥିତିଜନିତ ପାରିବାରିକ ଜୀବନରେ ସୌହାର୍ଦ୍ଦ୍ୟତା, କାର୍ଯ୍ୟକ୍ଷେତ୍ର ପ୍ରତି ଉତ୍ସାହ ସୃଷ୍ଟି କରିବ। ସକାଳ ଯାତ୍ରା, ବ୍ୟବସାୟ ଓ ବନ୍ଧୁମିଳନ ପାଇଁ ଦିନଟି ଭଲ। ଜମିଜମାକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ସମ୍ଭାବନା ରହିଛି । କିଛି…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଶନି ନକ୍ଷତ୍ରସ୍ଥ ବୁଧ ହେତୁ ବନ୍ଧୁଙ୍କ ନିକଟରୁ ଭୁଲ୍‌ ଖବର ପାଇ ସାମୟିକ ବିବ୍ରତ ହୋଇପାରନ୍ତି। ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ୍‌ ରୋଗରେ କଷ୍ଟ ପାଇବେ। ପଡ଼ୋଶୀ ଅର୍ଥ ସାହାଯ୍ୟର…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁମିଳନ ଓ ଯାତ୍ରା ଶାନ୍ତି ପ୍ରଦାୟକ ହେବ। ପାରିବାରିକ, ପରିବହନ, ସାଧାରଣ ଆଲୋଚନା କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ ଲାଗି ରହିବ। ଉପରିସ୍ଥଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ଗାଡ଼ିମୋଟର ଚଳାଇବା ସମୟରେ ଅନ୍ୟମନସ୍କତା ଅସୁବିଧାର…

ରାଶିଫଳ: ସୋମବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ସହ ଅର୍ଥ ସମ୍ପର୍କିତ ବାଦାନୁବାଦ ହେତୁ ମନ ବିରକ୍ତିକର ଲାଗିବ। କର୍ମକ୍ଷେତ୍ରରେ ବହୁତ ଦିନରୁ ଅଟକି ରହିଯାଇଥିବା ସବୁ କାମ ସୁବିଧାରେ ହୋଇଯିବ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା ସାମୟିକ ବାଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?