Rasifala

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ରବି ଉଚ୍ଚସ୍ଥ ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ ସମ୍ମାନର ସହ କାର୍ଯ୍ୟ ସମ୍ପନ୍ନ କରିପାରିବେ। ଧନାଧିପ ଶୁକ୍ର ରାଶିରେ ଅବସ୍ଥାନ କରିଥିବାରୁ ଅର୍ଥପ୍ରାପ୍ତିକୁ କେନ୍ଦ୍ର କରି ବିବାଦର ଅବସାନ ଘଟିବ। ଆପୋସ ଆଲୋଚନା ଓ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ…

ରାଶିଫଳ: ଗୁରୁବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ କୃଷ୍ଣପକ୍ଷର ଦ୍ୱାଦଶଚନ୍ଦ୍ର କଲ୍ୟାଣକାରକ ଯୋଗୁ ସର୍ବସିଦ୍ଧି ପ୍ରଦାନ କରିବେ। ମାନସିକ ଶାନ୍ତି, ଅର୍ଥପ୍ରାପ୍ତି, ବନ୍ଧୁସମ୍ପର୍କ, ସଭାସମିତି ଓ ଫଳପ୍ରଦ ଆଲୋଚନା ପାଇଁ ବହୁତ ଭଲ। ଉଚ୍ଚବର୍ଗର ବ୍ୟକ୍ତି, ଗୁରୁଜନଙ୍କୁ କେନ୍ଦ୍ରକରି କଳହର ଆଶଙ୍କା ଦେଖାଦେବ। ସାମାଜିକ ସ୍ଥିତି ଓ କର୍ମଦିଗଟି…

ରାଶିଫଳ: ବୁଧବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ସାମାଜିକ ସ୍ତରରେ ସମ୍ମାନ ସଙ୍ଗକୁ ବନ୍ଧୁମିଳନ, ପାରିବାରିକ ସୁଖ, ସୌହାର୍ଦ୍ଦ୍ୟ ପାଇପାରନ୍ତି। ରାଜନୈତିକ, ଆନୁଷ୍ଠାନିକ ତଥା ସାଂଗଠନିକ ସ୍ଥିତି ମଜଭୁତ୍‌ ରହିବ। ଶୁକ୍ରଙ୍କ ପ୍ରଭାବରେ ମନୋହର କଥାରେ ଅନ୍ୟମାନଙ୍କୁ ଆପ୍ୟାୟିତ କରିପାରିବେ। ବାଣିଜ୍ୟ, ପରିବହନରେ ମଧ୍ୟ ସନ୍ତୋଷଜନକ ସ୍ଥିତି…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ରାଶିରେ ବିଳାସକାରକ ଗ୍ରହ ଶୁକ୍ର ଅବସ୍ଥାନକରି ଦିନଟିକୁ ସୁଖ ସ୍ବାଚ୍ଛନ୍ଦ୍ୟରେ ଅତିବାହିତ କରାଇବେ। ଆନୁଷ୍ଠାନିକ କାମ ମଧ୍ୟରେ ବନ୍ଧୁମାନଙ୍କ ସାନ୍ନିଧ୍ୟ ଓ ପରିବାର ସହ ଭ୍ରମଣର ସୁଯୋଗରୁ ଆନନ୍ଦିତ ହେବେ। କର୍ମକ୍ଷେତ୍ରରେ ନୈରାଶ୍ୟ କ୍ରମଶଃ ଦୂରେଇଯିବା ସହ…

ରାଶିଫଳ: ସୋମବାର, ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ଯୁକ୍ତ ଏକାଦଶସ୍ଥ ଚନ୍ଦ୍ର ସନ୍ତାନଙ୍କ ସ୍ବାସ୍ଥ୍ୟହାନି ସାଙ୍ଗକୁ ସୁସମ୍ପର୍କ କ୍ଷେତ୍ରରେ ବାଧା ସୃଷ୍ଟି କରିବ। କର୍ମକ୍ଷେତ୍ରରେ ଚାପର ସମ୍ମୁଖୀନ ହୋଇପାରନ୍ତି। ପ୍ରଶାସନିକ ଆଲୋଚନା କ୍ରମେ କାମରେ ଲାଗିପଡନ୍ତୁ, ଅବଶ୍ୟ ଅଳ୍ପ ସମୟ ପରେ ସବୁ ଠିକ୍‌ ହୋଇଯିବ।…

ରାଶିଫଳ: ରବିବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସ୍ବନକ୍ଷତ୍ରସ୍ଥ ଯୋଗୁ କର୍ମମୁଖର ରହିବେ ଏବଂ ପାରିବାରିକ କ୍ଷେତ୍ର ସରସ ସୁନ୍ଦର ରହିବ। ଆନୁଷ୍ଠାନିକ କାମରେ, ସଭାସମିତିରେ, ସତ୍‌ସଙ୍ଗର ସାନ୍ନିଧ୍ୟ ଲାଭରେ, ଆଲୋଚନା ପରିବେଶରେ, ଖୁସି ରହିପାରନ୍ତି। ବନ୍ଧୁବାନ୍ଧବଙ୍କୁ ଧାରକରଜ ଦେବାକୁ କେନ୍ଦ୍ର କରି କଳହର ଆଶଙ୍କା…

ରାଶିଫଳ: ଶନିବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ଆଜି କର୍ମଭାବସ୍ଥ ଚନ୍ଦ୍ର ଏକାଧାରରେ ପାରିବାରିକ ଜୀବନ ଏବଂ କର୍ମକ୍ଷେତ୍ର ସକାଶେ ଶୁଭଫଳ ପ୍ରଦାନ କରିବେ। କିନ୍ତୁ ଶନିକ୍ଷେତ୍ରସ୍ଥ ହେତୁ ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ ସ୍ଥିତି ଭଲ ରହି ନ ପାରେ। କୌଣସି ପ୍ରିୟବନ୍ଧୁଙ୍କ ଆଗମନର ସୂଚନା ପାଇବା…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ ଅର୍ଥ ସଂକଟ ମଧ୍ୟରେ ଆକସ୍ମିକ ଯାତ୍ରାକରିବାକୁ ବାଧ୍ୟ ହୋଇଶପାରନ୍ତି। ବିଶେଷ ଭ୍ରମଣ ଜନିତ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି। ଆଜିର ଯାତ୍ରା ଓ ସାନ୍ଧ୍ୟ ଭ୍ରମଣରେ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ। କୌଣସି କଥାକୁ ଠିକ୍‌ ଭାବରେ ନ ବୁଝି ଅଯଥା ବିରକ୍ତି ପ୍ରକାଶ କରିପାରନ୍ତି।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ବଡ଼ ଧରଣର ହେବ ନାହିଁ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିପାରେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?