Rasifala

ରାଶିଫଳ: ମଙ୍ଗଳବାର, ଜୁନ୍‌ ୨୨ ତାରିଖ – Daily Horoscope

ମେଷ ଆଜି ପାରିବାରିକ ସଦ୍‌ଭାବ ଓ ସମ୍ପର୍କୀୟଙ୍କ ସ୍ନେହ, ଶ୍ରଦ୍ଧା ଓ ଆଦର ପାଇ ଖୁସି ହେବେ। ଆଜକୁ କେତେଦିନ ହେଲା ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ। ଶିଳ୍ପ, ନିର୍ମାଣ, ବ୍ୟବସାୟ ଓ ବାଣିଜ୍ୟ ଏବଂ…

ରାଶିଫଳ: ସୋମବାର, ଜୁନ୍‌ ୨୧ ତାରିଖ – Daily Horoscope

ମେଷ ଆଜି ସପ୍ତମସ୍ଥ ଚନ୍ଦ୍ରଙ୍କ ସହ ଶୁକ୍ରଙ୍କ ନବପଞ୍ଚମ ଯୋଗରୁ ଉତେଜନାକୁ ନିୟନ୍ତ୍ରିତ କରି ସହୃଦୟତାର ବାକ୍ୟାଳାପ କରିବାରେ ସମର୍ଥ ହେବେ। ପାରିବାରିକ ସମ୍ପର୍କକୁ ପ୍ରାଧାନ୍ୟ ଦେଇ ଅନ୍ୟ ମାନଙ୍କର ଚକ୍ଷୁଶୂଳ ହେବାକୁ ପଡିପାରେ। ବ୍ୟବସାୟରେ ଅବସ୍ଥା ଦେଖି ବ୍ୟବସ୍ଥା ନକଲେ…

ରାଶିଫଳ: ରବିବାର, ଜୁନ୍‌ ୨୦ ତାରିଖ – Daily Horoscope

ମେଷ ବଳହୀନ ରାଶ୍ୟାଧିପ ଯୋଗୁ ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ଫାଇଦା ହାସଲ ମାନସରେ ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ।…

ରାଶିଫଳ: ଶନିବାର, ଜୁନ୍‌ ୧୯ ତାରିଖ – Daily Horoscope

ମେଷ ଆଜି ଦ୍ୱାଦଶସ୍ଥାନକୁ ଚନ୍ଦ୍ରଙ୍କ ଦୃଷ୍ଟି ଯୋଗୁ ସକାଳୁ କୌଣସି କାମରେ ବାହାରକୁ ଯିବାକୁ ପଡ଼ିପାରେ। ଦିନଟି ଆପଣଙ୍କ ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତିକୁ ବୃଦ୍ଧି କରିବ। ଯେ କୌଣସି ପରିସ୍ଥିତିରେ ନିଜକୁ ଚଳାଇନେଇ ପାରିଲେ କୃତକାର୍ଯ୍ୟ ହେବେ। ଅପରାହ୍ନେ…

ରାଶିଫଳ: ଶୁକ୍ରବାର, ଜୁନ୍‌ ୧୮ ତାରିଖ – Daily Horoscope

ମେଷ ଆଜି ଭାଗ୍ୟସ୍ଥାନକୁ ରବି ଓ ଶୁକ୍ର ଦେଖୁଥିବାରୁ ପ୍ରତ୍ୟେକ ସ୍ଥିତିକୁ କୌଶଳରେ ସଜାଡ଼ି ନେବେ। କୌଣସି ବନ୍ଧୁଙ୍କୁ ଟଙ୍କା ଦେଇ ଫେରି ପାଇବାର କମ୍‌ ସମ୍ଭାବନାକୁ ଦେଖି ମାନସିକ ଚିନ୍ତା ବଢ଼ିଯିବ। ଉଚ୍ଚକର୍ତ୍ତୃପକ୍ଷଙ୍କଠାରୁ ଆଶାନୁଯାୟୀ ସାହାଯ୍ୟ ପାଇପାରିବେ। କ୍ରମଶଃ ଦୂରେଇ…

ରାଶିଫଳ: ଗୁରୁବାର, ଜୁନ୍‌ ୧୭ ତାରିଖ – Daily Horoscope

ମେଷ ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ। କଷ୍ଟ ସ୍ବୀକାର ପୂର୍ବକ କୈାଣସି ସାହାଯ୍ୟପ୍ରାର୍ଥୀ ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ ଦୂରେଇବାରେ ଲାଗିବ। ସହକର୍ମୀମାନଙ୍କ ସହ ଆଲୋଚନା କ୍ରମେ…

ରାଶିଫଳ: ବୁଧବାର, ଜୁନ୍‌ ୧୬ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କେନ୍ଦ୍ରରେ ବୃହସ୍ପତିଙ୍କ ଗଜକେଶରୀ ଯୋଗ ପ୍ରଭାବରୁ କର୍ମକ୍ଷେତ୍ର, ପାରିବାରିକସ୍ଥିତି ଓ ବାଣିଜ୍ୟବ୍ୟବସାୟର ଶୁଭଫଳ ପାଇବେ। ସ୍ବାସ୍ଥ୍ୟରେ ଆଂଶିକ ଉନ୍ନତି ସଙ୍ଗକୁ ବନ୍ଧୁ ମିଳନରୁ ଖୁସୀ ରହିବେ। ବନ୍ଧୁଙ୍କ ଉପରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା…

ରାଶିଫଳ: ମଙ୍ଗଳବାର, ଜୁନ୍‌ ୧୫ ତାରିଖ – Daily Horoscope

ମେଷ ଚନ୍ଦ୍ରମଙ୍ଗଳ ଯୋଗରୁ ଦୀର୍ଘଦିନ ହେଲା ଚେଷ୍ଟା କରୁଥିବା କାମରେ ଆକସ୍ମିକ ସଫଳତା ପାଇବେ। ନୂତନ ଯୋଜନାରେ ଉଚ୍ଚାଶା ମୂଲ୍ୟହୀନ ହେବନାହିଁ। ପରିବହନ ବ୍ୟବସାୟରେ ଶିଥିଳତା ଦେଖାଦେବା କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ପରିବାରରେ ଅଶାନ୍ତ…

ରାଶିଫଳ: ସୋମବାର, ଜୁନ୍‌ ୧୪ ତାରିଖ – Daily Horoscope

ମେଷ ବନ୍ଧୁମାନଙ୍କ ସହଯୋଗ ଲାଭ କରି ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ କରିପାରିବେ। ଉପରିସ୍ଥଙ୍କ ଅନୁକମ୍ପାରୁ ଶିଳ୍ପ, ବାଣିଜ୍ୟ ବ୍ୟବସାୟ ଓ ରାଜନୀତିରେ ଲକ୍ଷ୍ୟ ପୂରଣ ହୋଇଯିବ। ଫେରନ୍ତା ବାଟରୁ ଗୃହକୁ ସୌଖୀନ ପଦାର୍ଥ କିମ୍ବା ମୂଲ୍ୟବାନ ଜିନିଷ ଆଣିପାରନ୍ତି। ବିବାଦୀୟ…

ରାଶିଫଳ: ରବିବାର, ଜୁନ୍‌ ୧୩ ତାରିଖ – Daily Horoscope

ମେଷ ପାରିବାରିକ ଦ୍ୱନ୍ଦ୍ୱ କାର୍ଯ୍ୟରେ ପ୍ରତିବନ୍ଧକ ସୃଷ୍ଟି କରିବ। ଯୋଜନା କାର୍ଯ୍ୟକାରୀ ସକାଶେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟା ସମାଧାନର ସମ୍ଭାବନା ରହିଛି। ଆର୍ଥିକ ଦିଗରୁ ଦିନଟି ଭଲ ରହିବ, ତଥାପି ପୂର୍ବ…

ରାଶିଫଳ: ଶନିବାର, ଜୁନ୍‌ ୧୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇପାରିବେ ନାହିଁ। କୃଷି, ବାଣିଜ୍ୟ ବ୍ୟବସାୟ, ପ୍ରଶାସନ ଓ ରାଜନୀତିରେ ଚେଷ୍ଟା ସଫଳ ହେବ। ଗୃହକୁ କିଛି ମୂଲ୍ୟବାନ କିମ୍ବା ସୌଖୀନ ପଦାର୍ଥ ଆଣିପାରନ୍ତି। ନିର୍ମାଣ କାମ…

ରାଶିଫଳ: ଶୁକ୍ରବାର, ଜୁନ୍‌ ୧୧ ତାରିଖ – Daily Horoscope

ମେଷ ଆଜି ପାପଗ୍ରହଯୁକ୍ତ ବୁଧ ଧନାଧିପଙ୍କ ଗୃହରେ ଥିବାରୁ ବନ୍ଧୁଙ୍କ ସହ ଅର୍ଥକୁ କେନ୍ଦ୍ର କରି ବିତର୍କ ହୋଇପାରେ। ଆପୋସ ଆଲୋଚନା ଓ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। ନିଜ ନିଜର ସ୍ବାର୍ଥହାନି ଆଶଙ୍କାରେ ଆମତ୍ୀୟମାନେ ଦୂରେଇ ଯାଇପାରନ୍ତି। ଆଇନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri