Rasifala

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୨୨ ତାରିଖ – Daily Horoscope

ମେଷ ଆଜି ଶୁକ୍ର ନକ୍ଷତ୍ରସ୍ଥ ଜନ୍ମ ଚନ୍ଦ୍ର ହେତୁ ଟେନ୍ସନ ଭିତରେ କାମଗୁଡ଼ିକୁ ପୂରା ଦମ୍‌ରେ କରିବା ନିଷ୍ପତ୍ତି ନେବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ କରିବେ। କଳ କାରଖାନା, ତୈଳ କିମ୍ବା ବିଦ୍ୟୁତ ବ୍ୟବସାୟରୁ ଲାଭବାନ…

ରାଶିଫଳ: ଗୁରୁବାର, ଅକ୍ଟୋବର ୨୧ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ପାଇଁ ଦିନଟି ବହୁତ ଭଲରେ ଭଲରେ ବିତିବ ଏବଂ ଯାହା ଚାହୁଁଛନ୍ତି ତାହା ପାଇବେ। ଶତ୍ରୁମାନେ ଚେଷ୍ଟାକରି ଥକିଯିବେ ସିନା କିଛି କ୍ଷତି କରିପାରିବେ ନାହିଁ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗର ହାତ ଆପଣଙ୍କ ପାଖକୁ ଲମ୍ବି ଆସିବ।…

ରାଶିଫଳ: ବୁଧବାର, ଅକ୍ଟୋବର ୨୦ ତାରିଖ – Daily Horoscope

ମେଷ ଆଜି ଅସମ୍ପୂର୍ଣ୍ଣ କାମ ସମ୍ପୂର୍ଣ୍ଣ ସହ ବିବାଦର ସମାଧାନ ମଧ୍ୟ ହେବ। କାମ ହାସଲ ସକାଶେ ଅବୁଝା ବନ୍ଧୁଙ୍କୁ ବୁଝାଇ ମନେଇବାରେ ମଧ୍ୟ ସମର୍ଥ ହୋଇପାରିବେ। ବାଣିଜ୍ୟ, ବ୍ୟବସାୟ, ସଭାସମିତି, ଯାତ୍ରା ଓ ବନ୍ଧୁମିଳନଜନିତ ସମୟ କଟାଇବେ। ଅଫିସରେ କୌଣସି…

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୧୯ ତାରିଖ – Daily Horoscope

ମେଷ ଆଜି ସମ୍ପର୍କୀୟଙ୍କ ସହାୟତାରେ ଅର୍ଥନୈତିକ ଉତ୍କର୍ଷତା ମୁହଁରେ ହସ ଫୁଟାଇବ। କିନ୍ତୁ ଏମିତି କେତେକ କାମ ରହିଛି, ଯାହା କି ମନ ଚାହୁଁଥିଲେ ମଧ୍ୟ ଆପଣ ଅସମର୍ଥ ହୋଇପଡ଼ିବେ। ପାରିବାରିକ ସୌଖ୍ୟ ସଙ୍ଗକୁ ପୁତ୍ରକନ୍ୟାଙ୍କ ସମସ୍ୟାର ସରଳ ସମାଧାନ କରିବାରେ…

ରାଶିଫଳ: ସୋମବାର, ଅକ୍ଟୋବର ୧୮ ତାରିଖ – Daily Horoscope

ମେଷ ଆଜି ଆପଣ ସ୍ବାସ୍ଥ୍ୟ, ପରିବାର, ଯାନ, ଜମିଜମା ଓ କଳହ ପ୍ରତି ସତର୍କ ରହିବା ଭଲ। ଶିକ୍ଷା, ସନ୍ତାନ, ଆଲୋଚନା କ୍ଷେତ୍ର, ସଙ୍ଗଠନ ଓ ରାଜନୀତି ସକାଶେ ଅସୁବିଧା ହେବ ନାହିଁ। କ୍ରୀଡ଼ା, କଳା, ସାହିତ୍ୟ କ୍ଷେତ୍ରରେ ଅଗ୍ରଗତି ବେଶ୍‌…

ରାଶିଫଳ: ରବିବାର, ଅକ୍ଟୋବର ୧୭ ତାରିଖ – Daily Horoscope

ମେଷ ଆଜି ଆପଣଙ୍କର ଯାତ୍ରା, ବନ୍ଧୁମିଳନ ଓ ମନୋରଞ୍ଜନ ପାଇଁ ଅନୁକୂଳ ସମୟ। ତଥାପି କୃତ୍ତିକା ନକ୍ଷତ୍ର ସକାଶେ ସାମାଜିକ ସ୍ତରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ସଭାସମିତି, ମାଲିମକଦ୍ଦମା କଥା କିମ୍ବା ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ପ୍ରତିଶ୍ରୁତିରୁ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୧୫ ତାରିଖ – Daily Horoscope

ମେଷ ଆଜି ଆପଣ କର୍ମକ୍ଷେତରେ ଦୃଢ ପଦକ୍ଷେପ ନେଇ କାମ ହାସଲ କରି ପାରିିବେ। ବିବାଦୀୟ ପରିସ୍ଥିତିରେ ଅନ୍ୟ ଲୋକ ମାନଙ୍କ ଆଗରେ ମୁଣ୍ଡ ନୁଆଁଇବେ ନାହିଁ। ଅର୍ଥ, ପ୍ରଶାସନ, ଆଇନ, ସଭା ସମିତି, ଆନୁଷ୍ଠାନିକ କାମ ଓ ବନ୍ଧୁ ମିଳନ…

ରାଶିଫଳ: ଗୁରୁବାର, ଅକ୍ଟୋବର ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ନୈରାଶ୍ୟ ଦୂରେଇଯିବ ଓ ପ୍ରତିଷ୍ଠା ଲାଭ କରିବେ । ଆପଣଙ୍କ ଉପସ୍ଥିତ ବୁଦ୍ଧି ଓ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟକୁ ଆପଣାର କରିବାରେ ସାହାଯ୍ୟ କରିପାରେ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ନିର୍ଦ୍ଦିଷ୍ଟ ଉଦ୍ଦେଶ୍ୟରେ ରଖିଥିବା…

ରାଶିଫଳ: ବୁଧବାର, ଅକ୍ଟୋବର ୧୩ ତାରିଖ – Daily Horoscope

ମେଷ ବିଭିନ୍ନ ସମସ୍ୟା ସଙ୍ଗକୁ ଅଯଥା ଅର୍ଥ ବ୍ୟୟ ମାନସିକ ସ୍ଥିତିକୁ କଳୁଷିତ କରିଦେବ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିବେ। ଦୂରଯାତ୍ରା ପାଇଁ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ରଚନାତ୍ମକ କାମ, ଆନୁଷ୍ଠାନିକ କ୍ଷେତ୍ର ତଥା ସଭାସମିତିରେ ବନ୍ଧୁଙ୍କ…

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୧୨ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ଭୁଲ୍‌ ନିଷ୍ପତ୍ତି ନେଇ ଅନୁତାପ କରିବେ। ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି। ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ପରିବାରର ବିଗତ ଦିନର ସମସ୍ୟା ସମାଧାନ ସକାଶେ…

ରାଶିଫଳ: ସୋମବାର, ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ ଆଜିର ବଳକାକାମଗୁଡିକୁ ପୂରା ଦମରେ କରିବାପାଇଁ ନିଷ୍ପତ୍ତି ନେବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୁତି ଲାଭ କରିବେ। କଳ କାରଖାନା, ଜଳଜାତ ଦ୍ରବ୍ୟ ତୈଳ, କିମ୍ବା ବିଦ୍ୟୁତ ବ୍ୟବସାୟରୁ ଲାଭବାନ ହେବେ। ବିବାଦୀୟ କଥାରେ ମୁଣ୍ଡ ନ…

ରାଶିଫଳ: ରବିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜିର ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ। କାଳେ କିଛି ଦେବାକୁ ପଡ଼ିବ, ଏହି ଭାବନାରେ ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ଯୋଗ। ବନ୍ଧୁ ଗହଣରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri