Rasifala

ରାଶିଫଳ: ରବିବାର, ନଭେମ୍ବର ୨୧ ତାରିଖ – Daily Horoscope

ମେଷ ଆଜି ନିକଟ ସମ୍ପର୍କୀୟମାନଙ୍କ ଅନାଦର ଭାବ ମନକୁ ବ୍ୟଥିତ କରିବ। ଆଜକୁ କେତେଦିନ ହେଲା ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ। ଶିଳ୍ପ, ନିର୍ମାଣ, ବ୍ୟବସାୟ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। ଅତି ନିକଟରେ…

ରାଶିଫଳ: ଶନିବାର, ନଭେମ୍ବର ୨୦ ତାରିଖ – Daily Horoscope

ମେଷ ପରିବାରରେ ପରସ୍ପର ପଡୁ ନ ଥିବା ପୁଅ ବୋହୂଙ୍କ କଥା ମନକୁ ବେଶି ଆନ୍ଦୋଳିତ କରିବ। ଏଣେ ପରକୁ ଦେଇଥିବା ଅର୍ଥକୁ କେନ୍ଦ୍ରକରି କିଛି ସମସ୍ୟା ଦେଖାଦେଇପାରେ। ସାୟାହ୍ନେ ବନ୍ଧୁଙ୍କ ଆଗମନରେ କିଛି ସମୟ ଅତିବାହିତ କରିବେ। ଉଚ୍ଚ କର୍ତ୍ତୃପକ୍ଷଙ୍କ…

ରାଶିଫଳ: ଶୁକ୍ରବାର, ନଭେମ୍ବର ୧୯ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର କାମ ହାସଲର ଅନୁକୂଳ ସୂଚନା ପାଇ ମନ ହାଲୁକା ହୋଇଯିବ। ଅର୍ଥ ଲାଭ ସଙ୍ଗକୁ ପାରିବାରିକ ସମସ୍ୟାର ସମାଧାନ ଖୁସୀକୁ ଦ୍ୱିଗୁଣିତ କରିଦେବ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। ବନ୍ଧୁମାନଙ୍କ ଗହଣରେ…

ରାଶିଫଳ: ଗୁରୁବାର, ନଭେମ୍ବର ୧୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ର ଓ ପାରିବାରିକକ୍ଷେତ୍ର ସୌହାର୍ଦ୍ଦ୍ୟପୂର୍ଣ୍ଣ ରହିବ, ସରସ ସୁନ୍ଦର କରିବାରେ ସହାୟକ ହେବ। ବନ୍ଧୁ ଆସିବେ ମାତ୍ର ଫେରିବା ବେଳେ ବହୁତ ଅନୁରୋଧପୂର୍ଣ୍ଣ କଥା କହି ବିଦାୟ ନେବେ। ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବ୍ୟବସାୟ, ପରିବହନ,…

ରାଶିଫଳ: ବୁଧବାର, ନଭେମ୍ବର ୧୭ ତାରିଖ – Daily Horoscope

ମେଷ ଗତ କିଛିଦିନ ହେଲା ଯାହା ଭାବୁଥିଲେ ତାହା ଆଜି ସୁବିଧାରେ ପାଇଯିବେ। ଶିଳ୍ପ, ନିର୍ମାଣ, ବ୍ୟବସାୟ, ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ ତଥା ନୂତନ କର୍ମାରମ୍ଭ ପ୍ରଭୃତିରେ ସୁଫଳ ପାଇବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ପରିଶ୍ରମଜନିତ…

ରାଶିଫଳ: ମଙ୍ଗଳବାର, ନଭେମ୍ବର ୧୬ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡ଼ିପାରେ। ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବା ଶୁଣିବାକୁ ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ ପଡ଼ିବ। ସାମାନ୍ୟ…

ରାଶିଫଳ: ସୋମବାର, ନଭେମ୍ବର ୧୫ ତାରିଖ – Daily Horoscope

ମେଷ ଆଜି ଘରର କେତେକ ରହିଯାଇଥିବା ବକେୟା କାମକୁ କରିବା ସକାଶେ ଚିନ୍ତା କରିପାରନ୍ତି। ସଭାସମିତି ଓ ଆନୁଷ୍ଠାନିକ କାର୍ଯ୍ୟରେ ଅଗ୍ରଗତି ଘଟିବ। ବ୍ୟବସାୟରେ କେତେକ ସମସ୍ୟା ଦେଖା ଦେଇପାରେ। ପାଖ ପଡ଼ୋଶୀଙ୍କ ସହ ବିଭିନ୍ନ ପ୍ରକାରର ଆଲୋଚନାରେ ସମୟ କଟାଇ…

ରାଶିଫଳ: ରବିବାର, ନଭେମ୍ବର ୧୪ ତାରିଖ – Daily Horoscope

ମେଷ ବହୁତ ଦିନରୁ ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ ଓ ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ସମସ୍ୟା ଲାଗି ରହିବା କାରଣରୁ ଗୃହ ନିର୍ମାଣାଧୀନ…

ରାଶିଫଳ: ଶନିବାର, ନଭେମ୍ବର ୧୩ ତାରିଖ – Daily Horoscope

ମେଷ ଆଜି ଦୃଢ଼ ପଦକ୍ଷେପ ନେଇ କାମ ହାସଲ କରିବେ। ବନ୍ଧୁଙ୍କ ସାହାଯ୍ୟ ଲାଭ କରି ପ୍ରତିଦ୍ୱନ୍ଦ୍ୱିତାରେ ଜିଣିବେ ଏବଂ ପାରିବାରିକ ସମସ୍ୟା ସମାଧାନରେ ସଫଳ ହେବେ। ବିଭିନ୍ନ ସୂତ୍ରରୁ ରୋଜଗାର କରି ଆନନ୍ଦ ଲଭିବେ। ଅର୍ଥ, ପ୍ରଶାସନ, ଆଇନ, ସଭା…

ରାଶିଫଳ: ଶୁକ୍ରବାର, ନଭେମ୍ବର ୧୨ ତାରିଖ – Daily Horoscope

ମେଷ ଦୈହିକ ଦୁର୍ବଳତା ସଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ଆପଣଙ୍କୁ ବିବ୍ରତ କରାଇବ। ବୁଝାମଣା ଭଲ ରହିବା ଯୋଗୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅଫିସରେ ଝଗଡ଼ା ଲାଗିପାରେ। ଏକ ନିର୍ଦ୍ଦିଷ୍ଟ ଉଦ୍ଦେଶ୍ୟରେ ରଖିଥିବା ଟଙ୍କା ଭିନ୍ନ…

ରାଶିଫଳ: ଗୁରୁବାର, ନଭେମ୍ବର ୧୧ ତାରିଖ – Daily Horoscope

ମେଷ ବିଭିନ୍ନ ପାରିବାରିକ ସମସ୍ୟା ଓ ଅଯଥା ଅର୍ଥ ବ୍ୟୟ ମାନସିକ ସ୍ଥିତିକୁ ଦୁର୍ବଳ କରିଦେଇପାରେ। ପୂର୍ବରୁ ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। ଦୂରଯାତ୍ରାରେ ଅସାବଧାନତା କାରଣରୁ କିଛି ହରାଇବାକୁ ପଡ଼ିପାରେ। ରଚନାତ୍ମକ କାମ, ଆନୁଷ୍ଠାନିକ କାମ,…

ରାଶିଫଳ: ବୁଧବାର, ନଭେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି କର୍ମସ୍ଥାନରେ ତ୍ରିବେଣୀ ସଂଗମ ପରି ତିନୋଟି ଶୁଭପ୍ରଦ ଗ୍ରହଙ୍କ ସମାବେଶରୁ ସୁଖ, ସୌଭାଗ୍ୟ ପ୍ରାପ୍ତି ହେବ। ସମ୍ମାନଯୁକ୍ତ କର୍ମକ୍ଷେତ୍ର, ବନ୍ଧୁମିଳନ, ବ୍ୟବସାୟିକ ଉନ୍ନତି ଓ ଯାତ୍ରାରେ ଲକ୍ଷ୍ୟପୂରଣ ହୋଇପାରିବ। କୃତ୍ତିକା ସକାଶେ ଦୁଃଚିନ୍ତା ମନକୁ ଆନ୍ଦୋଳିତ କରିବ। ସ୍ବାସ୍ଥ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri