ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୬ ତାରିଖ – Daily Horoscope
ମେଷ ଆଜି ଚନ୍ଦ୍ର ଦୃଷ୍ଟ ବୁଧ ହେତୁ ଆକସ୍ମିକ ଭାବରେ ସକାଳୁ ସକାଳୁ ବନ୍ଧୁପରିଜନଙ୍କ ସହ ସୁଖଭ୍ରମଣ ଯୋଗ ରହିଛି। ମନ ବୁଝିଲା ଭଳି କଥା କହି ଅନ୍ୟମାନଙ୍କୁ ଆପଣେଇ ନେବେ। ଯାତ୍ରା ସମୟରେ ଅସାବଧାନତା ହେତୁ କିମ୍ବା ଅନ୍ୟମନସ୍କ...
ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୫ ତାରିଖ – Daily Horoscope
ମେଷ ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିବାରେ ସମର୍ଥ ହେବେ। କରଜ କରି ପରିବାରର ଆବଶ୍ୟକତାକୁ ଚଳାଇ ନେଇ ପାରନ୍ତି। ପାଖ ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇପାରନ୍ତି। ସକାଳୁ ସକାଳୁ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ।...
ରାଶିଫଳ: ବୁଧବାର, ମାର୍ଚ୍ଚ ୨୪ ତାରିଖ – Daily Horoscope
ମେଷ ଆଜି ସ୍ବଗୃହୀଚନ୍ଦ୍ର ପ୍ରଭାବରୁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲ କରିପାରନ୍ତି। ସନ୍ତାନଭାବାଧିପତି ରବିଙ୍କ ହେତୁ ସନ୍ତାନଙ୍କ ବିବାହ ସକାଶେ ଚିନ୍ତା କରିପାରନ୍ତି। ଏକ ନିର୍ଦ୍ଦିଷ୍ଟ କାମ ସକାଶେ ରଖିଥିବା...
ରାଶିଫଳ:ମଙ୍ଗଳବାର, ମାର୍ଚ୍ଚ ୨୩ ତାରିଖ – Daily Horoscope
ମେଷ ଆଜି ଆପଣ କଳାନୁରାଗୀ, ସଙ୍ଗୀତପ୍ରିୟ, ସାହିତ୍ୟରସିକ ଓ ଚଳଚ୍ଚିତ୍ରପ୍ରେମୀ ଭାବରେ ସମୟ ଅତିବାହିତ କରିବାର ସୁଯୋଗ ପାଇବେ। କାମଗୁଡ଼ିକ ଯଥା ସମୟରେ ହେଉ ନ ଥିବାରୁ ବିରକ୍ତ ହେବେ। ଆବଶ୍ୟକତା ପୂରଣ ପାଇଁ ବଡ଼ କଷ୍ଟରେ ଟଙ୍କା ଯୋଗାଡ଼...
ରାଶିଫଳ: ସୋମବାର, ମାର୍ଚ୍ଚ ୨୨ ତାରିଖ – Daily Horoscope
ମେଷ ଆଜି ଆପଣଙ୍କ ପ୍ରତ୍ୟେକ କାମରେ କିଛିଟା ଦ୍ୱନ୍ଦ୍ୱ ଓ ଆଶଙ୍କା ମଧ୍ୟରେ ମନ ହଲଚଲ ହୋଇପାରେ। ସେହି କାମଟି ବାଧ୍ୟ ହୋଇ କରିବେ, କିନ୍ତୁ ବହୁତ ବିଳମ୍ବ ଓ ସମସ୍ୟା ମଧ୍ୟରେ ହିଁ ସମ୍ପନ୍ନ ହେବ। ନିଜ ଲୋକମାନେ...
ରାଶିଫଳ: ରବିବାର, ମାର୍ଚ୍ଚ ୨୧ ତାରିଖ – Daily Horoscope
ମେଷ ଆଜି କର୍ମକ୍ଷେତ୍ରରେ ନିଚ୍ଛକ ସତ୍ୟ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। କାହାର ନିମନ୍ତ୍ରଣ ପାଇ ହଠାତ୍ ଦୂରଯାତ୍ରା କରିବାକୁ ପଡ଼ିପାରେ। ଅର୍ଥ ଲାଭ ସହିତ...
ରାଶିଫଳ: ଶନିବାର, ମାର୍ଚ୍ଚ ୨୦ ତାରିଖ – Daily Horoscope
ମେଷ ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତା, ପିଲାଙ୍କ ସମ୍ପର୍କରେ ଚିନ୍ତିତ ରହିବେ। ଯେଉଁ କାମ କରନ୍ତୁନା କାହିଁକି ଠିକ୍ ସମୟରେ ସରିବା କଷ୍ଟକର ହେବ। ପରିବାର ହେଉ କିମ୍ବା କର୍ମକ୍ଷେତ୍ର ପ୍ରତିଟି ସମସ୍ୟାକୁ ସୁଧାରି ନେବାରେ ଅସୁବିଧା ହେବନାହିଁ। ବାଣିଜ୍ୟ,...
ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୯ ତାରିଖ – Daily Horoscope
ମେଷ ଆଜି ରାହୁଙ୍କ ସହ ମଙ୍ଗଳ ଓ ଚନ୍ଦ୍ର ଥିବାରୁ କୌଣସି ସିଦ୍ଧାନ୍ତ ନେବାରେ ଅସ୍ଥିରତା ଅନୁଭବ କରିବେ। ସାମାଜିକ ସ୍ତରରେ ନିଜ ଲୋକମାନେ ମଧ୍ୟ ଅନ୍ୟମାନଙ୍କ ସହ ମିଶି ବିରୁଦ୍ଧାଚରଣ କରିବେ। ଶିଳ୍ପ, ବାଣିଜ୍ୟ, ପରିବହନ, ନିର୍ମାଣ, ଆନୁଷ୍ଠାନିକ...
ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୮ ତାରିଖ – Daily Horoscope
ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ସ୍ବାସ୍ଥ୍ୟ, ଜମିଜମା ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ କିନ୍ତୁ ଯାତ୍ରା, ବିବାଦ ସମସ୍ୟା ବହୁଳ ହୋଇପାରେ। ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ସକାଶେ ଅଶାନ୍ତି ଅନୁଭବ କରିପାରନ୍ତି। ଅଟକି ରହିଥିବା କାମ...
ରାଶିଫଳ: ବୁଧବାର, ମାର୍ଚ୍ଚ ୧୭ ତାରିଖ – Daily Horoscope
ମେଷ ଆଜି ଆପଣ ମଧୁର ବାକ୍ୟାଳାପ ଦ୍ୱାରା ଅନ୍ୟକୁ ଆପଣାର କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ଆସିବା ବାଟକୁ ଅପେକ୍ଷା କରିବା ସକାଶରୁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ। ବିବାଦୀୟ ଘଟଣାରେ କୌଣସି ପକ୍ଷ ସମର୍ଥନ କରିବା ଠିକ୍ ହେବ...
ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୬ ତାରିଖ – Daily Horoscope
ମେଷ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ରାଜନୀତି, ସଭାସମିତି ଓ କଳା ପାଇଁ ଚାପ କ୍ରମଶଃ ବଢ଼ିପାରେ। ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ ସକାଶେ ନିଜ ଲୋକମାନଙ୍କୁ ଦାୟୀ କରିବେ। ମାତ୍ରାଧିକ...
ରାଶିଫଳ: ସୋମବାର, ମାର୍ଚ୍ଚ ୧୫ ତାରିଖ – Daily Horoscope
ମେଷ ପାରିବେଶିକ କୁପ୍ରଭାବ ଆଜିର ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ନ ହୋଇପାରେ। ସାମୟିକ ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁ ମିଳନ ଓ ଯାତ୍ରା କେତେକାଂଶରେ ଶାନ୍ତି ପ୍ରଦାୟକ ହେବ। ସାଧାରଣ ଆଲୋଚନା କ୍ଷେତ୍ରରେ ଦ୍ୱନ୍ଦ୍ୱ...
Archives


