Rasifala

ରାଶିଫଳ: ଶନିବାର, ଜୁଲାଇ ୩୧ ତାରିଖ – Daily Horoscope

ମେଷ ଆଜି ସମ୍ପର୍କୀୟ ଭାଇ, ପାଖ ପଡୋଶୀ, ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ ନାହିଁ। କିନ୍ତୁ କର୍ମକ୍ଷେତ୍ରରେ, ଆନୁଷ୍ଠାନିକ କାମରେ ଠିକ୍‌ ପରାମର୍ଶ ଦେଇ ଅନ୍ୟ ମାନଙ୍କ ପ୍ରଶଂସାର ପାତ୍ର ହେବେ। ଇଛା ନଥିଲେ ମଧ୍ୟ…

ରାଶିଫଳ: ଶୁକ୍ରବାର,ଜୁଲାଇ ୩୦ ତାରିଖ – Daily Horoscope

ମେଷ ମାନସିକ ସ୍ଥିତି ଦୁର୍ବଳ ରହିବା କାରଣରୁ ପାରିବାରିକ ସମସ୍ୟା, ପରିବହନରେ ଝଗଡ଼ା, ଯାନ ବାହନରେ କ୍ଷତିର ସମ୍ଭାବନା ହେତୁ ସତର୍କ ରହିବା ଭଲ। ପରିସ୍ଥିତିରେ ପଡ଼ି ହାତରୁ ଖାଇ ପର ପାଇଁ ଖଟିବାକୁ ପଡ଼ିପାରେ। ସହକର୍ମୀଙ୍କ ଦୌରାମତ୍‌ୟ ଅସହ୍ୟ ହେବା…

ରାଶିଫଳ: ଗୁରୁବାର, ଜୁଲାଇ ୨୯ ତାରିଖ – Daily Horoscope

ମେଷ ସନ୍ତାନଙ୍କ ପାଇଁ ମନ ଉଦ୍‌ବେଗ ରହିବା ଫଳରେ ମାନସିକ ଅସ୍ଥିରତା ଭିତରେ ଚଳିବାକୁ ବାଧ୍ୟ ହେବେ। ପରିବାରରେ ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେଇପାରେ। ନିଜ ପରିବେଶରେ ଆନୁଷ୍ଠାନିକ କାମରେ ତତ୍ପରତା ବୃଦ୍ଧି ପାଇବ। ପାରିବାରିକ କେତେକ ସମସ୍ୟାକୁ କେନ୍ଦ୍ରକରି…

ରାଶିଫଳ: ବୁଧବାର, ଜୁଲାଇ ୨୮ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ର ଆଜି କର୍ମକ୍ଷେତ୍ରରେ ନିଜକୁ ଆଡ୍‌ଜଷ୍ଟ କରିପାରିବେ ନାହିଁ। ଯଦିଓ ବିଶେଷ କିଛି ଗୁରୁତର ସମସ୍ୟା ନାହିଁ, ତଥାପି ସାମୟିକ ଭାବେ ଅସୁସ୍ଥତା ଅନୁଭବ କରିବେ। ଅଟକି ରହିଯାଇଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ ହେବାରେ ବନ୍ଧୁ ସାହାଯ୍ୟ କରିବେ ।…

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୭ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ବାଧକାଧିପ ଶନିଙ୍କ ଦୃଷ୍ଟିରେ ରହିଥିବାରୁ ମାନସିକ ଅଶାନ୍ତି ଲାଗିରହିବ। ବୃହସ୍ପତିଙ୍କ ସଂଯୋଗ ହେତୁ ସବୁ କାମ ସୁରୁଖୁରୁରେ ହୋଇଯିବ। ଯାତ୍ରା, ବ୍ୟବସାୟ, ଅଧ୍ୟାପନା ଗବେଷଣା ଓ ରଚନାମତ୍କ କାମରେ ପ୍ରଶଂସିତ ହେବେ। ରାଜନୀତି, ସଭାସମିତି ତଥା ସାଙ୍ଗଠନିକ…

ରାଶିଫଳ: ସୋମବାର, ଜୁଲାଇ ୨୬ ତାରିଖ – Daily Horoscope

ମେଷ ଦ୍ୱିତୀୟରେ ରାହୁଥିବାର କହିବାରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି। ଆଲୋଚନା କ୍ଷେତ୍ରରେ ଛୋଟ ଛୋଟ କଥାରେ ଚିହ୍ନା ପଡ଼ିଲେ ଅପଦସ୍ଥ ହେବେ। କର୍ମକ୍ଷେତ୍ରରେ କୌଣସି ଭଦ୍ରମହିଳାଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି। ଅବଶ୍ୟ ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ…

ରାଶିଫଳ: ରବିବାର, ଜୁଲାଇ ୨୫ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ଦୂରଦର୍ଶିତା ବିହୀନ କାର୍ଯ୍ୟ ଓ ପୁରାତନ ରୋଗ ଯୋଗୁ ମାନସିକ ସୁସ୍ଥତା ହରାଇବେ। ଦୀର୍ଘ ଦିନରୁ ଆଶା କରିଥିବା ମୂଲ୍ୟବାନ୍‌ ଦ୍ରବ୍ୟଟି ବନ୍ଧୁଙ୍କ ଜରିଆରେ ପାଇପାରନ୍ତି। ଈର୍ଷା ଓ ଅସୂୟା ମନୋଭାବ ପୋଷଣ କରି ନିଜ…

ରାଶିଫଳ: ଶନିବାର, ଜୁଲାଇ ୨୪ ତାରିଖ – Daily Horoscope

ମେଷ ଆଜି ଦିନଟି ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ଆର୍ଥିକ ଅଭିବୃଦ୍ଧି ସଙ୍ଗକୁ ଧର୍ମୀୟ ଭାବନା, ବନ୍ଧୁ ମିଳନ ଓ ପ୍ରତ୍ୟୁଷ ଯାତ୍ରା ଶାନ୍ତି ପ୍ରଦାୟକ ହେବ। ପାରିବାରିକ, ପରିବହନ, ସାଧାରଣ ଆଲୋଚନା…

ରାଶିଫଳ: ଶୁକ୍ରବାର, ଜୁଲାଇ ୨୩ ତାରିଖ – Daily Horoscope

ମେଷ ଧନାଧିପ ଶୁକ୍ରଙ୍କ ଶୁଭ ପ୍ରଭାବରୁ ଆର୍ଥିକ ଅଭାବ, ଅନଟନ ରହିବନାହିଁ। କିନ୍ତୁ ଶତ୍ରୁତା କାରଣରୁ ବନ୍ଧୁଙ୍କ ସଦ୍‌ଭାବ ସହକର୍ମୀମାନଙ୍କ ସହଯୋଗ ମଧ୍ୟ ପାଇବେ ନାହିଁ। ଦୀର୍ଘ ଦିନରୁ ଲାଗି ରହିଥିବା ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ମନକୁ ଆନ୍ଦୋଳିତ କରିବ।…

ରାଶିଫଳ: ଗୁରୁବାର, ଜୁଲାଇ ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଷଷ୍ଠାଧିପଙ୍କ ନକ୍ଷତ୍ରରେ ରହିଥିବାରୁ ବିବାଦୀୟ ପରିସ୍ଥିତି ସୃଷ୍ଟି କରି ମନକୁ ବିଭ୍ରାନ୍ତ କରିପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇଲେ ମଧ୍ୟ ଯାତ୍ରା,ବାଣିଜ୍ୟ, ବ୍ୟବସାୟ ପାଇଁ ଦିନଟି ବହୁତ ଭଲ। ରହିଯାଇଥିବା ଘରର କେତେକ କାମକୁ ଶୀଘ୍ର ଶେଷ…

ରାଶିଫଳ: ବୁଧବାର, ଜୁଲାଇ ୨୧ ତାରିଖ – Daily Horoscope

ମେଷ ଆଜି ନୀଚସ୍ଥ ଓ ଅଷ୍ଟମସ୍ଥ ଚନ୍ଦ୍ର ହେତୁ ପାରିବାରିକ ବିଶୃଙ୍ଖଳାକୁ କେନ୍ଦ୍ରକରି ମନ ଭଲ ରହିବ ନାହିଁ। ଅନ୍ୟମନସ୍କ ଓ ଭୁଲ୍‌ ବୁଝାମଣା ଯୋଗୁ ପରିବାର ସଦସ୍ୟଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ କିନ୍ତୁ…

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୦ ତାରିଖ – Daily Horoscope

ମେଷ ଆଜି ବହୁତ ଦିନରୁ ଚିନ୍ତା କରି ପାରି ନ ଥିବା କାମଟିକୁ ହଠାତ୍‌ ଆରମ୍ଭ କରିବା ସକାଶେ ମନ ବଳାଇବେ। ଆଜି ଯେଉଁ କାମରେ ଯାତ୍ରା କରୁଛନ୍ତି ସେଥିରେ କିଛି ଅସୁବିଧା ହେବ ନାହିଁ। ଆକସ୍ମିକ ଭାବରେ ବନ୍ଧୁଙ୍କ ମନୋଭାବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri