Rasifala

ରାଶିଫଳ: ରବିବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ବିଭିନ୍ନ କ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ଆପଣ କୌଶଳରେ କାର୍ଯ୍ୟ ସାଧନ କରିପାରିବେ। ପରିବାର ସକାଶେ ଅଳ୍ପ ଖର୍ଚ୍ଚରେ ଆବଶ୍ୟକତା ଚଳାଇ ନେବାକୁ ଚିନ୍ତା କରିବେ। ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ ଅସହଯୋଗରୁ…

ରାଶିଫଳ: ଶନିବାର , ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ବିବାଦୀୟ ପରିସ୍ଥିତିରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ। କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ପ୍ରତ୍ୟେକ…

ରାଶିଫଳ: ଶୁକ୍ରବାର , ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନାଟିଏ କରିବା ସକାଶେ ମନ ବଳାଇ କାମରେ ଲାଗିପାରନ୍ତି। ମାତ୍ର ନିର୍ମାଣାଧୀନ କାର୍ଯ୍ୟ କେତେକ ଆକସ୍ମିକ ସମସ୍ୟା କାରଣରୁ ସ୍ଥଗିତ ରହିପାରେ। ନିକଟ ସମ୍ପର୍କୀୟମାନଙ୍କ…

ରାଶିଫଳ: ଗୁରୁବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜି ପରିବାର ସଦସ୍ୟ ଓ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଯୋଗିତାରେ ସଫଳତା ଯୋଗୁ କେତେକାଂଶରେ ମନକୁ ବୁଝାଇବାରେ ସମର୍ଥ ହେବେ। ଅଫିସ୍‌ କାମରେ…

ରାଶିଫଳ: ବୁଧବାର, ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜକୁ କେତେଦିନ ହେଲା ଯାହା ଭାବୁଥିଲେ ତାହା ଆଜି ଟିକିଏ ବିଳମ୍ବ ଓ ଝମେଲା ଭିତରେ ହିଁ ହେବ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି…

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବାର ଶୁଣିବାକୁ ପାଇବେ। ସାମାନ୍ୟ ଚେଷ୍ଟା ଦ୍ୱାରା ଯେଉଁଥିପାଇଁ ଚିନ୍ତିତ ରହିଥିଲେ ଆଜି ତାହା ଅପରାହ୍ନରେ…

ରାଶିଫଳ: ସୋମବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଆଜି ମନରେ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଯାତ୍ରା, ବନ୍ଧୁମିଳନ ଜନିତ ଦିନଟି ଉପଭୋଗ୍ୟ ରହିବ। ପାରିବାରିକ ଓ କର୍ମ କ୍ଷେତ୍ରରେ ଅନୁକୂଳତା ପ୍ରାପ୍ତ ହେବ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା ଓ ବନ୍ଧୁଙ୍କ ସୁପରାମର୍ଶ ମନୋବଳ ବୃଦ୍ଧି…

ରାଶିଫଳ: ରବିବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ସମ୍ପର୍କୀୟଙ୍କ ବିରୁଦ୍ଧାଚରଣ ଓ ଅସହଯୋଗ ଆପଣଙ୍କ କାମରେ ପ୍ରତିବନ୍ଧକ ସୃଷ୍ଟି କରିବ। କିନ୍ତୁ କାର୍ଯ୍ୟଟି ନିର୍ଦ୍ଦିଷ୍ଟ ସମୟରେ ସରିବାରେ ଅସୁବିଧା ହେବ ନାହିଁ। ଶୁକ୍ରଙ୍କ ସୁପ୍ରଭାବରୁ ଅର୍ଥ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ମାନଙ୍କ ପ୍ରତି ଆଗ୍ରହୀ ହେବେ।…

ରାଶିଫଳ: ଶନିବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭକରି ଅଭିଳଷିତ କାର୍ଯ୍ୟ ସୁରୁଖୁରୁରେ ସମାପନ କରିବେ। ଟଙ୍କା ପଇସାକୁ କେନ୍ଦ୍ର କରି କିମ୍ବା ପର କଥା ଶୁଣି ଘରେ କଳହ କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୃଷ୍ଟିର ସମ୍ଭାବନା ଅଛି।…

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜିର କାମଗୁଡ଼ିକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ କିନ୍ତୁ ସମ୍ପୂର୍ଣ୍ଣ ନୁହେଁ। ଜଳ, ତୈଳ, ବିଦ୍ୟୁତ ବ୍ୟବସାୟରୁ ଲାଭବାନ ହେବେ। ରାଜନୀତିରେ କୂଟନୀତି ପ୍ରୟୋଗ କରି କାର୍ଯ୍ୟ ସାଧନ କରିବେ। ବୃଷ ନିଜର ସମ୍ପର୍କୀୟମାନଙ୍କ…

ରାଶିଫଳ: ଗୁରୁବାର, ଡିସେମ୍ବର ୯ ତାରିଖ – Daily Horoscope

ମେଷ ଆଜି ଆପଣଙ୍କର ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ଅପେକ୍ଷା କରିଥିବା ଖବରଟି ମଧ୍ୟାହ୍ନ ପରେ ପାଇବେ। ସାମାଜିକ ସ୍ତରରେ ଆଦର ଅଭ୍ୟର୍ଥନା ଏବଂ…

ରାଶିଫଳ: ବୁଧବାର, ଡିସେମ୍ବର ୮ ତାରିଖ – Daily Horoscope

ମେଷ ଆଜି ପାରିବାରିକ ପରିସ୍ଥିତି ସ୍ବାଭାବିକ ରହିବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚିବଢ଼ିବ। ମାତ୍ର ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। ଦୂରଯାତ୍ରା ପାଇଁ ପ୍ରସ୍ତୁତିରେ ସମସ୍ୟା ଦେଖାଦେଇପାରେ। ବୃଷ ବିବାଦୀୟ ପରିସ୍ଥିତିର ଦୃଢ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?