Rasifala

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ବିଶେଷ କିଛି ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ସମସ୍ତ କାମ ଠିକ୍‌ ଭାବରେ ଚାଲିବ କିନ୍ତୁ ଝିନ୍‌ଝଟ୍‌ ମଧ୍ୟରେ। ସାମାନ୍ୟ ବିଳମ୍ବିତ ସମୟରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ସବୁ…

ରାଶିଫଳ: ସୋମବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ ଆଜି ସାହାଯ୍ୟ ମାଗୁଥିବା ଲୋକଟିର ଇଚ୍ଛା ପୂରଣ କରି ଆମତ୍ସନ୍ତୋଷ ଲାଭ କରିବେ। ସାହିତ୍ୟ, ସାମ୍ବାଦିକତା, ସଙ୍ଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ। ସନ୍ତାନଙ୍କ ବୈବାହିକ କର୍ମ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରିକୃତ ହେବ।…

ରାଶିଫଳ: ରବିବାର, ଡିସେମ୍ବର ୫ ତାରିଖ – Daily Horoscope

ମେଷ ପ୍ରତ୍ୟେକ କ୍ଷେତ୍ରରେ ସମୟୋଚିତ ଦୃଢ଼ ପଦକ୍ଷେପ ନେଲେ କୃତକାର୍ଯ୍ୟ ହେବେ। ଅଫିସ୍‌ କାମରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ପରିବାର, ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ ସହକର୍ମୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। ଅତୀତ କଥାକୁ ବିଶେଷ ଆଲୋଚନା କରି ସମସ୍ୟାକୁ…

ରାଶିଫଳ: ଶନିବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପ ରାଶିକୁ ଦେଖୁଥିବାରୁ ସ୍ବାସ୍ଥ୍ୟ ସମ୍ପୂର୍ଣ୍ଣ ନିରାମୟ ରହିବ। କିନ୍ତୁ ଅଷ୍ଟମଭାବରେ ନୀଚସ୍ଥ ଚନ୍ଦ୍ର ମାନସିକ ସ୍ଥିତିକୁ ବିଗାଡ଼ି ଦେଇପାରନ୍ତି। ଦୂରଯାତ୍ରାର ସୁଯୋଗ ପାଇବେ, ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।…

ରାଶିଫଳ: ଶୁକ୍ରବାର, ଡିସେମ୍ବର ୩ ତାରିଖ – Daily Horoscope

ମେଷ ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ନିୟନ୍ତ୍ରଣ ମଧ୍ୟରେ ରହିବାରୁ ଆଶ୍ୱସ୍ତି ଅନୁଭବ କରିବେ। ଆଜି ଆତ୍ମୀୟଙ୍କ ଉପରେ ଭୁଲ୍‌ ବୁଝାମଣା ହେତୁ ପାରିବାରିକ ସମସ୍ୟା ବଢ଼ିପାରେ। ଆର୍ଥିକ ସ୍ଥିତି ଓ ପାରିବାରିକ ପରିସ୍ଥିତି ପ୍ରାୟତଃ ଚଳନୀୟ ରହିପାରେ। ବ୍ୟବସାୟ, ଯାତ୍ରା, କୌଣସି…

ରାଶିଫଳ: ଗୁରୁବାର, ଡିସେମ୍ବର ୨ ତାରିଖ – Daily Horoscope

ମେଷ ଦୈହିକ ଦୁର୍ବଳତା ସାଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ଆପଣଙ୍କୁ ବ୍ୟସ୍ତ ଓ ବିବ୍ରତ କରାଇପାରେ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। କୃତ୍ତିକା ନକ୍ଷତ୍ର ସକାଶେ…

ରାଶିଫଳ: ବୁଧବାର, ଡିସେମ୍ବର ୧ ତାରିଖ – Daily Horoscope

ମେଷ ଚନ୍ଦ୍ର ସହ ବୃହସ୍ପତିଙ୍କ ଷଡାଷ୍ଟକ ସ୍ଥିତିରୁ ପାରିବାରିକ ପରିସ୍ଥିତିରେ ବ୍ୟତିକ୍ରମ ସୃଷ୍ଟିହେବ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି ଭାଗ୍ୟସ୍ଥ ଶୁକ୍ରଙ୍କ ପ୍ରଭାବରୁ ଉନ୍ନତ ରହିବ। ଘରର ଆବଶ୍ୟକତା ଅନୁଯାୟୀ ଗୃହୋପକରଣ କ୍ରୟ କରିପାରନ୍ତି। ଅତୀତର ମନାନ୍ତରକୁ…

ରାଶିଫଳ: ମଙ୍ଗଳବାର, ନଭେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା ବନ୍ଧୁଙ୍କ ପରାମର୍ଶ ପାଇବା ଯୋଗୁଁ ମନ ଖୁସି ରହିବ। ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସାବଧାନ ରହିବା…

ରାଶିଫଳ: ସୋମବାର, ନଭେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସୁପ୍ରଭାବରୁ ଶାରୀରିକ ଓ ମାନସିକ ସ୍ୱାସ୍ଥ୍ୟ ପ୍ରାୟତଃ ଭଲ ରହିବ। ଅର୍ଥ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟମାନଙ୍କ ପ୍ରତି ଆଗ୍ରହୀ ହେବେ। ପିଲାମାନଙ୍କ ବିବାହ ସମ୍ପର୍କୀୟ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ। ଜଣେ…

ରାଶିଫଳ: ରବିବାର, ନଭେମ୍ବର ୨୮ ତାରିଖ – Daily Horoscope

ମେଷ ଅଫିସରେ କୌଣସି ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଂକଟ ଲାଗି ରହିଲେ ମଧ୍ୟ ନୂତନ ଯୋଜନା ଆରମ୍ଭ କରିବା ସକାଶେ ମନ ବଳାଇବେ। ସ୍ଥିର ମନ ନେଇ କାମ କଲେ ସମସ୍ୟାର ସରଳ…

ରାଶିଫଳ: ଶନିବାର, ନଭେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି କୃତିକା ନକ୍ଷତ୍ର ସକାଶେ ଜଣେ ବାଲ୍ୟବନ୍ଧୁ ମିଶିବାକୁ ଆସିବାର ସୂଚନା ରହିଛି। ଯଦ୍ୱାରାକି ଆପଣଙ୍କ କାମ ତାହାଙ୍କ ଦ୍ୱାରା ହାଲୁକା ହୋଇଯିବାର ବହୁତ ସମ୍ଭାବନା ରହିଛି। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଶାରୀରିକ ଅସୁସ୍ଥତା କେତେକ…

ରାଶିଫଳ: ଶୁକ୍ରବାର, ନଭେମ୍ବର ୨୬ ତାରିଖ – Daily Horoscope

ମେଷ ଆଜି ଧନାଧିପତି କର୍ମଭାବସ୍ଥ ହେତୁ ଆର୍ଥିକ ଦିଗରୁ ଲାଭବାନ୍‌ ହେବେ। କିନ୍ତୁ ଶନିଙ୍କ ପ୍ରଭାବରୁ ଭା୍ରତୃ ବିରୋଧ, ସହକର୍ମୀ ସହ ଝଗଡ଼ାଜନିତ ଅଶାନ୍ତି ଅନୁଭବ କରିପାରନ୍ତି। ଅନ୍ୟମାନଙ୍କ କଥାଗୁଡ଼ିକ ଠିକ୍‌ ଥିଲେ ମଧ୍ୟ ବିରକ୍ତି ହେତୁ ଆପଣଙ୍କୁ ଭଲ ଲାଗିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?