Rasifala

ରାଶିଫଳ: ରବିବାର, ଏପ୍ରିଲ୍‌ ୧୧ ତାରିଖ – Daily Horoscope

ମେଷ ଆଜି ବିଳାସକାରକ ଶୁକ୍ର ରାଶିରେ ଅବସ୍ଥାନ କରିଥିବାରୁ ମନ ଉତ୍‌ଫୁଲ୍ଲିତ ରହିବ। ପ୍ରିୟବନ୍ଧୁଙ୍କ ଆଗମନର ସୂଚନା ସାଙ୍ଗକୁ ନୂତନ ସ୍ଥାନ ବୁଲିଯିବାର ସୁଯୋଗ ମିଳିବ। ଅତୀତ ଶତ୍ରୁତାରୁ ମନରେ ଶଙ୍କା ସୃଷ୍ଟି ହେଲେ ହେଁ କିଛି ଅସୁବିଧା ହେବ ନାହିଁ।…

ରାଶିଫଳ: ଶନିବାର, ଏପ୍ରିଲ୍‌ ୧୦ ତାରିଖ – Daily Horoscope

ମେଷ ଆଜି ଆକସ୍ମିକ ଯାତ୍ରା କିମ୍ବା ନୂତନ କାର୍ଯ୍ୟାରମ୍ଭ କରିପାରନ୍ତି। ଅଶ୍ୱିନୀ ନକ୍ଷତ୍ର ବିଶେଷ ଭ୍ରମଣଜନିତ ଶାରୀରିକ କ୍ଲାନ୍ତି ଓ ଅବସାଦ ସାୟାହ୍ନେ ଅନୁଭବ କରିବେ। ବନ୍ଧୁମାନଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯିବାର ସୂଚନା ରହିଛି। ବ୍ୟବସାୟିକ ସ୍ଥିତି କେତେକାଂଶରେ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଶୁଭଗ୍ରହ ପ୍ରଭାବରୁ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇବେ। ଆଜିର ଯାତ୍ରା ଓ ସାନ୍ଧ୍ୟ ଭ୍ରମଣରେ ଜଣେ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। କିନ୍ତୁ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର…

ରାଶିଫଳ: ଗୁରୁବାର, ଏପ୍ରିଲ୍‌ ୮ ତାରିଖ – Daily Horoscope

ମେଷ ରାଶିର ଉଭୟ ପାର୍ଶ୍ୱରେ ପାପଗ୍ରହ ଥିବାରୁ ଅସଜଡ଼ା ପରିବାରର ବିଭିନ୍ନ କାରଣକୁ ନେଇ ମାନସିକ ସ୍ଥିତି ଠିକ୍‌ ରହିନପାରେ। କୌଣସି କଥାକୁ ଠିକ୍‌ ଭାବରେ ନ ବୁଝି ଅଯଥା ବିରକ୍ତି ପ୍ରକାଶ କରିବେ। ସମସ୍ୟା ସମାଧାନ ପାଇଁ ଜଣେ ବନ୍ଧୁ…

ରାଶିଫଳ: ବୁଧବାର, ଏପ୍ରିଲ୍‌ ୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ରର ମନଟା ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ୍‌ ୬ ତାରିଖ – Daily Horoscope

ମେଷ ଆଜି ଶନି ସହ ଚନ୍ଦ୍ରଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ସାମାଜିକ ସ୍ତରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ଶିଳ୍ପ,…

ରାଶିଫଳ: ସୋମବାର, ଏପ୍ରିଲ୍‌ ୫ ତାରିଖ – Daily Horoscope

ମେଷ ଆଜି ଆପଣ ଅଧସ୍ତନ କର୍ମଚାରୀଙ୍କ ସବୁ କଥାକୁ ଶୁଣି କିଛି କଲା ସମୟକୁ ସୁଯୋଗ ହାତରୁ ଖସି ଯାଇଥିବ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାର ସୁଯୋଗ ମିଳିବ।…

ରାଶିଫଳ: ରବିବାର, ଏପ୍ରିଲ୍‌ ୪ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ପୂର୍ବାଷାଢ଼ା ନକ୍ଷତ୍ର ପାଇଁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ କରିବେ। କେତେକ କ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିପାରନ୍ତି। ଅଧିକ ଭ୍ରମଣଜନିତ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ଅଧ୍ୟାପନା,…

ରାଶିଫଳ: ଶନିବାର, ଏପ୍ରିଲ୍‌ ୩ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ଷଷ୍ଠସ୍ଥ ମଙ୍ଗଳ ହେତୁ ସ୍ବାସ୍ଥ୍ୟ ମଧ୍ୟମ ପ୍ରକାରର ରହିବ। କିନ୍ତୁ ମନ ଅନୁଯାୟୀ କାମ ସମ୍ପନ୍ନ କରିବା କଷ୍ଟକର ହୋଇପଡିବ। କର୍ମକ୍ଷେତ୍ରରେ ଉତ୍ସାହର ସହ କାର୍ଯ୍ୟ କରିବାରେ ସମର୍ଥ ହେବେ। ସତର୍କତା ଅଭାବରୁ ସାଧାରଣ ଘଟଣା ବିବାଦୀୟ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ଆଜି ଆପଣ ହସ,ଖୁସୀ ଓ ଆନନ୍ଦ ମଧ୍ୟରେ ସମୟ କଟାଇବେ। ଦ୍ୱିଜା ନକ୍ଷତ୍ରର ପ୍ରତ୍ୟୁଷ ଯାତ୍ରା, ଆଗାମୀ କାଲିର ଆନୁଷ୍ଠାନିକ କାମ ପାଇଁ ଉସତ୍ାହ ବୃଦ୍ଧିପାଇବ। ଉତ୍ତମ ବୁଝାମଣା କାରଣରୁ ପାରିବାରିକ ଜୀବନ ସୁନ୍ଦର ଓ ସୁମଧୁର ହୋଇ ଉଠିବ।…

ରାଶିଫଳ: ଗୁରୁବାର, ଏପ୍ରିଲ୍‌ ୧ ତାରିଖ – Daily Horoscope

ମେଷ ନିଚ୍ଚଭାବରେ ଚତୁର୍ଥାଧିପତି ଚନ୍ଦ୍ର ଥିବାରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ରାହୁଯୁକ୍ତ ମଙ୍ଗଳଙ୍କ ଯୋଗୁଁ ସାହସର ସହ ପ୍ରତ୍ୟେକ କାମ ପାଇଁ ଆଗଭର ହେବେ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହି ନ ପାରେ। ଏକ…

ରାଶିଫଳ: ବୁଧବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଶୁକ୍ରଙ୍କ ପ୍ରଭାବରେ ଅର୍ଥର ଅଭାବ ଥିଲେ କ’ଣ ହେଲା ବନ୍ଧୁଙ୍କ ସଦ୍‌ଭାବ ସହକର୍ମୀମାନଙ୍କ ସହଯୋଗ ପାଇବେ। ଆଜି ଦିନଟିରେ ମନ ଅନୁଯାୟୀ କାମ ଗୁଡ଼ିକ ସମ୍ପନ୍ନ ହେବ। ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପରିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri