Rasifala

ରାଶିଫଳ: ସୋମବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ସମସ୍ୟା ମଧ୍ୟରେ ଚଳିବା କାରଣରୁ ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି ହେବ। ପୂର୍ବାହ୍ନରେ ସାଧାରଣ କଥାକୁ କେନ୍ଦ୍ରକରି ସାଙ୍ଗସାଥୀ କିମ୍ବା ବନ୍ଧୁଙ୍କ ସହ ଝଗଡ଼ା ଲାଗିପାରେ। ଘର କଥା ହେଉ କିମ୍ବା କର୍ମକ୍ଷେତ୍ର ସବୁ କାମ ଗୋଳିଆ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ର…

ରାଶିଫଳ: ରବିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ଆଜି ଗୋଟିଏ ନକ୍ଷତ୍ରରେ ରାହୁ ଓ ରାଶ୍ୟାଧିପ ମଙ୍ଗଳ ଅବସ୍ଥାନ କରିଥିବାରୁ ଆକସ୍ମିକ ଭାବରେ କୌଣସି ସମସ୍ୟାରେ ଛନ୍ଦି ହେବେ। ପୂର୍ବ କଳହକୁ କେନ୍ଦ୍ରକରି ସମ୍ପର୍କୀୟମାନେ ପ୍ରତିଶୋଧ ପରାୟଣ ହୋଇ ପାଖ ମାଡ଼ିବେ ନାହିଁ। ବ୍ୟବସାୟ , ଶିଳ୍ପ, ପରିବହନ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଳୁ ସକାଳୁ ଶୁଭ ଖବର ପାଇ ଖୁସୀ ହୋଇଯିବେ। ପିଲାମାନଙ୍କ ସକାଶେ ଥିବା ସମସ୍ୟାକୁ ଦୂରେଇବାରେ ସମର୍ଥ ହେବେ। ଆମୋଦ ପ୍ରମୋଦର ମଉକା ଜୁଟିବ ଓ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଶତ୍ରୁତା କରିଆସୁଥିବା…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦୃଷ୍ଟ ବୁଧ ହେତୁ ଆକସ୍ମିକ ଭାବରେ ସକାଳୁ ସକାଳୁ ବନ୍ଧୁପରିଜନଙ୍କ ସହ ସୁଖଭ୍ରମଣ ଯୋଗ ରହିଛି। ମନ ବୁଝିଲା ଭଳି କଥା କହି ଅନ୍ୟମାନଙ୍କୁ ଆପଣେଇ ନେବେ। ଯାତ୍ରା ସମୟରେ ଅସାବଧାନତା ହେତୁ କିମ୍ବା ଅନ୍ୟମନସ୍କ କାରଣରୁ…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିବାରେ ସମର୍ଥ ହେବେ। କରଜ କରି ପରିବାରର ଆବଶ୍ୟକତାକୁ ଚଳାଇ ନେଇ ପାରନ୍ତି। ପାଖ ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇପାରନ୍ତି। ସକାଳୁ ସକାଳୁ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ। ବୃଷ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଆଜି ସ୍ବଗୃହୀଚନ୍ଦ୍ର ପ୍ରଭାବରୁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲ କରିପାରନ୍ତି। ସନ୍ତାନଭାବାଧିପତି ରବିଙ୍କ ହେତୁ ସନ୍ତାନଙ୍କ ବିବାହ ସକାଶେ ଚିନ୍ତା କରିପାରନ୍ତି। ଏକ ନିର୍ଦ୍ଦିଷ୍ଟ କାମ ସକାଶେ ରଖିଥିବା ଧନ…

ରାଶିଫଳ:ମଙ୍ଗଳବାର, ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ଆଜି ଆପଣ କଳାନୁରାଗୀ, ସଙ୍ଗୀତପ୍ରିୟ, ସାହିତ୍ୟରସିକ ଓ ଚଳଚ୍ଚିତ୍ରପ୍ରେମୀ ଭାବରେ ସମୟ ଅତିବାହିତ କରିବାର ସୁଯୋଗ ପାଇବେ। କାମଗୁଡ଼ିକ ଯଥା ସମୟରେ ହେଉ ନ ଥିବାରୁ ବିରକ୍ତ ହେବେ। ଆବଶ୍ୟକତା ପୂରଣ ପାଇଁ ବଡ଼ କଷ୍ଟରେ ଟଙ୍କା ଯୋଗାଡ଼ କରିବେ।…

ରାଶିଫଳ: ସୋମବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ପ୍ରତ୍ୟେକ କାମରେ କିଛିଟା ଦ୍ୱନ୍ଦ୍ୱ ଓ ଆଶଙ୍କା ମଧ୍ୟରେ ମନ ହଲଚଲ ହୋଇପାରେ। ସେହି କାମଟି ବାଧ୍ୟ ହୋଇ କରିବେ, କିନ୍ତୁ ବହୁତ ବିଳମ୍ବ ଓ ସମସ୍ୟା ମଧ୍ୟରେ ହିଁ ସମ୍ପନ୍ନ ହେବ। ନିଜ ଲୋକମାନେ ଅସୁବିଧାରେ…

ରାଶିଫଳ: ରବିବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ନିଚ୍ଛକ ସତ୍ୟ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। କାହାର ନିମନ୍ତ୍ରଣ ପାଇ ହଠାତ୍‌ ଦୂରଯାତ୍ରା କରିବାକୁ ପଡ଼ିପାରେ। ଅର୍ଥ ଲାଭ ସହିତ ଶାରୀରିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୦ ତାରିଖ – Daily Horoscope

ମେଷ ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତା, ପିଲାଙ୍କ ସମ୍ପର୍କରେ ଚିନ୍ତିତ ରହିବେ। ଯେଉଁ କାମ କରନ୍ତୁନା କାହିଁକି ଠିକ୍‌ ସମୟରେ ସରିବା କଷ୍ଟକର ହେବ। ପରିବାର ହେଉ କିମ୍ବା କର୍ମକ୍ଷେତ୍ର ପ୍ରତିଟି ସମସ୍ୟାକୁ ସୁଧାରି ନେବାରେ ଅସୁବିଧା ହେବନାହିଁ। ବାଣିଜ୍ୟ, ନିର୍ମାଣ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ମେଷ ଆଜି ରାହୁଙ୍କ ସହ ମଙ୍ଗଳ ଓ ଚନ୍ଦ୍ର ଥିବାରୁ କୌଣସି ସିଦ୍ଧାନ୍ତ ନେବାରେ ଅସ୍ଥିରତା ଅନୁଭବ କରିବେ। ସାମାଜିକ ସ୍ତରରେ ନିଜ ଲୋକମାନେ ମଧ୍ୟ ଅନ୍ୟମାନଙ୍କ ସହ ମିଶି ବିରୁଦ୍ଧାଚରଣ କରିବେ। ଶିଳ୍ପ, ବାଣିଜ୍ୟ, ପରିବହନ, ନିର୍ମାଣ, ଆନୁଷ୍ଠାନିକ କାମ,…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୮ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ସ୍ବାସ୍ଥ୍ୟ, ଜମିଜମା ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ କିନ୍ତୁ ଯାତ୍ରା, ବିବାଦ ସମସ୍ୟା ବହୁଳ ହୋଇପାରେ। ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ସକାଶେ ଅଶାନ୍ତି ଅନୁଭବ କରିପାରନ୍ତି। ଅଟକି ରହିଥିବା କାମ ଆରମ୍ଭ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri