Rasifala

ରାଶିଫଳ: ରବିବାର, ଜୁଲାଇ ୨୫ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ଦୂରଦର୍ଶିତା ବିହୀନ କାର୍ଯ୍ୟ ଓ ପୁରାତନ ରୋଗ ଯୋଗୁ ମାନସିକ ସୁସ୍ଥତା ହରାଇବେ। ଦୀର୍ଘ ଦିନରୁ ଆଶା କରିଥିବା ମୂଲ୍ୟବାନ୍‌ ଦ୍ରବ୍ୟଟି ବନ୍ଧୁଙ୍କ ଜରିଆରେ ପାଇପାରନ୍ତି। ଈର୍ଷା ଓ ଅସୂୟା ମନୋଭାବ ପୋଷଣ କରି ନିଜ…

ରାଶିଫଳ: ଶନିବାର, ଜୁଲାଇ ୨୪ ତାରିଖ – Daily Horoscope

ମେଷ ଆଜି ଦିନଟି ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ଆର୍ଥିକ ଅଭିବୃଦ୍ଧି ସଙ୍ଗକୁ ଧର୍ମୀୟ ଭାବନା, ବନ୍ଧୁ ମିଳନ ଓ ପ୍ରତ୍ୟୁଷ ଯାତ୍ରା ଶାନ୍ତି ପ୍ରଦାୟକ ହେବ। ପାରିବାରିକ, ପରିବହନ, ସାଧାରଣ ଆଲୋଚନା…

ରାଶିଫଳ: ଶୁକ୍ରବାର, ଜୁଲାଇ ୨୩ ତାରିଖ – Daily Horoscope

ମେଷ ଧନାଧିପ ଶୁକ୍ରଙ୍କ ଶୁଭ ପ୍ରଭାବରୁ ଆର୍ଥିକ ଅଭାବ, ଅନଟନ ରହିବନାହିଁ। କିନ୍ତୁ ଶତ୍ରୁତା କାରଣରୁ ବନ୍ଧୁଙ୍କ ସଦ୍‌ଭାବ ସହକର୍ମୀମାନଙ୍କ ସହଯୋଗ ମଧ୍ୟ ପାଇବେ ନାହିଁ। ଦୀର୍ଘ ଦିନରୁ ଲାଗି ରହିଥିବା ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ମନକୁ ଆନ୍ଦୋଳିତ କରିବ।…

ରାଶିଫଳ: ଗୁରୁବାର, ଜୁଲାଇ ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଷଷ୍ଠାଧିପଙ୍କ ନକ୍ଷତ୍ରରେ ରହିଥିବାରୁ ବିବାଦୀୟ ପରିସ୍ଥିତି ସୃଷ୍ଟି କରି ମନକୁ ବିଭ୍ରାନ୍ତ କରିପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇଲେ ମଧ୍ୟ ଯାତ୍ରା,ବାଣିଜ୍ୟ, ବ୍ୟବସାୟ ପାଇଁ ଦିନଟି ବହୁତ ଭଲ। ରହିଯାଇଥିବା ଘରର କେତେକ କାମକୁ ଶୀଘ୍ର ଶେଷ…

ରାଶିଫଳ: ବୁଧବାର, ଜୁଲାଇ ୨୧ ତାରିଖ – Daily Horoscope

ମେଷ ଆଜି ନୀଚସ୍ଥ ଓ ଅଷ୍ଟମସ୍ଥ ଚନ୍ଦ୍ର ହେତୁ ପାରିବାରିକ ବିଶୃଙ୍ଖଳାକୁ କେନ୍ଦ୍ରକରି ମନ ଭଲ ରହିବ ନାହିଁ। ଅନ୍ୟମନସ୍କ ଓ ଭୁଲ୍‌ ବୁଝାମଣା ଯୋଗୁ ପରିବାର ସଦସ୍ୟଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ କିନ୍ତୁ…

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୦ ତାରିଖ – Daily Horoscope

ମେଷ ଆଜି ବହୁତ ଦିନରୁ ଚିନ୍ତା କରି ପାରି ନ ଥିବା କାମଟିକୁ ହଠାତ୍‌ ଆରମ୍ଭ କରିବା ସକାଶେ ମନ ବଳାଇବେ। ଆଜି ଯେଉଁ କାମରେ ଯାତ୍ରା କରୁଛନ୍ତି ସେଥିରେ କିଛି ଅସୁବିଧା ହେବ ନାହିଁ। ଆକସ୍ମିକ ଭାବରେ ବନ୍ଧୁଙ୍କ ମନୋଭାବ…

ରାଶିଫଳ: ସୋମବାର, ଜୁଲାଇ ୧୯ ତାରିଖ – Daily Horoscope

ମେଷ ଆଜି ଚତୁର୍ଥସ୍ଥ ଗ୍ରହ ପ୍ରଭାବରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧୁରିଯିବ। ଆବଶ୍ୟକତା ପୂରଣ ସକାଶେ ଧାର କରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିବାକୁ ପଡ଼ିପାରେ। ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେବାର ଆଶଙ୍କା…

ରାଶିଫଳ: ରବିବାର, ଜୁଲାଇ ୧୮ ତାରିଖ – Daily Horoscope

ମେଷ ଆଜି ଆପଣ ଯେଉଁ କାମରେ ହାତ ଦେଲେ ମଧ୍ୟ ସଫଳତା ହାସଲ କରିବେ। ସହକର୍ମୀମାନଙ୍କର କୌଣସିଥିରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡି ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହୋଇପାରନ୍ତି। ଆନୁଷ୍ଠାନିକ…

ରାଶିଫଳ: ଶନିବାର, ଜୁଲାଇ ୧୭ ତାରିଖ – Daily Horoscope

ମେଷ ଆଜି ଆପଣ ସ୍ଥିର ଭାବରେ କୌଣସି ସ୍ଥାନରେ ଦୀର୍ଘ ସମୟ ରହି ପାରିବେ ନାହିଁ। ଅବଶ୍ୟ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ଓ କାର୍ଯ୍ୟସାଧିତ ହେବ। କୌଣସି କାମ ସକାଶେ ଈର୍ଷାପରାୟଣ ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ…

ରାଶିଫଳ: ଶୁକ୍ରବାର, ଜୁଲାଇ ୧୬ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥାନ ହେତୁ ଆଜି ସକାଳୁ ସକାଳୁ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଘରର କେତେକ ରହିଯାଇଥିବା କାମକୁ କରିବା ସକାଶେ ଚିନ୍ତା କରି ପାରନ୍ତି। କର୍ମସ୍ଥ ସ୍ବଗୃହୀ ଶନିଙ୍କ ଯୋଗୁଁ ଅଫିସରେ କଅଁଳ କଥା କହି…

ରାଶିଫଳ: ଗୁରୁବାର, ଜୁଲାଇ ୧୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର କୋଣ ଭାବରେ ଥିବାରୁ ନିକଟରେ ରହୁ ନଥିବା ପିଲାଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ହେବେ। ଶୁକ୍ର ଓ ମଙ୍ଗଳ ଚତୁର୍ଥସ୍ଥ ହେତୁ ସଭାସମିତି ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିପାରନ୍ତି। ଅଫିସରେ ପ୍ରିୟ କଥା କହି ସମସ୍ୟାକୁ…

ରାଶିଫଳ: ବୁଧବାର, ଜୁଲାଇ ୧୪ ତାରିଖ – Daily Horoscope

ମେଷ ପାରିବାରିକ ପରିସ୍ଥିତି ପୂର୍ବପରି ରହିବା କାରଣରୁ କେତେକାଂଶରେ ଆଶ୍ୱସ୍ତି ଲାଭ କରିବେ। କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ, କିନ୍ତୁ ସମସ୍ୟା ଲାଗିରହିବ। ଆଲୋଚନା ପରିସରରେ ଯୁକ୍ତିତର୍କ କରିବା ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ସ୍ଥଗିତ କାମପାଇଁ ଅନ୍ୟକୁ କୈଫିୟତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri