ରାଶିଫଳ: ବୁଧବାର, ମାର୍ଚ୍ଚ ୧୭ ତାରିଖ – Daily Horoscope
ମେଷ ଆଜି ଆପଣ ମଧୁର ବାକ୍ୟାଳାପ ଦ୍ୱାରା ଅନ୍ୟକୁ ଆପଣାର କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ଆସିବା ବାଟକୁ ଅପେକ୍ଷା କରିବା ସକାଶରୁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ। ବିବାଦୀୟ ଘଟଣାରେ କୌଣସି ପକ୍ଷ ସମର୍ଥନ କରିବା ଠିକ୍ ହେବ ନାହିଁ।…
ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୬ ତାରିଖ – Daily Horoscope
ମେଷ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ରାଜନୀତି, ସଭାସମିତି ଓ କଳା ପାଇଁ ଚାପ କ୍ରମଶଃ ବଢ଼ିପାରେ। ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ ସକାଶେ ନିଜ ଲୋକମାନଙ୍କୁ ଦାୟୀ କରିବେ। ମାତ୍ରାଧିକ ଭ୍ରମଣ,…
ରାଶିଫଳ: ସୋମବାର, ମାର୍ଚ୍ଚ ୧୫ ତାରିଖ – Daily Horoscope
ମେଷ ପାରିବେଶିକ କୁପ୍ରଭାବ ଆଜିର ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ନ ହୋଇପାରେ। ସାମୟିକ ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁ ମିଳନ ଓ ଯାତ୍ରା କେତେକାଂଶରେ ଶାନ୍ତି ପ୍ରଦାୟକ ହେବ। ସାଧାରଣ ଆଲୋଚନା କ୍ଷେତ୍ରରେ ଦ୍ୱନ୍ଦ୍ୱ ଲାଗି…
ରାଶିଫଳ: ରବିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope
ମେଷ ବନ୍ଧୁଙ୍କ ସହ ଅର୍ଥ ସମ୍ପର୍କୀୟ ବାଦାନୁବାଦ ହେତୁ ମନ ବିଷାକ୍ତ ରହିବ। କର୍ମକ୍ଷେତ୍ରରେ ବହୁତ ଦିନରୁ ଅଟକି ରହିଯାଇଥିବା ସବୁ କାମ ସୁବିଧାରେ ହୋଇଯିବ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ, ଅନ୍ୟଥା ପରୋକ୍ଷ ଶତ୍ରୁତା ସାମୟିକ ବାଧା…
ରାଶିଫଳ: ଶନିବାର, ମାର୍ଚ୍ଚ ୧୩ ତାରିଖ – Daily Horoscope
ମେଷ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଭଲ ଭଲ କହୁଥିବା ନିକଟ ସମ୍ପର୍କୀୟମାନେ ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ। ସାମାନ୍ୟ ଚେଷ୍ଟା ଦ୍ୱାରା ଯେଉଁଥିପାଇଁ ଚିନ୍ତିତ ରହିଥିଲେ ଆଜି ତାହା ପାଇବେ। ପରିବହନ…
ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୨ ତାରିଖ – Daily Horoscope
ମେଷ ଆଜି ବୁଝାମଣା ମାଧ୍ୟମରେ ପ୍ରତ୍ୟେକ କାମକୁ ସମ୍ଭାଳି ନେବେ। ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ଉପକୃତ ହେବେ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାମତ୍କ…
ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୧ ତାରିଖ – Daily Horoscope
ମେଷ ଆଜି ଆନୁଷ୍ଠାନିକ କାମ, ପରିବାର, ଯାନବାହନ, ସଭାସମିତିରେ ସଫଳତା ପାଇବାରେ କୌଣସି ଅସୁବିଧା ହେବ ନାହିଁ। ସ୍ବାସ୍ଥ୍ୟ ପ୍ରତି ସଚେତନ ରହିବା ଜରୁରୀ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ବାଧାପ୍ରାପ୍ତ ହୋଇପାରେ। ଯାତ୍ରାରେ କାର୍ଯ୍ୟସିଦ୍ଧି ହେବ ଓ ଆଶା ନିଶ୍ଚିତ ପୂରଣ…
ରାଶିଫଳ: ବୁଧବାର, ମାର୍ଚ୍ଚ ୧୦ ତାରିଖ – Daily Horoscope
ମେଷ ରାଶ୍ୟାଧିପଙ୍କ ନକ୍ଷତ୍ରସ୍ଥ ବୁଧଙ୍କ ପ୍ରଭାବରେ ପଡ଼ୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ପାଇବ। ସାମାଜିକ, କଳା, ସାହିତ୍ୟ, ଚଳଚ୍ଚିତ୍ର କ୍ଷେତ୍ରରେ ବନ୍ଧୁ ମହଲରେ ପ୍ରଶଂସିତ ହେବେ। ସ୍ବଗୃହୀ ବଳବାନ୍ କର୍ମାଧିପ ହେତୁ ଅଫିସ୍ରେ ଦକ୍ଷତା ପ୍ରତିପାଦନ କରି ପ୍ରଶଂସିତ ହେବେ। ଏକାଧିକ…
ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୯ ତାରିଖ – Daily Horoscope
ମେଷ ଆଜି ଚତୁର୍ଥଭାବକୁ ଚାରୋଟି ଗ୍ରହ ଦେଖୁଥିବାରୁ ପିଲାମାନଙ୍କ ଦାବି ମୁତାବକ ଜିନିଷ ସେମାନଙ୍କର ଆନନ୍ଦ ବର୍ଦ୍ଧନ କରିବ। ଚେଷ୍ଟା କରୁଥିବା ଦିଗରୁ ଅର୍ଥ ଲାଭ, ଶାରୀରିକ ସୁସ୍ଥତା ବନ୍ଧୁଙ୍କ ପରାମର୍ଶ ଆପଣଙ୍କ କାମରେ ସାହାଯ୍ୟ କରିବ। କଳା, ସାହିତ୍ୟ, କ୍ରୀଡ଼ା,…
ରାଶିଫଳ: ସୋମବାର, ମାର୍ଚ୍ଚ ୮ ତାରିଖ – Daily Horoscope
ମେଷ ଏଇ କେତେଦିନ ହେଲା ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ। କୃତ୍ତିକା ନକ୍ଷତ୍ରର କାମଗୁଡ଼ିକ ଟିକିଏ ବିଳମ୍ବ ଓ ଝାମେଲା ଭିତରେ ହିଁ ହେବ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। ଶାରୀରିକ ପରିଶ୍ରମଜନିତ…
ରାଶିଫଳ: ରବିବାର, ମାର୍ଚ୍ଚ ୭ ତାରିଖ – Daily Horoscope
ମେଷ ଆଜି ଗୁରୁକ୍ଷେତ୍ରସ୍ଥ ଚନ୍ଦ୍ର ପ୍ରଭାବରୁ କେବଳ ଗାମ୍ଭୀର୍ଯ୍ୟପୂର୍ଣ୍ଣ କଥା କହି କାମ ହାସଲ କରିପାରିବେ। ପାରିବାରିକ ଓ କର୍ମକ୍ଷେତ୍ର ପ୍ରତି ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ଛୋଟ ଘଟଣା ପ୍ରତି ଧ୍ୟାନ ଦେଲେ ନିଜ ଲୋକଙ୍କୁ ସନ୍ଦେହ କରିବେ।…
ରାଶିଫଳ: ଶନିବାର, ମାର୍ଚ୍ଚ ୬ ତାରିଖ – Daily Horoscope
ମେଷ ଆଜି ବୁଧଙ୍କ ନକ୍ଷତ୍ରରେ ଚନ୍ଦ୍ର ଯୋଗୁ ଭାଇ, ବନ୍ଧୁ, ପଡ଼ୋଶୀଙ୍କ ସହ ବୁଝାମଣା ଠିକ୍ ରହି ନ ପାରେ। ଅବଶ୍ୟ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ଆଜିର ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ଉପକୃତ ହେବେ।…
Archives


