ରାଶିଫଳ: ଶୁକ୍ରବାର, ଅଗଷ୍ଟ ୨୭ ତାରିଖ – Daily Horoscope
ମେଷ ସପ୍ତମାଧିପତି ଦ୍ୱାଦଶସ୍ଥାନକୁ ଦେଖୁଥିବାରୁ ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। ସ୍ବଗୃହୀ ଶନିଙ୍କ ପ୍ରଭାବରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆମତ୍ୀୟସ୍ବଜନଙ୍କ ପାଇଁ ଚିନ୍ତା ବଢ଼ିବା ସଙ୍ଗକୁ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ନିଜେ ରହୁଥିବା ପରିସରରେ ଇଚ୍ଛା…
ରାଶିଫଳ: ଗୁରୁବାର, ଅଗଷ୍ଟ ୨୬ ତାରିଖ – Daily Horoscope
ମେଷ ବନ୍ଧୁଭାବାଧିପତି କୋଣଭାବସ୍ଥ ହେତୁ ବନ୍ଧୁଙ୍କ ପରାମର୍ଶ କିମ୍ବା ସାହାଯ୍ୟରୁ କାମ ହାସଲ କରିପାରିବେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରଶଂସିତ ହୋଇପାରନ୍ତି। ପରିବାରରେ ଜମିଜମା ସମ୍ବନ୍ଧୀୟ ସମ୍ପତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ବ୍ୟବସାୟ କିମ୍ବା ପରିବହନରେ ସାଧାରଣ ଘଟଣାକୁ…
ରାଶିଫଳ: ବୁଧବାର, ଅଗଷ୍ଟ ୨୫ ତାରିଖ – Daily Horoscope
ମେଷ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେବାର ଆଶଙ୍କା ମଧ୍ୟ ରହିଛି। କିନ୍ତୁ ଆତ୍ମୀୟ କିମ୍ବା ଅନ୍ତରଙ୍ଗ ବନ୍ଧୁଙ୍କ ସାହାଯ୍ୟର ହାତ ଆପଣଙ୍କ ନିକଟକୁ ଲମ୍ବି ଆସିପାରେ।…
ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୨୪ ତାରିଖ – Daily Horoscope
ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ଅର୍ଥ ଓ ସମ୍ମାନ ପାଇବେ। ସତର୍କତା ଅଭାବରୁ ଧନହାନି ସୂଚନା ରହିଛି। ବିଜାତୀୟ ବ୍ୟକ୍ତିର ଶତ୍ରୁତା ହେତୁ କର୍ମକ୍ଷେତ୍ରରେ କୌଣସି କାମ ଶୃଙ୍ଖଳିତ ହୋଇପାରିବ ନାହିଁ। ଅବଶ୍ୟ ଆଜିର ବ୍ୟବସାୟ କ୍ଷେତ୍ର, କଳା, ସାହିତ୍ୟ,…
ରାଶିଫଳ: ସୋମବାର, ଅଗଷ୍ଟ ୨୩ ତାରିଖ – Daily Horoscope
ମେଷ ସାମାନ୍ୟ ଡିପ୍ରେସନ ଲାଗି ରହିଲେ ମଧ୍ୟ କୌଣସି କାମ ଅସମ୍ପୂର୍ଣ୍ଣ ରହିବ ନାହିଁ। କର୍ମକ୍ଷେତ୍ରରେ କିଛି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା…
ରାଶିଫଳ: ରବିବାର, ଅଗଷ୍ଟ ୨୨ ତାରିଖ – Daily Horoscope
ମେଷ ସାମାନ୍ୟ ଡିପ୍ରେସନ ଲାଗି ରହିଲେ ମଧ୍ୟ କୌଣସି କାମ ଅସମ୍ପୂର୍ଣ୍ଣ ରହିବ ନାହିଁ। କର୍ମକ୍ଷେତ୍ରରେ କିଛି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା…
ରାଶିଫଳ: ଶନିବାର, ଅଗଷ୍ଟ ୨୧ ତାରିଖ – Daily Horoscope
ମେଷ ଆର୍ଥିକ ଅନଟନ ଓ ସ୍ବାସ୍ଥ୍ୟ ସମ୍ପର୍କୀୟ ସମସ୍ୟାଜନିତ କାମଗୁଡ଼ିକ ଧିମାଗତିରେ ଚାଲିବ। ଭଲ ସମ୍ପର୍କ ରହିଥିବା ବନ୍ଧୁମାନଙ୍କ କାର୍ଯ୍ୟକଳାପ ମଧ୍ୟ ସନ୍ତୋଷଜନକ ନ ହୋଇପାରେ। ବ୍ୟବସାୟ,ବାଣିଜ୍ୟ ଓ ନିର୍ମାଣ ତଥା ପରିବହନରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। କଠିନ ଶ୍ରମ…
ରାଶିଫଳ: ଶୁକ୍ରବାର, ଅଗଷ୍ଟ ୨୦ ତାରିଖ – Daily Horoscope
ମେଷ ଆଜିର ଶନି ଚନ୍ଦ୍ର ଯୋଗର ପ୍ରଭାବରେ ପ୍ରତ୍ୟେକ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାରେ ସମର୍ଥହେବେ। ପୁନଶ୍ଚ ବ୍ୟବସାୟ ଓ ପରିବହନରେ ଶିଥିଳତା ଦେଖାଦେଇପାରେ। ପରିବାରର ଆବଶ୍ୟକତା ଉପଲବ୍ଧତ୍ ଅନୁଭବ କରି ନୂତନ ଗୃହୋପକରଣ କ୍ରୟ କରିପାରନ୍ତି। ନିରୁଦ୍ଦିଷ୍ଟ ବ୍ୟକ୍ତିଙ୍କ…
ରାଶିଫଳ: ଗୁରୁବାର, ଅଗଷ୍ଟ ୧୯ ତାରିଖ – Daily Horoscope
ମେଷ ଭାଗ୍ୟ ସ୍ଥାନରେ ଚନ୍ଦ୍ର ଅବସ୍ଥାନ କରିଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ଦୃଢ଼ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ବୁଝାମଣା ଭିତିରେ କାମ କଲେ ଉପକୃତ ହେବେ। ବନ୍ଧୁ ସାହାଯ୍ୟ ସହଯୋଗର ପ୍ରତିଶ୍ରୁତି ଦେବେ କିନ୍ତୁ କିଛି ବି କରି ନ…
ରାଶିଫଳ: ବୁଧବାର, ଅଗଷ୍ଟ ୧୮ ତାରିଖ – Daily Horoscope
ମେଷ କର୍ମକ୍ଷେତ୍ରରେ ମଧ୍ୟ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇବେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କିଛି କରିବାର ନାହିଁ। ପ୍ରତୀକ୍ଷିତ ସ୍ଥାନରୁ ଶୁଭ ଖବର ପାଇ ଉଲ୍ଲସିତ…
ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୧୭ ତାରିଖ – Daily Horoscope
ମେଷ ସମସ୍ୟା ସମାଧାନ ପରିପ୍ରେକ୍ଷୀରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବେ। ପରୋକ୍ଷ ଶତ୍ରୁତା କାରଣରୁ ବ୍ୟବସାୟରେ ଟେନସନ୍ ଲାଗି ରହିବ। ପାଖରେ ଥିବା ଲୋକଟି ଅନ୍ୟର ନିର୍ଦ୍ଦେଶରେ କାମ କରିବା ଫଳରେ ସନ୍ଦେହଜନକ ସ୍ଥିତି ହୋଇପାରେ।…
ରାଶିଫଳ: ସୋମବାର, ଅଗଷ୍ଟ ୧୬ ତାରିଖ – Daily Horoscope
ମେଷ ରବି ଅଶ୍ଳେଷା ନକ୍ଷତ୍ରରେ ରହିଥିବାରୁ ଆଜି ଆପଣଙ୍କୁ ଆଶା, ନିରାଶା ମଧ୍ୟରେ ଦିନଟି କଟଇବାକୁ ପଡିପାରେ। ଘର କଥା ହେଉ କିମ୍ବା କର୍ମକ୍ଷେତ୍ର କଥା ହେଉ ସବୁ କାମ ଗୋଳିଆ ରହିବ। ଅବଶ୍ୟ ଆପୋଷ ଆଲୋଚନା ଭିତରେ ସମାଧାନ ପୂର୍ବକ…
Archives


