ରାଶିଫଳ: ଶୁକ୍ରବାର, ଜାନୁଆରୀ ୧ ତାରିଖ – Daily Horoscope
ମେଷ ନୂଆ ବରଷର ନୂଆ ସକାଳରେ ଅନୁକୂଳ ଗ୍ରହସ୍ଥିତି ପାରିବାରିକ ସୁଖ, ଶରଧା ଓ ଆନନ୍ଦ ପ୍ରଦାନ କରିବ। କର୍ମାଧିପତି ଶନିଙ୍କ ପ୍ରାଧାନ୍ୟରୁ କର୍ମକ୍ଷେତ୍ରରେ ମର୍ଯ୍ୟାଦାଜନକ ସ୍ଥିତିରେ ରହିବେ। କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରର ମାଦକତାକୁ ଉପଭୋଗ କରିବେ।...
ରାଶିଫଳ: ଗୁରୁବାର, ଡିସେମ୍ବର ୩୧ ତାରିଖ – Daily Horoscope
ମେଷ ଆଜି ପ୍ରତ୍ୟୁଷ ଯାତ୍ରା, ମାଙ୍ଗଳିକ କାମରେ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁନ୍ଦର ଓ ସୁମଧୁର ହୋଇଉଠିବ। ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦିଚ୍ଛା ଲାଭ କରିବେ। ରହିଯାଇଥିବା କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ।...
ରାଶିଫଳ: ବୁଧବାର, ଡିସେମ୍ବର ୩୦ ତାରିଖ – Daily Horoscope
ମେଷ ଆଜି ଘରର ବାକି ରହିଥିବା କାମକୁ ଅଗ୍ରାଧିକାର ଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ବାଧ୍ୟ ହେବେ। ପୂର୍ବ ସ୍ଥିରୀକୃତ ଯାନ ବାହନ, ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ ମନ ବଳାଇପାରନ୍ତି। ଅଭାବ ନ ଥିଲେ ମଧ୍ୟ ଧାରକରଜ କରିପାରନ୍ତି।...
ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୯ ତାରିଖ – Daily Horoscope
ମେଷ ଶନି ଓ ଗୁରୁଦୃଷ୍ଟ ତୃତୀୟଭାବ ହେତୁ ଅତି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇବେ। କର୍ମକ୍ଷେତ୍ରରେ ବହୁତ ଦାୟିତ୍ୱ ହାତକୁ ନେବାକୁ ପଡ଼ିବ। ମନେ ମନେ...
ରାଶିଫଳ: ସୋମବାର, ଡିସେମ୍ବର ୨୮ ତାରିଖ – Daily Horoscope
ମେଷ ଆଜିର ରାହୁ ଯୁକ୍ତ ଚନ୍ଦ୍ର ଧନସ୍ଥାନରେ ଧନହାନି ସହ କଳହକୁ ନିମନ୍ତ୍ରଣ କରିବ । ନିଜର ସମ୍ପର୍କୀୟ ମାନଙ୍କ ଦ୍ୱାରା କୌଣସି ସମସ୍ୟା ବିଷୟରେ ଚିନ୍ତିତ ରହିପାରନ୍ତି । ବନ୍ଧୁ ଦେଇଥିବା ପ୍ରତିଶ୍ରୁତି ଉପରେ ପୂର୍ଣ୍ଣ ଭରସା କରି...
ରାଶିଫଳ: ରବିବାର, ଡିସେମ୍ବର ୨୭ ତାରିଖ – Daily Horoscope
ମେଷ ସ୍ବଗୃହୀ ମଙ୍ଗଳ ହେତୁ ଆପଣଙ୍କୁ ସାମଗ୍ରିକ ସୁଖସୁବିଧା ସଙ୍ଗକୁ ଅର୍ଥ ଓ ସମ୍ମାନ ମିଳିବ। ସଭାସମିତିରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ମିଳିବ। ଦୀର୍ଘଦିନ ହେଲା ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ। ଅଫିସ୍ରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ...
ରାଶିଫଳ: ଶନିବାର, ଡିସେମ୍ବର ୨୬ ତାରିଖ – Daily Horoscope
ମେଷ ଆଜି କେନ୍ଦ୍ର ଓ କୋଣସ୍ଥାନରେ ଛଅଟି ଗ୍ରହ ଅବସ୍ଥାନ କରିଥିବାରୁ ପ୍ରତ୍ୟେକ କ୍ଷେତ୍ର୍ରରେ ଅନୁକୂଳ ବାତାବରଣ ସୃଷ୍ଟିହେବ। ପରିବହନ, ବାଣିଜ୍ୟରେ କିଛି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ସଭାସମିତି ଓ ସଂଗଠନ କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି। ପାରିବାରିକ ଜୀବନରେ...
ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୫ ତାରିଖ – Daily Horoscope
ମେଷ ଚନ୍ଦ୍ରମଙ୍ଗଳ ଯୋଗ ଆପଣଙ୍କୁ ବନ୍ଧୁମିଳନ ସହ ଅର୍ଥ, ଉଚ୍ଚସମ୍ମାନ ପ୍ରଦାନ କରିବ। ଆଶା କରିଥିବା କାର୍ଯ୍ୟଟିରେ ସଫଳତା ସକାଶେ ବହୁତ ଶ୍ରମ ସ୍ବୀକାର କରିବାକୁ ପଡ଼ିପାରେ। ଆନୁଷଙ୍ଗିକ ସୁବିଧା ସୁଯୋଗ ପାଇ ସାଙ୍ଗଠନିକ କାର୍ଯ୍ୟକୁ ତ୍ୱରାନ୍ବିତ କରିପାରିବେ। ପିଲାଙ୍କ...
ରାଶିଫଳ: ଗୁରୁବାର, ଡିସେମ୍ବର ୨୪ ତାରିଖ – Daily Horoscope
ମେଷ ଆଜି ଜନ୍ମ ଚନ୍ଦ୍ର ହେତୁ ଯାତ୍ରା, ବିବାଦ, ଗୃହାରମ୍ଭ କେତେକାଂଶରେ ବାଧାପ୍ରାପ୍ତ ହେବ । ବନ୍ଧୁମାନଙ୍କ ସହ କୌଣସି ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି । ଶେଷ ସମୟରେ କୌଣସି ସୁଯୋଗ ପାଇ ମଧ୍ୟ ହରାଇବାକୁ...
ରାଶିଫଳ: ବୁଧବାର, ଡିସେମ୍ବର ୨୩ ତାରିଖ – Daily Horoscope
ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ଚନ୍ଦ୍ରମଙ୍ଗଳଙ୍କ ସଂଯୋଗରୁ ଭଲ ରହିବ। ଯାନବାହନ ଚଳାଚଳରେ, ଆଲୋଚନା କ୍ଷେତ୍ରରେ ଓ ବ୍ୟବସାୟିକ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଅଫିସରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଓ ସମ୍ମାନ ଅକ୍ଷୁଣ୍ଣ ରହିବ। ଆଇନ...
ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୨ ତାରିଖ – Daily Horoscope
ମେଷ ଅଶ୍ୱିନୀ ନକ୍ଷତ୍ର ଗତକାଲି ଯେଉଁଥି ପାଇଁ ଚିନ୍ତା କରୁଥିଲେ ଆଜି ତାହା ବିଳମ୍ବରେ ମିଳିବ। କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ଭାଙ୍ଗି ପଡ଼ିଥିବା ପାରିବାରିକ ସମ୍ପର୍କ ଯୋଡ଼ି ହୋଇଯିବ। ପରିସ୍ଥିତିକୁ...
ରାଶିଫଳ: ସୋମବାର, ଡିସେମ୍ବର ୨୧ ତାରିଖ – Daily Horoscope
ମେଷ ଆଜି ଆଂଶିକ କାଳସର୍ପଯୋଗ ଆପଣଙ୍କୁ ସ୍ବାସ୍ଥ୍ୟ ଓ ଅର୍ଥ ସମ୍ପର୍କୀୟ ବ୍ୟତିକ୍ରମ ମାଧ୍ୟମରେ ଚିନ୍ତିତ କରାଇପାରେ । ଘର ଅପେକ୍ଷା ବାହାର ଲୋକଙ୍କ ସକାଶେ ବିଶେଷ ସମୟ ନେଇପାରନ୍ତି । କାର୍ଯ୍ୟଗୁଡିକ ତ୍ୱରାନ୍ବିତ ହେବା ବଦଳରେ ଆକସ୍ମିକ ଭାବେ...
Archives


