Rasifala

ରାଶିଫଳ: ଶନିବାର, ଜୁଲାଇ ୦୩ ତାରିଖ – Daily Horoscope

ମେଷ ଅର୍ଥସଙ୍କଟ ଲାଗିରହୁଥିବାରୁ ମାନସିକ ଅସ୍ଥିରତା ଭିତରେ ଚଳିବାକୁ ବାଧ୍ୟ ହେବେ। ପରିବାରରେ ବନ୍ଧୁମିଳନ ସଙ୍ଗକୁ ମାଙ୍ଗଳିକ କାମରେ ତତ୍ପରତା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ପ୍ରଶାସନିକ ସମସ୍ୟାକୁ କେନ୍ଦ୍ର କରି ଅନ୍ତଦ୍ଦର୍‌ବନ୍ଦ୍ୱ ସୃଷ୍ଟି ହୋଇପାରେ। ଗତକାଲିଠାରୁ ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି…

ରାଶିଫଳ: ଶୁକ୍ରବାର, ଜୁଲାଇ ୨ ତାରିଖ– Daily Horoscope

ମେଷ ମାନସିକ ଅସ୍ଥିରତା କାରଣରୁ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ପାରିବେ ନାହିଁ। ବିଶେଷ ସମସ୍ୟା ସୃଷ୍ଟି ନ ହେଲେ ମଧ୍ୟ କଳହର ସମ୍ମୁଖୀନ କିମ୍ବା ଅସୁସ୍ଥତା ଅନୁଭବ କରିବେ। ବହୁତ ଦିନରୁ ଅଟକି ରହିଯାଇଥିବା କାଯର୍‌ୟଗୁଡିକ ତ୍ୱରାନ୍ବିତ…

ରାଶିଫଳ: ଗୁରୁବାର, ଜୁଲାଇ ୦୧ ତାରିଖ – Daily Horoscope

ମେଷ ଆଜି ଶୁକ୍ର ମଙ୍ଗଳ ଯୋଗ ହେତୁ ଘରେ ବନ୍ଧୁମିଳନ ସହିତ ଖୁସିର ଆସର ଜମିପାରେ। ଅର୍ଥ ଲାଭ ସାଙ୍ଗକୁ ମାଙ୍ଗଳିକ କିମ୍ବା ଆନୁଷ୍ଠାନିକ କାମ ପାଇଁ ବ୍ୟସ୍ତ ହୋଇପଡ଼ିବେ। ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ ଓ ଆଇନ ଅଦାଲତରେ କିମ୍ବା…

ରାଶିଫଳ: ବୁଧବାର, ଜୁନ୍‌ ୩୦ ତାରିଖ – Daily Horoscope

ମେଷ ଆଜି ପରିଜନଙ୍କ ସ୍ନେହ, ଶ୍ରଦ୍ଧା ଆଦର ପାଇ ଦୁଃଖ ଲାଘବ ହେବ। କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲ୍‌ରୁ କିମ୍ବା ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ସତ୍‌ସଙ୍ଗ, ଆନୁଷ୍ଠାନିକ କାମ କିମ୍ବା ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି। ଘରେ ସ୍ତ୍ରୀଙ୍କ ଅମନଯୋଗୀ…

ରାଶିଫଳ: ମଙ୍ଗଳବାର, ଜୁନ୍‌ ୨୯ ତାରିଖ – Daily Horoscope

ମେଷ ମନକଥାକୁ ମନରେ ରଖି ସୁଯୋଗକୁ ଅପେକ୍ଷା କଲେ ଯାହା ଚାହୁଁଛନ୍ତି ତାହା ପାଇଯିବେ। କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇଯିବା ଆଶଙ୍କା ରହିଛି। କୃତ୍ତିକା ନକ୍ଷତ୍ର ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ ପର କଥା ଶୁଣି ମାନସିକ ଶାନ୍ତି…

ରାଶିଫଳ: ସୋମବାର, ଜୁନ୍‌ ୨୮ ତାରିଖ – Daily Horoscope

ମେଷ ଆଜି ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ । ଶୁକ୍ର ମଙ୍ଗଳ ଯୋଗରୁ ଅର୍ଥ ସମ୍ବନ୍ଧୀୟ କୌଣସି କଥା ବନ୍ଧୁଙ୍କ ନିକଟରୁ ଶୁଣିବାକୁ ପାଇ ଉଲ୍ଲସିତ ହେବେ । ପ୍ରତ୍ୟେକ ଦିଗକୁ ଲକ୍ଷ୍ୟରଖି ଗୋପନୀୟ ଆଲୋଚନା ବ୍ୟତିରେକେ…

ରାଶିଫଳ: ରବିବାର, ଜୁନ୍‌ ୨୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡ଼ିକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ । ଜମିଜମା, କଳ କାରଖାନା, ଜଳ, ତୈଳ କିମ୍ବା ବିଦ୍ୟୁତ ବ୍ୟବସାୟରୁ ଲାଭବାନ ହେବେ । ରାଜନୀତିରେ କୂଟନୀତି ପ୍ରୟୋଗ କରି କାର୍ଯ୍ୟ ସାଧନ କରିପାରିବେ।…

ରାଶିଫଳ: ଶନିବାର, ଜୁନ୍‌ ୨୬ ତାରିଖ – Daily Horoscope

ମେଷ ବନ୍ଧୁମାନଙ୍କ ସହାୟତାରେ କର୍ମକ୍ଷେତ୍ରରେ ଗତକାଲିର ସମସ୍ୟା ସମାଧାନ ହୋଇଯିବ। ଶ୍ରମିକ କିମ୍ବା କଞ୍ଚାମାଲର ଅଭାବ କାରଣରୁ ନିର୍ମାଣ କାର୍ଯ୍ୟ ବାଧାପ୍ରାପ୍ତ ହୋଇପାରେ। ସଭାସମିତି, ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ…

ରାଶିଫଳ: ଶୁକ୍ରବାର, ଜୁନ୍‌ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟା ଆସିଲେ ମଧ୍ୟ ଦୃଢ ହସ୍ତରେ ଦମନ କରିବାରେ ସମର୍ଥ ହେବେ। ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, କାରଣ ଏହି ଦିଗ ପ୍ରତି ଧ୍ୟାନ ଦେଲେ ନିଜ ଲୋକମାନେ ସନ୍ଦେହ ପରିସରକୁ ଆସିଯିବେ। ଦ୍ୱିଜାର…

ରାଶିଫଳ: ଗୁରୁବାର, ଜୁନ୍‌ ୨୪ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଙ୍କ ସଂଯୋଗ ହେତୁ ମାନସିକ ଅସ୍ଥିରତା ଓ ପରିବାରର କିଛି ବ୍ୟତିକ୍ରମକୁ ନେଇ ଚିନ୍ତା ପ୍ରକଟ କରିବେ। ପୁଅ ବୋହୂଙ୍କ କଥା ମନକୁ ବେଶି ଆନ୍ଦୋଳିତ କରିବ। ବନ୍ଧୁଙ୍କୁ ଦେଇଥିବା ଅର୍ଥକୁ କେନ୍ଦ୍ରକରି କିଛି ସମସ୍ୟା…

ରାଶିଫଳ: ବୁଧବାର, ଜୁନ୍‌ ୨୩ ତାରିଖ – Daily Horoscope

ମେଷ ଆଜି ବୈଷୟିକ ସୁଖ,ସମୃଦ୍ଧି ସମ୍ବନ୍ଧୀୟ କାର୍ଯ୍ୟ ପ୍ରତି ଅନୁରକ୍ତି କରାଇବ। ଦୂରଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନ, ବନ୍ଧୁବାନ୍ଧବ କ୍ଷେତ୍ରରେ ସୁଫଳ ପାଇବେ। ସବୁକଥାକୁ ଭଲରୂପେ ବିଚାର କରି କାମ କରନ୍ତୁ, ନତୁବା ବିଭିନ୍ନ ଦିଗରୁ ସମସ୍ୟା ମାଡ଼ି ଆସିପାରେ। କାର୍ଯ୍ୟବ୍ୟସ୍ତତା…

ରାଶିଫଳ: ମଙ୍ଗଳବାର, ଜୁନ୍‌ ୨୨ ତାରିଖ – Daily Horoscope

ମେଷ ଆଜି ପାରିବାରିକ ସଦ୍‌ଭାବ ଓ ସମ୍ପର୍କୀୟଙ୍କ ସ୍ନେହ, ଶ୍ରଦ୍ଧା ଓ ଆଦର ପାଇ ଖୁସି ହେବେ। ଆଜକୁ କେତେଦିନ ହେଲା ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ। ଶିଳ୍ପ, ନିର୍ମାଣ, ବ୍ୟବସାୟ ଓ ବାଣିଜ୍ୟ ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri