Rasifala

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୨୪ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ପ୍ରତ୍ୟୁଷ ଯାତ୍ରାରେ ଲକ୍ଷ୍ୟ ହାସଲ କରିବେ। ଶତ୍ରୁତାର ସମାଧାନ ବିଷୟରେ ବନ୍ଧୁଙ୍କ ସହ ଆଲୋଚନା କରିବାକୁ ମନସ୍ଥ କରିପାରନ୍ତି। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହ ସହମତିରେ କାର୍ଯ୍ୟକଲେ ସଫଳତା ପାଇବେ। ସନ୍ତାନଙ୍କ କୃତି ଓ କୃତିତ୍ୱରେ ପାରିବାରିକ…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୨୩ ତାରିଖ – Daily Horoscope

ମେଷ ପରିବାରରେ ସମସ୍ୟା ସମାଧାନ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇଯିବ। ସାମାଜିକ ସ୍ତରରେ ବନ୍ଧୁମାନଙ୍କ ଶୁଭେଚ୍ଛା ବାର୍ତ୍ତା ପାଇ ବହୁତ ଆନନ୍ଦ ଅନୁଭବ କରିବେ। ସହକର୍ମୀମାନଙ୍କ ସହଯୋଗରେ ଅଟକି ରହିଯାଇଥିବା ଅଫିସ କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ ହେବ। ଘରର ବରାଦି ମୁତାବକ…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୨୨ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ରର ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିବ। ଅବୁଝା ବନ୍ଧୁ ମାନଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ, ଆନୁଷ୍ଠାନିକ କାର୍ଯ୍ୟରେ…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୨୧ ତାରିଖ – Daily Horoscope

ମେଷ ମଙ୍ଗଳ ଷଷ୍ଠ ସ୍ଥାନରେ ରହିଥିବାରୁ ଶାରୀରିକ ସୁସ୍ଥତା ବିଶେଷ ଭଲ ରହିବ ନାହିଁ। ବିଭିନ୍ନ ସମସ୍ୟା ବିଜଡ଼ିତ ହେବା କାରଣରୁ ମାନସିକ ସ୍ଥିରତା ରହିବ ନାହିଁ। ଶୁକ୍ର ଓ ଚନ୍ଦ୍ରଙ୍କ ଷଡ଼ାଷ୍ଟକ ସ୍ଥିତି ପ୍ରଭାବରୁ ସମ୍ମୁଖରେ ଭଲ କହୁଥିବା ଲୋକଟି…

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୦ ତାରିଖ – Daily Horoscope

ମେଷ ଦୀର୍ଘଦିନରୁ ଅଟକି ରହିଥିବା କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି। ବନ୍ଧୁ ଗହଣରେ ବିଳାସ ଓ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବ। ବିବାଦୀୟ ଘଟଣାରେ ପାଟି ଖୋଲିବା ଠିକ୍‌ ହେବନାହିଁ। ପାଖ ପଡ଼ୋଶୀଙ୍କ ସହାୟତାରେ ଆର୍ଥିକ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ। ନିର୍ମାଣାଧୀନ କାମ ଶେଷ ପର୍ଯ୍ୟାୟରେ ପ୍ରତିବନ୍ଧକ ଦୂର ହେବ। କାଳେ କିଛି ଦେବାକୁ ପଡ଼ିବ, ଏହି ଭାବନାରେ ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। କର୍ମକ୍ଷେତ୍ରରେ କେତେକାଂଶରେ ସାଧାରଣ…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବନ୍ଧୁବର୍ଗଙ୍କ ସହଯୋଗ ଆପଣଙ୍କୁ ଅଗ୍ରଗତି କରାଇବ। ରାଶ୍ୟାଧିପଙ୍କ ବଳହୀନତା ହେତୁ ଦୈହିକ ଦୁର୍ବଳତା ସାଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ବ୍ୟସ୍ତ ଓ ବିବ୍ରତ କରାଇପାରେ। ସଠିକ୍‌ ବୁଝାମଣା ମାଧ୍ୟମରେ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଟଙ୍କା…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଧର୍ମଭାବରେ ଚନ୍ଦ୍ର ନୂତନ କର୍ମାରମ୍ଭ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁ ମିଳନ ପାଇଁ ଶୁଭ ହେବ। କିନ୍ତୁ ମତାନ୍ତର କିମ୍ବା ମନାନ୍ତରଜନିତ ମାନସିକ ଅଶାନ୍ତିର ଆଶଙ୍କା ରହିଛି। ତୃତୀୟାଧିପ ଶତ୍ରୁ ସ୍ଥାନସ୍ଥ ହେତୁ…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ଅଗ୍ରାଧିକାରଭିତ୍ତିରେ କରିବାକୁ ମନସ୍ଥ କରିବେ। ପାରିବାରିକ ସ୍ଥିତି ମନ୍ଦ ନ ହେଲେ ମଧ୍ୟ କେତେକ ଦୁଶ୍ଚିନ୍ତା ମାନସିକ ସ୍ଥିତିକୁ ଗମ୍ଭୀର କରିପାରେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ପଦକ୍ଷେପ ଗ୍ରହଣ କରି କୃତକାର୍ଯ୍ୟ ହେବେ। ଘରମାଲିକଙ୍କ…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ ସହକର୍ମୀଙ୍କ ସହାୟତା ଆପଣଙ୍କ କାମକୁ ସହଜ କରିବ। କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ ଆସି ପାରି ନ ଥିବା ଜିନିଷଟି ପାଇଁ ତର୍କ ଓ ବିବାଦ ବଢ଼ିପାରେ। କଚେରି ମାମଲାରେ…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷ ଯାତ୍ରା ଲାଭପ୍ରଦ ହେବ, ଲାଗିରହିଥିବା ବିବାଦୀୟ ଘଟଣାରେ ବିଜୟୀ ହେବେ, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ଯୋଗଦେଇପାରନ୍ତି। ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଦୀର୍ଘଦିନର ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ ମନ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ ଏବଂ କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେବେ। ଅବହେଳା କାରଣରୁ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ପ୍ରଶାସନ, ଆଇନ ଅଦାଲତ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?