Rasifala

ରାଶିଫଳ: ମଙ୍ଗଳବାର, ଫେବୃୟାରୀ ୯ ତାରିଖ– Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ ଅଟକିବ ନାହିଁ। କିନ୍ତୁ ସଭାସମିତିରେ ନିଜର ସୀମା ଭିତରେ ରହିବା ଭଲ ନତୁବା ସାଧାରଣ କଥାରେ ମଧ୍ୟ ସମସ୍ୟା ଆସିବ। ମଧ୍ୟାହ୍ନ ପରେ ପରେ ଦେଇଥିବା ଜିନିଷ ଫେରି ପାଇବେ…

ରାଶିଫଳ: ସୋମବାର, ଫେବୃୟାରୀ ୮ ତାରିଖ– Daily Horoscope

ମେଷ ଆଜି ଆପଣଙ୍କ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେବାର ପ୍ରଯତ୍ନ କରିବେ। ଅବଶ୍ୟ ଆବଶ୍ୟକତା ପୂରଣ ସକାଶେ ଧାରକରଜ ଲାଗି ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି। ଭ୍ରମଣଜନିତ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ପାଇଁ…

ରାଶିଫଳ: ରବିବାର, ଫେବୃୟାରୀ ୭ ତାରିଖ– Daily Horoscope

ମେଷ କୌଣସି ବିଶିଷ୍ଟବ୍ୟକ୍ତିଙ୍କ ସହାୟତା ଲାଭ କରିବାର ସୁଯୋଗ ପାଇବେ। ଆଜକୁ କେତେଦିନ ହେଲା ମନେ ମନେ ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସାମାଜିକ ସ୍ତରରେ ପ୍ରତିଯୋଗିତା…

ରାଶିଫଳ: ଶନିବାର, ଫେବୃୟାରୀ ୬ ତାରିଖ– Daily Horoscope

ମେଷ ଆଜି ସନ୍ତାନଙ୍କ ସ୍ବାସ୍ଥ୍ୟହାନି ଦୁଶ୍ଚିନ୍ତାକୁ ବଢାଇ ଦେଇପାରେ। ଅତି ନିକଟତର ବନ୍ଧୁଙ୍କ ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। କର୍ମକ୍ଷେତ୍ରରେ ସୁପରାମର୍ଶଦାତା ଭାବରେ ଆଦରଣୀୟା ହେବେ। ବୃଷ କାର୍ଯ୍ୟ ହାସଲ ନିମିତ୍ତ…

ରାଶିଫଳ: ଶୁକ୍ରବାର, ଫେବୃୟାରୀ ୫ ତାରିଖ– Daily Horoscope

ମେଷ ଆଜି କର୍ମକ୍ଷେତ୍ରର କିଛି ସମସ୍ୟା ନେଇ ଚିନ୍ତିତ ରହି ପାରନ୍ତି। ମିତ୍ରମାନେ ସୁବିଧାବାଦୀ ଭଳି କାମ କରିବେ, ଯାହାକି ଆପଣଙ୍କ ପାଇଁ ସମସ୍ୟା ସୃଷ୍ଟି କରିପାରେ। ସାଂସ୍କୃତିକ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ,…

ରାଶିଫଳ: ଗୁରୁବାର, ଫେବୃୟାରୀ ୪ ତାରିଖ– Daily Horoscope

ମେଷ ଶନି ଦୃଷ୍ଟ ଚନ୍ଦ୍ର ହେତୁ ସାମାଜିକ ସ୍ତରରେ ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ। ପାରିବାରିକ ସ୍ଥିତି, ଲୋକ ସମ୍ପର୍କ, ସଭାସମିତି, ସାହିତ୍ୟ ସଭା ପ୍ରଭୃତିରୁ ଖୁସି ରହିବେ। ସ୍ଥଗିତ କାମ ପାଇଁ ଘର ଲୋକଙ୍କୁ କୈଫିୟତ୍‌…

ରାଶିଫଳ: ବୁଧବାର, ଫେବୃୟାରୀ ୩ ତାରିଖ– Daily Horoscope

ମେଷ ଆଜି ଚନ୍ଦ୍ର ଓ ମଙ୍ଗଳଙ୍କ ଷଡାଷ୍ଟକ ସ୍ଥିତି କାରଣରୁ ମନ ଅନୁଯାୟୀ କାମ କରିପାରିବେ ନାହିଁ। ପ୍ରତ୍ୟୁଷ ଯାତ୍ରାରେ ଟେନ୍ସନ ଉପୁଜିଲେ ମଧ୍ୟ ମନୋବଳ ହେତୁ କର୍ମକ୍ଷେତ୍ରରେ ସମ୍ମାନିତ ହେବେ। ବିବାଦୀୟ ପରିସ୍ଥିତିର ମୁକାବିଲାରେ ସମର୍ଥ ହେବେ। ଶିଳ୍ପ, ବ୍ୟବସାୟ…

ରାଶିଫଳ: ମଙ୍ଗଳବାର, ଫେବୃୟାରୀ ୨ ତାରିଖ– Daily Horoscope

ମେଷ ସ୍ବଗୃହୀ ମଙ୍ଗଳ ହେତୁ ସ୍ବାସ୍ଥ୍ୟ ଭଲ ରହିବ ଏବଂ ପ୍ରତ୍ୟେକ କ୍ଷେତ୍ରରେ ସାହସିକ ପଦକ୍ଷେପରୁ କୃତକାର୍ଯ୍ୟ ହେବେ। ଯାନବାହନ, ହୋଟେଲ ଶିଳ୍ପ, ଛୋଟ ଦୋକାନ, ଆନୁଷ୍ଠାନିକ କାମ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ…

ରାଶିଫଳ: ସୋମବାର, ଫେବୃୟାରୀ ୧ ତାରିଖ– Daily Horoscope

ମେଷ ଆଜି ବୁଧ ଦୃଷ୍ଟ ଚନ୍ଦ୍ରଙ୍କ ଯୋଗୁ ପ୍ରତ୍ୟେକ କାର୍ଯ୍ୟର ପ୍ରାଥମିକ ସ୍ତରରେ ସମସ୍ୟା ଦେଖାଦେବାର ଆଶଙ୍କା ରହିଛି । ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇଲେ ମଧ୍ୟ ସମାଲୋଚନା ଶୁଣିବାକୁ ମିଳିବ । ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ…

ରାଶିଫଳ: ରବିବାର, ଜାନୁଆରୀ ୩୧ ତାରିଖ – Daily Horoscope

ମେଷ ଆଜି ନିକଟ ସମ୍ପର୍କୀୟଙ୍କ ଅନାଦର ଭାବ ମନକୁ ବ୍ୟଥିତ କରିବ। ଆଜକୁ କେତେଦିନ ହେଲା ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ। ଶିଳ୍ପ, ନିର୍ମାଣ, ବ୍ୟବସାୟ ଓ ବାଣିଜ୍ୟ ଏବଂ ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ଜାନୁଆରୀ ୩୦ ତାରିଖ – Daily Horoscope

ମେଷ ଆଜି ସାମଗ୍ରିକ ଦୃଷ୍ଟିକୋଣରୁ ଦିନଟି ସ୍ମରଣୀୟ ମନେହେବ। ସାମାଜିକ ସ୍ତରରେ ଏକାଧାରରେ ଅର୍ଥ, ସମ୍ମାନ, ଉପଢୌକନ, ସମ୍ବର୍ଦ୍ଧନା ପାଇବାର ଯୋଗ ରହିଛି। ପାରିବାରିକ ସମସ୍ୟାରେ ମନ ଭାରାକ୍ରାନ୍ତ ରହିପାରେ। ବନ୍ଧୁ ମିଳନ, ନୂତନ ବସ୍ତ୍ରାଭରଣ, ସୌଜନ୍ୟମୂଳକ ସାକ୍ଷାତାଲୋଚନା ମାନସିକ ସ୍ଥିତିକୁ…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୨୯ ତାରିଖ – Daily Horoscope

ମେଷ ଆଜି ସ୍ବଗୃହୀ ଚତୁର୍ଥଚନ୍ଦ୍ର ଯୋଗୁଁ ଦିନଟି ଖୁସିବାସିରେ କଟିଯିବ। ଜଣାଶୁଣା ବ୍ୟକ୍ତିଙ୍କ ନିକଟରୁ ସମ୍ମାନ ଓ ସଦିଛା ପାଇ ସବୁ ଦୁଃଖ ଭୁଲିଯିବେ। ଅର୍ଥ ପାଇବେ, କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ଅକୁହା କଥାକୁ ସହକର୍ମୀଙ୍କ ଆଗରେ ବଖାଣି ସମସ୍ୟାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri