Rasifala

ରାଶିଫଳ: ଗୁରୁବାର, ଜାନୁଆରୀ ୨୮ ତାରିଖ – Daily Horoscope

ମେଷ ଦ୍ୱିଜା ନକ୍ଷତ୍ର ଆଜି କେବଳ କଅଁଳିଆ କଥା କହି ପରକୁ ଆପଣାର କରିପାରିବେ। ଟଙ୍କା,ପଇସାର ଅଭାବ ରହିବ ନାହିଁ କିନ୍ତୁ ବନ୍ଧୁମାନଙ୍କ ଖାପଛଡା କଥା ମନକୁ ବାଧିବ। ବ୍ୟବସାୟ, ନିର୍ମାଣ, ଆନୁଷ୍ଠାନିକ କାମ, ବିବାଦୀୟ ଘଟଣା ଓ ସଭାସମିତି, ଅର୍ଥ…

ରାଶିଫଳ: ବୁଧବାର, ଜାନୁଆରୀ ୨୭ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ କୌଣସି ପ୍ରତିରୋଧ କିମ୍ବା ପ୍ରତିବନ୍ଧକ ଆପଣଙ୍କୁ ଅଟକାଇ ପାରିବ ନାହିଁ। ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କାରୁ ମୁକ୍ତି ପାଇପାରିବେ ନାହିଁ। ନବମସ୍ଥ ଶୁକ୍ରଙ୍କ ପ୍ରଭାବରୁ ପରିବହନ, ବ୍ୟବସାୟ ଭଲରେ ଚାଲିବ। କ୍ରୀଡା, ଚଳଚ୍ଚିତ୍ର,…

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୬ ତାରିଖ – Daily Horoscope

ମେଷ ମାନସିକ ସ୍ବାସ୍ଥ୍ୟ ଭଲ ନ ରହିଲେ ମଧ୍ୟ ପାରିବାରିକ ପରିସ୍ଥିତି ପୂର୍ବପରି ରହିବ। ଅତ୍ୟଧିକ ଖର୍ଚ୍ଚ ରୋକିବା ପାଇଁ ଚେଷ୍ଟିତ ହେବେ। ଆଲୋଚନା ପରିସରରେ ବନ୍ଧୁମାନଙ୍କ ସହ ଯୁକ୍ତିତର୍କ କରିବା ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ସ୍ଥଗିତ ରହିଯାଇଥିବା ଆନୁଷ୍ଠାନିକ…

ରାଶିଫଳ: ସୋମବାର, ଜାନୁଆରୀ ୨୫ ତାରିଖ – Daily Horoscope

ମେଷ କର୍ମସ୍ଥ ରାଜଯୋଗର ସୁପ୍ରଭାବରେ ଆପଣ କଳ୍ପନା କରି ନ ଥିବା ମର୍ଯ୍ୟାଦାଜନକ ସ୍ଥିତିରେ ପହଞ୍ଚିଯିବେ। ପାରିବାରିକ କ୍ଷେତ୍ର ମଧ୍ୟମ ପ୍ରକାର ରହିବା ସ୍ଥଳେ ସାମାଜିକ ଜୀବନ ଉନ୍ନତତର ହେବ । ଅର୍ଥନୈତିକ ଅଭିବୃଦ୍ଧି, କଥନଶୈଳୀର ଲାଳିତ୍ୟ, ଲୋକପ୍ରିୟତା ବୃଦ୍ଧି ପାଇବ।…

ରାଶିଫଳ: ରବିବାର, ଜାନୁଆରୀ ୨୪ ତାରିଖ – Daily Horoscope

ମେଷ ଆଜି ଆପଣ ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା, ଆଦର ପାଇ ମନର ଦୁଃଖକୁ ମନେପକାଇପାରିବେ ନାହିଁ। ତଥାପି କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲ୍‌ରୁ କିମ୍ବା ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଆନୁଷ୍ଠାନିକ କାମ କିମ୍ବା ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି।…

ରାଶିଫଳ: ଶନିବାର, ଜାନୁଆରୀ ୨୩ ତାରିଖ – Daily Horoscope

ମେଷ କର୍ମଭାବରେ ଚାରୋଟି ଗ୍ରହ ଦ୍ୱାରା ସୃଷ୍ଟି ହୋଇଥିବା ରାଜଯୋଗ ସାମଗ୍ରିକ ଦୃଷ୍ଟିକୋଣରୁ ସଫଳତା ଆଣିଦେବ। ଧନ ସ୍ଥାନରେ ରାହୁଯୁକ୍ତ ଚନ୍ଦ୍ର କାରଣରୁ ଧନହାନିଜନିତ ମନସ୍ତାପ କରିପାରନ୍ତି। ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ସାମାଜିକ ସ୍ତରରେ ମନ ଭୁଲାଣିଆ…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୨୨ ତାରିଖ – Daily Horoscope

ମେଷ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡିକ ବିଶୃଙ୍ଖଳିତ ହୋଇଯିବାର ଆଶଙ୍କା ରହିଛି। ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ ପରକଥା ଶୁଣି ମାନସିକ ଶାନ୍ତି ବ୍ୟାହତ ହୋଇପାରେ। କର୍ମକ୍ଷେତ୍ରରେ ମାନସିକ ଚାପ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ରହିବାକୁ ପଡିବ। ପାରିବାରିକ ସମସ୍ୟାକୁ…

ରାଶିଫଳ: ଗୁରୁବାର, ଜାନୁଆରୀ ୨୧ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିମାନଙ୍କ ସଂସ୍ପର୍ଶରେ ଆସି ସମ୍ମାନ, ପ୍ରତିଷ୍ଠା ଲାଭ କରିବେ। ଉଚ୍ଚଶିକ୍ଷା, ସନ୍ତାନଙ୍କ ସମସ୍ୟା ସମାଧାନ ଓ ବନ୍ଧୁ ସହ ଆଲୋଚନା କ୍ଷେତ୍ରରେ ସମସ୍ୟା ଆସିପାରେ। ଭଲ କଥା କହିଲେ ମଧ୍ୟ ତାହାକୁ ଅନ୍ୟମାନେ ଭିନ୍ନାର୍ଥରେ ଗ୍ରହଣ କରିପାରନ୍ତି।…

ରାଶିଫଳ: ବୁଧବାର, ଜାନୁଆରୀ ୨୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ । ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପ ଓ ଛୋଟ ଦୋକାନ କାରବାରରୁ ଭଲ ଫଳ ମିଳି ନ ପାରେ । କିନ୍ତୁ ଆନୁଷ୍ଠାନିକ କାମରେ ଦୃଢ଼ ପଦକ୍ଷେପ ନେଇପାରନ୍ତି ।…

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୧୯ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ଅର୍ଥ ସମ୍ବନ୍ଧୀୟ କୌଣସି କଥା ବନ୍ଧୁଙ୍କ ନିକଟରୁ ଶୁଣିବାକୁ ପାଇ ଉଲ୍ଲସିତ ହେବେ। ଅନ୍ୟର କଥାରେ ପ୍ରଭାବିତ ହୋଇ କିମ୍ବା ସତର୍କତାର ସହ କାମ ନ କଲେ ଫସିଯାଇ…

ରାଶିଫଳ: ସୋମବାର, ଜାନୁଆରୀ ୧୮ ତାରିଖ – Daily Horoscope

ମେଷ ପୂର୍ବସମସ୍ୟା ଆଜି ହଠାତ୍ ସମାଧାନ ହୋଇଯିବ। କୃତ୍ତିକା ନକ୍ଷତ୍ରରେ ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । ବନ୍ଧୁଙ୍କ ସହାୟତାରେ ପରିବହନ ଓ ପାରିବାରିକ ସମସ୍ୟା ରହିବ ନାହିଁ । ଆର୍ଥିକ, ସାମାଜିକ ଓ ବୈଷୟିକ କ୍ଷେତ୍ରରେ ଉପକୃତ…

ରାଶିଫଳ: ରବିବାର, ଜାନୁଆରୀ ୧୭ ତାରିଖ – Daily Horoscope

ମେଷ କୌଣସି ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଂକଟ ଲାଗି ରହିଥିଲେ ମଧ୍ୟ ନୂତନ ଯୋଜନା ଆରମ୍ଭ ସକାଶେ ମନ ବଳାଇବେ। ସମ୍ପର୍କୀୟମାନେ କାଳେ ଦେବାକୁ ପଡିବ, ଏହି ଚିନ୍ତାରେ ପାଖ ମାଡିବେ ନାହିଁ। ମହିଳାମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri