Rasifala

ରାଶିଫଳ: ଶନିବାର, ଜାନୁଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଏକାଦଶ ଚନ୍ଦ୍ର ସଙ୍ଗକୁ କର୍ମସ୍ଥଗ୍ରହ ପ୍ରଭାବରୁ ଅଟକି ରହିଥିବା କାମ ସମ୍ପନ୍ନ କରିପାରିବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ କିନ୍ତୁ ଶନି କ୍ଷେତ୍ରସ୍ଥ ଚନ୍ଦ୍ର ହେତୁ ମାନସିକ ସ୍ଥିରତା ରହି ନ ପାରେ। ଜମିଜମା, କଳ କାରଖାନା, ଜଳ, ତୈଳ…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୧୫ ତାରିଖ – Daily Horoscope

ମେଷ ଆଜିର ଗ୍ରହପ୍ରଭାବରେ ଅନୁକୂଳ ପରିବେଶ କାମ ହାସଲ କରିବାରେ ସାହାଯ୍ୟ କରିବ। ଚନ୍ଦ୍ର ସମାଗମସ୍ଥ ହେତୁ କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁ ଅନୁତପ୍ତ ହେବେ। ପ୍ରତୀକ୍ଷିତ ବନ୍ଧୁଟି ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ ପାଖରେ ପହଞ୍ଚିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ…

ରାଶିଫଳ: ଗୁରୁବାର, ଜାନୁଆରୀ ୧୪ ତାରିଖ – Daily Horoscope

ମେଷ ଆଜିର କାଳସର୍ପ ଯୋଗ ବିଭିନ୍ନ କ୍ଷେତ୍ରରେ ସମସ୍ୟା ସୃଷ୍ଟିର କାରଣ ହୋଇପାରେ। ଦ୍ୱିଜା ନକ୍ଷତ୍ର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନାଟିଏ କରିବା ସକାଶେ ମନ ବଳାଇ କାମରେ ଲାଗି ପାରନ୍ତି।…

ରାଶିଫଳ: ବୁଧବାର, ଜାନୁଆରୀ ୧୩ ତାରିଖ – Daily Horoscope

ମେଷ ଆଜି ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ କାମ ତ୍ୱରାନ୍ବିତ କରିପାରିବେ। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ, ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ପ୍ରଶାସନ, ଆଇନ ଅଦାଲତ, ସଭା ସମିତି ଓ ରପ୍ତାନି…

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୧୨ ତାରିଖ – Daily Horoscope

ମେଷ କର୍ମାଧିପ ବ୍ୟୟାଧିପ ଯୁକ୍ତ ହେତୁ ସବୁ ସୁବିଧା ଥାଇ ମଧ୍ୟ ବିନା ଖର୍ଚ୍ଚରେ କିଛି କରିପାରିବେ ନାହିଁ। ଯାତ୍ରା କରିବେ କିନ୍ତୁ ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯାଇପାରେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବ।…

ରାଶିଫଳ: ସୋମବାର, ଜାନୁଆରୀ ୧୧ ତାରିଖ – Daily Horoscope

ମେଷ ମଙ୍ଗଳଙ୍କ ରାଶ୍ୟାବସ୍ଥାନ ଯୋଗୁ ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିଲେ ମଧ୍ୟ କେତୁ ଯୁକ୍ତ ଚନ୍ଦ୍ର ମାନସିକ ଅଶାନ୍ତିର କାରଣ ହେବ । ଶନି ପ୍ରଭାବରୁ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ଅଭାବବୋଧ ଦୂରୀକରଣ ସକାଶେ ଧାରକରଜ କରି କାମ ଚଳାଇ…

ରାଶିଫଳ: ରବିବାର, ଜାନୁଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଘରର କଥା ହେଉ କିମ୍ବା ଅଫିସିଆଲି କାମରେ, ଅଟକି ରହିଥିବା କାମ ସମ୍ପନ୍ନ କରିବେ। ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ, ମରାମତି, ଯାନ୍ତ୍ରିକ ଜନିଷ କିଣା ବିକା ସବୁ କିଛି ପାଇଁ ଭଲ। ପଡ଼ୋଶୀ, ସହକର୍ମୀ, ଭାଇଭଉଣୀ ସହ…

ରାଶିଫଳ: ଶନିବାର, ଜାନୁଆରୀ ୯ ତାରିଖ – Daily Horoscope

ମେଷ ଆଜି କୌଣସି ବନ୍ଧୁଙ୍କୁ ଦେଖିବା ପାଇଁ ମନ ଛଟପଟ ହେବ। କର୍ମକ୍ଷେତ୍ରରେ ଲଘୁକ୍ରୋଧ ଓ କଠୋର ବାକ୍ୟାଳାପରୁ ହାତ ମୁଠାରୁ ସୁଯୋଗ ଖସିଯିବ। ପ୍ରଶାସନ, ସଭାସମିତି, ନିର୍ମାଣ, ଆଇନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ପାରିବାରିକ କ୍ଷେତ୍ରରେ ସହମତି…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୮ ତାରିଖ – Daily Horoscope

ମେଷ ଆଜି ରାହୁଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ବିଭିନ୍ନ ସମସ୍ୟା ନେଇ ମାନସିକ ସ୍ଥିତି ଭଲ ରହିବନି। ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ମତାନ୍ତର ସୃଷ୍ଟିହେବ। ଯେଉଁ ବନ୍ଧୁମାନେ ପାଖ ମାଡୁ ନ ଥିଲେ ଆଜି ସେହିମାନେ ନିଜ ତରଫରୁ ମିଶିବାକୁ…

ରାଶିଫଳ: ଗୁରୁବାର, ଜାନୁଆରୀ ୭ ତାରିଖ – Daily Horoscope

ମେଷ ଆଜି ପାରିବାରିକ କ୍ଷେତ୍ରରେ ସମସ୍ୟା ଲାଗିରହିବା କାରଣରୁ ମାନସିକ ସ୍ଥିରତା ରହି ନ ପାରେ। ପଡ଼ୋଶୀ କିମ୍ବା ସହକର୍ମୀମାନେ ସାଧାରଣ କଥାରେ ବିରକ୍ତି ପ୍ରକାଶ କରିପାରନ୍ତି। କର୍ମକ୍ଷେତ୍ରରେ ସଦସ୍ୟମାନଙ୍କ ଉପରେ ବୃଥା ସନ୍ଦେହ କଲେ ଅସୁବିଧାରେ ପଡ଼ିବେ। ଋଣଭାର ପରିଶୋଧ…

ରାଶିଫଳ: ବୁଧବାର, ଜାନୁଆରୀ ୬ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ପରିବାରରେ ଆକସ୍ମିକ କଳହ ଲାଗିବାର ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ପୁଞ୍ଜିଲଗାଣ ପାଇଁ ଦିନଟି ବହୁତ ଭଲ। ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ…

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିବ। ସାମାଜିକସ୍ତରରେ କାମ ହାସଲ ସକାଶେ ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରିବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, ପରିବହନରେ ସାମାନ୍ୟ ଶିଥିଳତା ଦେଖାଦେବ। ପାରିବାରିକ କ୍ଷେତ୍ର ଓ ଆର୍ଥିକ ସ୍ଥିତି ପ୍ରାୟତଃ ପୂର୍ବପରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri