Rasifala

ରାଶିଫଳ: ସୋମବାର, ଜାନୁଆରୀ ୪ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ସିଂହରାଶିରେ ରହି ଲାଭ ସ୍ଥାନକୁ ଦେଖୁଥିବାରୁ ପଦସ୍ଥବ୍ୟକ୍ତିଙ୍କ ଦ୍ୱାରା କାର୍ଯ୍ୟସିଦ୍ଧି ଘଟିବ। କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସକାଶେ ଘରକୁ ବନ୍ଧୁ ଆଗମନ ଘଟିବ। ସଭାସମିତିରେ ସୀମା ଭିତରେ ନ ରହିଲେ ସାଧାରଣ କଥାରେ ସମସ୍ୟା ଆସିବ। ପାରିବାରିକ…

ରାଶିଫଳ: ରବିବାର, ଜାନୁଆରୀ ୩ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ କର୍ମାଧିପ ଶତ୍ରୁ ନକ୍ଷତ୍ରରେ ଥିବାରୁ ସୁବିଧାରେ କାମ ସମ୍ପନ୍ନ ହେବନାହିଁ। ପାରିବାରିକ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ପଦସ୍ଥ ବ୍ୟକ୍ତିଙ୍କ ସହାୟତାରେ ଶିଳ୍ପ,…

ରାଶିଫଳ: ଶନିବାର, ଜାନୁଆରୀ ୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ କଥା ବନ୍ଧୁଙ୍କ ମନରେ ଦୁଃଖ ଦେବ। ପରିବାର ସଦସ୍ୟଙ୍କ ପୁରାତନ ରୋଗ ଯୋଗୁ ମାନସିକ ସୁସ୍ଥତା ହରାଇପାରନ୍ତି। ନିଜ ପରିସରରେ ରହୁଥିବା ଲୋକମାନେ ଅସୁବିଧାରେ ପକାଇ ବିଫଳ ହେବେ। ଶିଳ୍ପ, ବାଣିଜ୍ୟ,…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୧ ତାରିଖ – Daily Horoscope

ମେଷ ନୂଆ ବରଷର ନୂଆ ସକାଳରେ ଅନୁକୂଳ ଗ୍ରହସ୍ଥିତି ପାରିବାରିକ ସୁଖ, ଶରଧା ଓ ଆନନ୍ଦ ପ୍ରଦାନ କରିବ। କର୍ମାଧିପତି ଶନିଙ୍କ ପ୍ରାଧାନ୍ୟରୁ କର୍ମକ୍ଷେତ୍ରରେ ମର୍ଯ୍ୟାଦାଜନକ ସ୍ଥିତିରେ ରହିବେ। କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରର ମାଦକତାକୁ ଉପଭୋଗ କରିବେ। ଉନ୍ନତ…

ରାଶିଫଳ: ଗୁରୁବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟୁଷ ଯାତ୍ରା, ମାଙ୍ଗଳିକ କାମରେ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁନ୍ଦର ଓ ସୁମଧୁର ହୋଇଉଠିବ। ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦିଚ୍ଛା ଲାଭ କରିବେ। ରହିଯାଇଥିବା କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। ଦ୍ୱିଜା…

ରାଶିଫଳ: ବୁଧବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ଘରର ବାକି ରହିଥିବା କାମକୁ ଅଗ୍ରାଧିକାର ଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ବାଧ୍ୟ ହେବେ। ପୂର୍ବ ସ୍ଥିରୀକୃତ ଯାନ ବାହନ, ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ ମନ ବଳାଇପାରନ୍ତି। ଅଭାବ ନ ଥିଲେ ମଧ୍ୟ ଧାରକରଜ କରିପାରନ୍ତି। କିଛି…

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଶନି ଓ ଗୁରୁଦୃଷ୍ଟ ତୃତୀୟଭାବ ହେତୁ ଅତି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇବେ। କର୍ମକ୍ଷେତ୍ରରେ ବହୁତ ଦାୟିତ୍ୱ ହାତକୁ ନେବାକୁ ପଡ଼ିବ। ମନେ ମନେ ଭାବୁଥିବା…

ରାଶିଫଳ: ସୋମବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଆଜିର ରାହୁ ଯୁକ୍ତ ଚନ୍ଦ୍ର ଧନସ୍ଥାନରେ ଧନହାନି ସହ କଳହକୁ ନିମନ୍ତ୍ରଣ କରିବ । ନିଜର ସମ୍ପର୍କୀୟ ମାନଙ୍କ ଦ୍ୱାରା କୌଣସି ସମସ୍ୟା ବିଷୟରେ ଚିନ୍ତିତ ରହିପାରନ୍ତି । ବନ୍ଧୁ ଦେଇଥିବା ପ୍ରତିଶ୍ରୁତି ଉପରେ ପୂର୍ଣ୍ଣ ଭରସା କରି ମନସ୍ତାପ…

ରାଶିଫଳ: ରବିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ସ୍ବଗୃହୀ ମଙ୍ଗଳ ହେତୁ ଆପଣଙ୍କୁ ସାମଗ୍ରିକ ସୁଖସୁବିଧା ସଙ୍ଗକୁ ଅର୍ଥ ଓ ସମ୍ମାନ ମିଳିବ। ସଭାସମିତିରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ମିଳିବ। ଦୀର୍ଘଦିନ ହେଲା ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ। ଅଫିସ୍‌ରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ…

ରାଶିଫଳ: ଶନିବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜି କେନ୍ଦ୍ର ଓ କୋଣସ୍ଥାନରେ ଛଅଟି ଗ୍ରହ ଅବସ୍ଥାନ କରିଥିବାରୁ ପ୍ରତ୍ୟେକ କ୍ଷେତ୍ର୍ରରେ ଅନୁକୂଳ ବାତାବରଣ ସୃଷ୍ଟିହେବ। ପରିବହନ, ବାଣିଜ୍ୟରେ କିଛି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ସଭାସମିତି ଓ ସଂଗଠନ କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି। ପାରିବାରିକ ଜୀବନରେ ଉତ୍‌ଥାନ…

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଚନ୍ଦ୍ରମଙ୍ଗଳ ଯୋଗ ଆପଣଙ୍କୁ ବନ୍ଧୁମିଳନ ସହ ଅର୍ଥ, ଉଚ୍ଚସମ୍ମାନ ପ୍ରଦାନ କରିବ। ଆଶା କରିଥିବା କାର୍ଯ୍ୟଟିରେ ସଫଳତା ସକାଶେ ବହୁତ ଶ୍ରମ ସ୍ବୀକାର କରିବାକୁ ପଡ଼ିପାରେ। ଆନୁଷଙ୍ଗିକ ସୁବିଧା ସୁଯୋଗ ପାଇ ସାଙ୍ଗଠନିକ କାର୍ଯ୍ୟକୁ ତ୍ୱରାନ୍ବିତ କରିପାରିବେ। ପିଲାଙ୍କ କଥା…

ରାଶିଫଳ: ଗୁରୁବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ଆଜି ଜନ୍ମ ଚନ୍ଦ୍ର ହେତୁ ଯାତ୍ରା, ବିବାଦ, ଗୃହାରମ୍ଭ କେତେକାଂଶରେ ବାଧାପ୍ରାପ୍ତ ହେବ । ବନ୍ଧୁମାନଙ୍କ ସହ କୌଣସି ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି । ଶେଷ ସମୟରେ କୌଣସି ସୁଯୋଗ ପାଇ ମଧ୍ୟ ହରାଇବାକୁ ପଡ଼ିପାରେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri