Rasifala

ରାଶିଫଳ: ବୁଧବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ଚନ୍ଦ୍ରମଙ୍ଗଳଙ୍କ ସଂଯୋଗରୁ ଭଲ ରହିବ। ଯାନବାହନ ଚଳାଚଳରେ, ଆଲୋଚନା କ୍ଷେତ୍ରରେ ଓ ବ୍ୟବସାୟିକ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଅଫିସରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଓ ସମ୍ମାନ ଅକ୍ଷୁଣ୍ଣ ରହିବ। ଆଇନ ଅଦାଲତ…

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ର ଗତକାଲି ଯେଉଁଥି ପାଇଁ ଚିନ୍ତା କରୁଥିଲେ ଆଜି ତାହା ବିଳମ୍ବରେ ମିଳିବ। କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ଭାଙ୍ଗି ପଡ଼ିଥିବା ପାରିବାରିକ ସମ୍ପର୍କ ଯୋଡ଼ି ହୋଇଯିବ। ପରିସ୍ଥିତିକୁ ସରଳ…

ରାଶିଫଳ: ସୋମବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଆଜି ଆଂଶିକ କାଳସର୍ପଯୋଗ ଆପଣଙ୍କୁ ସ୍ବାସ୍ଥ୍ୟ ଓ ଅର୍ଥ ସମ୍ପର୍କୀୟ ବ୍ୟତିକ୍ରମ ମାଧ୍ୟମରେ ଚିନ୍ତିତ କରାଇପାରେ । ଘର ଅପେକ୍ଷା ବାହାର ଲୋକଙ୍କ ସକାଶେ ବିଶେଷ ସମୟ ନେଇପାରନ୍ତି । କାର୍ଯ୍ୟଗୁଡିକ ତ୍ୱରାନ୍ବିତ ହେବା ବଦଳରେ ଆକସ୍ମିକ ଭାବେ ଅଟକି…

ରାଶିଫଳ: ରବିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଆଜି କେନ୍ଦ୍ରସ୍ଥାନରେ ଗୁରୁ ଓ ଶନିଙ୍କ ପ୍ରଭାବରୁ ସବୁ କାମ ସହଜରେ ସାଧନ ହେବ। ଗତକାଲିର ଟେନ୍‌ସନ କିଛି ମାତ୍ରାରେ କମିଯିବ ଏବଂ ଅଫିସ୍‌ରେ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ରାହୁଙ୍କ କୁପ୍ରଭାବରୁ ବ୍ୟବହାରରେ ସଂଯମତା ନ ରଖିଲେ କଳହର…

ରାଶିଫଳ: ଶନିବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ଦ୍ୱିଜା ନକ୍ଷତ୍ର ପରିବାର ସକାଶେ ଅଳ୍ପ ଖର୍ଚ୍ଚରେ ଆବଶ୍ୟକତା ପୂରଣ କରିନେବେ। ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ…

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ଆଜି ଦଶମ ଚନ୍ଦ୍ର ହେତୁ ପ୍ରତ୍ୟେକ ଦିଗରୁ ଲାଭବାନ୍ ହେବେ ଓ ଯାହା ଖୋଜୁଛନ୍ତି ତାହା ପାଇବେ। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ବିବାଦୀୟ ପରିସ୍ଥିତିରେ ଉପସ୍ଥିତ ବୁଦ୍ଧି ଖଟାଇ…

ରାଶିଫଳ: ଗୁରୁବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କର୍ମସ୍ଥଚନ୍ଦ୍ର ଗୁରୁଶୌରୀ ସଂଯୋଗରୁ ଯାହା ଚାହୁଁଛନ୍ତି ତାହା ଅବଶ୍ୟ ପାଇବେ। ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନାଟିଏ କରିବା ସକାଶେ ମନ ବଳାଇ କାମରେ ଲାଗି ପାରନ୍ତି। ମାତ୍ର ନିର୍ମାଣାଧୀନ…

ରାଶିଫଳ: ବୁଧବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜି ସକାଳୁ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ହୋଇଯିବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଯୋଗିତାରେ ସଫଳତା ଯୋଗୁ କେତେକାଂଶରେ ମନକୁ ବୁଝାଇବାରେ ସମର୍ଥ ହେବେ। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା…

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜି ଯେକୌଣସି କ୍ଷେତ୍ରରେ ଯଦି ତରବରିଆ ପଦକ୍ଷେପ ନେବେ ତେବେ ବେଶି ହଇରାଣ ହେବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଶାରୀରିକ ପରିଶ୍ରମଜନିତ କ୍ଲାନ୍ତି ଅନୁଭବ କରିପାରନ୍ତି। ବୃଷ…

ରାଶିଫଳ: ସୋମବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ । ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ତିକ୍ତତାର ସମାପ୍ତି…

ରାଶିଫଳ: ରବିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଆଜି ସକାଳୁ ମନରେ ଉତ୍ସାହ ଓ ଉଦ୍ଦୀପନାର ସହ ଯାତ୍ରା ଓ ବନ୍ଧୁମିଳନଜନିତ ଦିନଟି ଉପଭୋଗ୍ୟ ରହିବ। ପାରିବାରିକ ଓ କର୍ମ କ୍ଷେତ୍ରର ପରିସ୍ଥିତି ଅନୁକୂଳ ରହିବ। ଅର୍ଥଲାଭ, ଶାରୀରିକ ସୁସ୍ଥତା ଓ ବନ୍ଧୁଙ୍କ ସୁପରାମର୍ଶ ମନୋବଳ ବୃଦ୍ଧି କରିବ।…

ରାଶିଫଳ: ଶନିବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ଆଜି ନିକଟ ସମ୍ପର୍କୀୟଙ୍କ ଅସହଯୋଗ ବାଧକ ସାଜିପାରେ କିନ୍ତୁ କାର୍ଯ୍ୟଟି ଯଥାବିଧି ନିର୍ଦ୍ଦିଷ୍ଟ ସମୟରେ ସମ୍ପନ୍ନ ହେବ। ବନ୍ଧୁଙ୍କ ଦ୍ୱାରା ପ୍ରଭାବିତ ହୋଇ ଅର୍ଥ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri