Rasifala

ରାଶିଫଳ: ଶନିବାର, ଜାନୁଆରୀ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହଚକ୍ରର ଅନୁକୂଳତା କର୍ମକ୍ଷେତ୍ର, ପାରିବାରିକ ଏବଂ ସାମାଜିକ ଦିଗକୁ ଋଦ୍ଧିମନ୍ତ କରିବ। ଶିଳ୍ପ, ନିର୍ମାଣ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ। ଆନୁଷ୍ଠାନିକ କାମରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପଦସ୍ଥ ବ୍ୟକ୍ତିଙ୍କ ଦ୍ୱାରା ଉଚ୍ଚ ପ୍ରଶଂସିତ ହେବେ।…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୩୦ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ଯାତ୍ରା, ବାଣିଜ୍ୟ, ପାରିବାରିକ ସୁଖ, ସମୃଦ୍ଧିକୁ ଋଦ୍ଧିମନ୍ତ କରିବ। ଏପରି କି ଏକାଧାରରେ ଅର୍ଥ, ସମ୍ମାନ, ସ୍ବାଗତ, ସମ୍ବର୍ଦ୍ଧନା ପାଇବାର ଯୋଗ ରହିଛି। ପାରିବାରିକ ସମସ୍ୟାରେ ମନ ଭାରାକ୍ରାନ୍ତ ରହିପାରେ। ବନ୍ଧୁମିଳନ, ନୂତନ ବସ୍ତ୍ରାଭରଣ, ସୌଜନ୍ୟମୂଳକ ସାକ୍ଷାତାଲୋଚନା…

ରାଶିଫଳ: ଗୁରୁବାର, ଜାନୁଆରୀ ୨୯ ତାରିଖ – Daily Horoscope

ମେଷ ଆପଣଙ୍କ ସହ ସବୁସମୟରେ ମିଶୁଥିବା ବନ୍ଧୁମାନେ ମୁହଁ ସାମ୍ନାରେ ମିଠାକଥା କହି ପଛରେ ଓଲଟା କଥା କହିବୁଲିବେ। କର୍ମାରମ୍ଭ ସକାଶେ ବିଜାତୀୟ ବନ୍ଧୁଙ୍କ ସହାୟତାରେ ଅର୍ଥ ପାଇବେ। କର୍ମକ୍ଷେତ୍ରରେ ଅକୁହା କଥାକୁ ସହକର୍ମୀଙ୍କ ଆଗରେ ବଖାଣି ବସି ସମସ୍ୟାକୁ ନିମନ୍ତ୍ରଣ…

ରାଶିଫଳ: ବୁଧବାର, ଜାନୁଆରୀ ୨୮ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁ ନକ୍ଷତ୍ରରେ ଅବସ୍ଥାନ କରି ଭୁଲ୍‌ ବୁଝାମଣାରୁ ପାରିବାରିକ କିମ୍ବା ବନ୍ଧୁଙ୍କ ସହ ମନାନ୍ତର ସୃଷ୍ଟି କରିବ। ସମ୍ପର୍କୀୟଙ୍କ ବେପରୁଆ କଥା ମନକୁ ବାଧିବ। ବ୍ୟବସାୟ, ନିର୍ମାଣ, ଆନୁଷ୍ଠାନିକ କାମ, ବିବାଦୀୟ ଘଟଣା, ସଭାସମିତି, ଅର୍ଥ ସମ୍ପର୍କ…

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୭ ତାରିଖ – Daily Horoscope

ମେଷ ଆଜିର ଶ୍ରୀଚନ୍ଦ୍ର ଆପଣଙ୍କ ବୈଷୟିକ ଅଭିବୃଦ୍ଧି ସହିତ କୈାଣସି ପ୍ରତିରୋଧ ଆପଣଙ୍କୁ ଅଟକାଇ ପାରିବ ନାହିଁ। ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି। ଶିଳ୍ପ, ପ୍ରକଳ୍ପ କାର୍ଯ୍ୟ, ପରିବହନ, ବାଣିଜ୍ୟ ଭଲରେ ଚାଲିବ। କ୍ରୀଡ଼ା,ଚଳଚ୍ଚିତ୍ର,ସଙ୍ଗୀତ ତଥା ପ୍ରତିଯୋଗିତା…

ରାଶିଫଳ: ସୋମବାର, ଜାନୁଆରୀ ୨୬ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରସ୍ଥ ଚନ୍ଦ୍ର ଦୈହିକ ଓ ମାନସିକ ସୁସ୍ଥତା ରକ୍ଷା କରିବାରେ ଅସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ଅତ୍ୟଧିକ ଖର୍ଚ୍ଚ ଟେନ୍‍ସନର କାରଣ ହେବ। କୃତୀ ଓ କୃତିତ୍ୱ ପୃଷ୍ଠଭୂମିରେ ବନ୍ଧୁଙ୍କ ଦ୍ୱାରା ପ୍ରଶଂସିତ ହେବେ। ଅବହେଳାବଶତଃ ସ୍ଥଗିତ…

ରାଶିଫଳ: ରବିବାର, ଜାନୁଆରୀ ୨୫ ତାରିଖ – Daily Horoscope

ମେଷ କର୍ମସ୍ଥାନରେ ଉଚ୍ଚସ୍ଥ ମଙ୍ଗଳ ରାଜଯୋଗ ମଧ୍ୟସ୍ଥ ଯୋଗୁ ଆପଣଙ୍କୁ ମର୍ଯ୍ୟାଦାଜନକ ସ୍ଥିତିରେ ଆସୀନ କରାଇପାରେ। ହସଖୁସିରେ ପାରିବାରିକ ଜୀବନ କଟାଇବେ। ଅର୍ଥନୈତିକ ଅଭିବୃଦ୍ଧି , କଥନଶୈଳୀର ଲାଳିତ୍ୟ, ଲୋକପ୍ରିୟତା ଦ୍ୱାରା ସାମାଜିକ ଜୀବନ ଉନ୍ନତ ରହିବ। ଈର୍ଷାପରାୟଣ ଆତ୍ମୀୟ ସ୍ୱଜନମାନେ…

ରାଶିଫଳ: ଶନିବାର, ଜାନୁଆରୀ ୨୪ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ସହିତ ଚନ୍ଦ୍ରଙ୍କ ସଂଯୋଗ ଯୋଗୁ ବନ୍ଧୁ ପରିଜନ ସ୍ନେହ, ଶ୍ରଦ୍ଧା ଆଦର ପାଇ ଦୁଃଖ ଭୁଲିଯିବେ। କର୍ମକ୍ଷେତ୍ରରେ ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହେବ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍‍ବୁଦ୍ଧ ହେବା ସଙ୍ଗେ ସଙ୍ଗେ ସତ୍‍ସଙ୍ଗର ସୁଯୋଗ ପାଇବେ। ସ୍ବାମୀ/ସ୍ତ୍ରୀଙ୍କ…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୨୩ ତାରିଖ – Daily Horoscope

ମେଷ ଆଜି ବୁଝାମଣା ଅଭାବରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଦ୍ୱିଜା ନକ୍ଷତ୍ର ସାମାଜିକ ସ୍ତରରେ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ସନ୍ତୋଷଜନକ ଫଳ ପାଇପାରିବେ। ଆନୁଷ୍ଠାନିକ କାମ,…

ରାଶିଫଳ: ଗୁରୁବାର, ଜାନୁଆରୀ ୨୨ ତାରିଖ – Daily Horoscope

ମେଷ ଆଜି ରାହୁ ନକ୍ଷତ୍ରସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ବନ୍ଧୁଙ୍କ ନିକଟରେ ମନକଥା କହିପାରିବେ ନାହିଁ। ସାମାନ୍ୟ ଭୁଲ୍‌ରୁ ଆଜିର କାମଗୁଡ଼ିକ ବିଶୃଙ୍ଖଳିତ ହୋଇଯିବ। ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ ପରକଥା ଶୁଣି ମାନସିକ ଶାନ୍ତି ବ୍ୟାହତ ହେବ। ଅବଶ୍ୟ ପାରିବାରିକ ସମସ୍ୟାକୁ…

ରାଶିଫଳ: ବୁଧବାର, ଜାନୁଆରୀ ୨୧ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସି ପ୍ରତିଷ୍ଠା ଲାଭ କରିବେ। ଶନି କ୍ଷେତ୍ରସ୍ଥ ରବି ହେତୁ ଭଲ କଥା କହିଲେ ମଧ୍ୟ ତାହାକୁ ଅନ୍ୟମାନେ ଭିନ୍ନାର୍ଥରେ ଗ୍ରହଣ କରିପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି…

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୦ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହ ପ୍ରଭାବରୁ ସ୍ଥଗିତ କାର୍ଯ୍ୟାରମ୍ଭ, ଆର୍ଥିକ ଉନ୍ନତି, ସାମାଜିକ ସ୍ତରରେ ସମ୍ମାନିତ ହେବେ। ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପ ଏବଂ ଛୋଟ ଦୋକାନ କାରବାରରୁ ଲାଭବାନ୍‌ ହେବେ। ଅଶ୍ୱିନୀ ନକ୍ଷତ୍ରର ସନ୍ଦେହ ଏବଂ ଭୁଲ୍‌ ବୁଝାମଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri