Rasifala

ରାଶିଫଳ: ମଙ୍ଗଳବାର, ନଭେମ୍ବର ୩ ତାରିଖ – Daily Horoscope

ମେଷ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ଜଣେ ପ୍ରିୟ ବନ୍ଧୁ ମାର୍ଗଦର୍ଶକ ସାଜିପାରନ୍ତି। ଦ୍ୱିଜା ନକ୍ଷତ୍ର ଧାରକରଜ କରି କାମ ଚଳାଇ ନେବା ସକାଶେ ଚେଷ୍ଟା କରିପାରନ୍ତି। ପରିବହନ, ବ୍ୟବସାୟ…

ରାଶିଫଳ: ସୋମବାର, ନଭେମ୍ବର ୨ ତାରିଖ – Daily Horoscope

ମେଷ ଆଜି ଧନ ସ୍ଥାନରେ ରାହୁ ସହ ଚନ୍ଦ୍ର ଯୋଗ ଧନହାନିର କାରଣ ହୋଇପାରେ । ମିଥ୍ୟାଭାଷଣରୁ ବନ୍ଧୁ ସମ୍ପର୍କ ଫିକା ପଡିଯିବ ଏବଂ ଯାନବାହନରେ ଅସୁବିଧାର ସମ୍ମୁଖୀନ ହେବେ । ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହୋଇପାରେ…

ରାଶିଫଳ: ରବିବାର, ନଭେମ୍ବର ୧ ତାରିଖ – Daily Horoscope

ମେଷ ଶ୍ରୀଚନ୍ଦ୍ର ପ୍ରଭାବରେ ଅର୍ଥଲାଭ ସହ ପାରିବାରିକ ଶାନ୍ତି ପାଇବେ। କିନ୍ତୁ ଦୂରଯାତ୍ରା ଓ ବିବାଦୀୟ ପରିବେଶରୁ ଦୂରେଇ ରହିବା ଭଲ ହେବ। ମନରେ ଅସ୍ଥିରତା ଲାଗି ରହିବା କାରଣରୁ ଅନ୍ୟମାନଙ୍କ କଥାଗୁଡିକ ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ…

ରାଶିଫଳ: ଶନିବାର, ଅକ୍ଟୋବର ୩୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ନିଜ ରାଶିରେ ରହିଥିବାରୁ ମନ ପ୍ରଫୁଲ୍ଲ ରହିବ। କିନ୍ତୁ ସାମୟିକ ଅସ୍ଥିରତା କାରଣରୁ ସୁବିଧା ଥିଲେ ମଧ୍ୟ ଅଶ୍ୱିନୀର କାମ ସହଜରେ ହାସଲ ହୋଇ ନ ପାରେ। ଜମିଜମା, ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା ବ୍ୟବସାୟିକ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୩୦ ତାରିଖ – Daily Horoscope

ମେଷ ସକାଳୁ ସକାଳୁ ସ୍ବାସ୍ଥ୍ୟ ସମସ୍ୟାର ସମାଧାନ ଓ ପୂର୍ବ ଶତ୍ରୁତା ସମ୍ପର୍କିତ ଚିନ୍ତା କରିବେ। ଆନୁଷ୍ଠାନିକ କାମରେ ସଫଳତା ପାଇବାରେ କୌଣସି ଅସୁବିଧା ହେବ ନାହିଁ। କାମ ହାସଲ କ୍ଷେତ୍ରରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ସାଧାରଣ କଥାରେ…

ରାଶିଫଳ: ଗୁରୁବାର, ଅକ୍ଟୋବର ୨୯ ତାରିଖ – Daily Horoscope

ମେଷ ଦ୍ୱିଜା ନକ୍ଷତ୍ରର ଦୀର୍ଘଦିନରୁ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସକାଳୁ ସକାଳୁ ମାତ୍ରାଧିକ ଭ୍ରମଣ ମନକୁ ବିଭ୍ରାନ୍ତି କରାଇବ। ଆପୋସ ଆଲୋଚନା ଦ୍ୱାରା…

ରାଶିଫଳ: ବୁଧବାର, ଅକ୍ଟୋବର ୨୮ ତାରିଖ – Daily Horoscope

ମେଷ ଶନି ଦୃଷ୍ଟ ଚନ୍ଦ୍ରଙ୍କ ଯୋଗୁ ବିଭିନ୍ନ ପ୍ରକାର ସମସ୍ୟା ନେଇ ମାନସିକ ଦ୍ୱନ୍ଦ୍ୱ ଲାଗିରହିବ। ଘରକଥା ହେଉ କିମ୍ବା କର୍ମକ୍ଷେତ୍ର ସବୁ କାମ ଗୋଳିଆ ରହିବ। ସଭାସମିତିରେ ଆଲୋଚନା ଓ ସମାଲୋଚନା ଭିତରେ ସମାଧାନ ପୂର୍ବକ ପରିବାରରେ ଶାନ୍ତି ଫେରି…

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୨୭ ତାରିଖ – Daily Horoscope

ମେଷ ଆଜିର ଗୁରୁତ୍ୱପୂର୍ଣ୍ଣ ଆଲୋଚନା କ୍ଷେତ୍ରରେ ସମସ୍ୟା ଦେଖାଦେବାର ଆଶଙ୍କା ରହିଛି । ଅବଶ୍ୟ ବହୁପୂର୍ବରୁ ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ, କିନ୍ତୁ ଏଥିପାଇଁ ଅର୍ଥଶ୍ରାଦ୍ଧ ଓ ବୁଦ୍ଧି ଖର୍ଚ୍ଚ କରିବାକୁ ପଡିବ । ବନ୍ଧୁମାନଙ୍କ ସଙ୍ଗ ଲାଭରୁ ଧର୍ମକାର୍ଯ୍ୟ…

ରାଶିଫଳ: ସୋମବାର, ଅକ୍ଟୋବର ୨୬ ତାରିଖ – Daily Horoscope

ମେଷ ରେବତୀ ନକ୍ଷତ୍ରରେ ମଙ୍ଗଳ ଥିବାରୁ ପୂର୍ବର ସମସ୍ୟା କେତେକାଂଶରେ ସୁଧୁରିଯାଇଥିବାରୁ ସାମୟିକ ଆଶ୍ୱସ୍ତିି ଅନୁଭବ କରିବେ । ଶନିବାରର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ, ଅବଶ୍ୟ ଟେନ୍ସନ କିଛି ମାତ୍ରାରେ କମିଯିବ । ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବା…

ରାଶିଫଳ: ରବିବାର, ଅକ୍ଟୋବର ୨୫ ତାରିଖ – Daily Horoscope

ମେଷ ବିଭିନ୍ନ ସମସ୍ୟାମୂଳକ କାରଣକୁ କେନ୍ଦ୍ରକରି ମାନସିକ ସ୍ଥିତି ଠିକ୍‌ ରହିନପାରେ। ଅବଶ୍ୟ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ଓ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ।ସଭା…

ରାଶିଫଳ: ଶନିବାର, ଅକ୍ଟୋବର ୨୪ ତାରିଖ – Daily Horoscope

ମେଷ ଆଜି ହସଖୁସୀରେ ସମୟ ଅତିବାହିତ ପାଇଁ ଅନୁକୂଳ ପରିବେଶ ସୃଷ୍ଟିହେବ। ଯାତ୍ରା ସମୟରେ କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ଦୂରାଗତ ବନ୍ଧୁଙ୍କର କେତେକ ସମସ୍ୟା ସମାଧାନ ପାଇଁ ନିଜକୁ କିଛି କରିବାକୁ ପଡିପାରେ। ରାଜନୀତି, ପ୍ରଶାସନ ଓ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୨୩ ତାରିଖ – Daily Horoscope

ମେଷ ଆପଣ ପାରିବାରିକ କ୍ଷେତ୍ରରେ ଭୁଲ୍‌ ନିଷ୍ପତ୍ତି ନେଇ ପଶ୍ଚାନ୍ତେ ଅନୁତାପ କରିବେ।ଅବଶ୍ୟ ସାମାନ୍ୟ ବିଳମ୍ବିତ ସମୟରେ ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି। ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖାଦେଇପାରେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri