Rasifala

ରାଶିଫଳ: ମଙ୍ଗଳବାର, ଜୁନ୍‌ ୮ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ହେତୁ ଅର୍ଥଲାଭ ସଙ୍ଗକୁ ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ପୂର୍ବ କଳହ, ସମ୍ପର୍କୀୟ ଚିନ୍ତା କରିବେ। ଅଭାବ ଦୂରୀକରଣ କ୍ଷେତ୍ରରେ ବନ୍ଧୁମାନଙ୍କ ସହଯୋଗରେ ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ। ପାରିବାରିକ ସ୍ତରରେ ମନ ଭୁଲାଣିଆ କଥା କହି…

ରାଶିଫଳ: ସୋମବାର, ଜୁନ୍‌ ୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ର ହେଉ କିମ୍ବା ପରିବାରରେ ହେଉ ଆପଣ ଆଜି ମନର ଅସନ୍ତୋଷକୁ କଠୋର ବାକ୍ୟରେ ପ୍ରକାଶ କରିବାକୁ ପଛାଇବେ ନାହିଁ। ସାମୟିକ ଭାବପ୍ରବଣତା କାରଣରୁ ଜମିଜମା, ସ୍ତ୍ରୀ/ସ୍ବାମୀଙ୍କ ସ୍ବାସ୍ଥ୍ୟ କିମ୍ବା ବ୍ୟବସାୟିକ କିଛି ବିଫଳତାକୁ ନେଇ ଚିନ୍ତିତ ରହିପାରନ୍ତି। ପାରିବାରିକ…

ରାଶିଫଳ: ରବିବାର, ଜୁନ୍‌ ୬ ତାରିଖ – Daily Horoscope

ମେଷ ଆଜି ଜନ୍ମ ଚନ୍ଦ୍ର ହେତୁ ଆର୍ଥିକ ଦିଗ ଅନୁକୂଳ ରହିଲେ ମଧ୍ୟ କିଛି ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ସବୁ ଭଲ ମଧ୍ୟରେ ଖର୍ଚ୍ଚ ପରିମାଣ ବୃଦ୍ଧି, ଦୂରଯାତ୍ରା ଓ ସ୍ଥାନାନ୍ତରର ସୂଚନା ବିଦ୍ୟମାନ। ପାରିବାରିକ କ୍ଷେତ୍ରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତ…

ରାଶିଫଳ: ଶନିବାର, ଜୁନ୍‌ ୫ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବା ସଙ୍ଗକୁ ଲକ୍ଷ୍ୟ ମଧ୍ୟ ପୂରଣ ହୋଇଯିବ। ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ। କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବାଣିଜ୍ୟ, ନିର୍ମାଣ ତଥା…

ରାଶିଫଳ: ଶୁକ୍ରବାର, ଜୁନ୍‌ ୪ ତାରିଖ – Daily Horoscope

ମେଷ ଗୁରୁକ୍ଷେତ୍ରସ୍ଥ ଚନ୍ଦ୍ର ଯୋଗୁ ଯେଉଁ କାମ ଆଜି ଆରମ୍ଭ କରିବେ ସେଥିରେ ସଫଳତା ପାଇବା କଷ୍ଟକର ହେବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ ଲୋକ ସମର୍ଥନ ଅବ୍ୟାହତ ରହିବା ଯୋଗୁ ଆଗେଇ ଯିବେ।…

ରାଶିଫଳ: ଗୁରୁବାର, ଜୁନ୍ ୩ ତାରିଖ – Daily Horoscope

ମେଷ ଆଜି କୃତିକା ନକ୍ଷତ୍ର ପ୍ରତ୍ୟେକ କାମକୁ ସଫଳତାର ସହ ସମ୍ପନ୍ନ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବାର ସୁଯୋଗ ମିଳିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ, କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ…

ରାଶିଫଳ: ବୁଧବାର, ଜୁନ୍ ୨ ତାରିଖ – Daily Horoscope

ମେଷ ନୀଚାରୋହୀ ମଙ୍ଗଳ ହେତୁ ଆପଣଙ୍କ ଦୈହିକ ଦୁର୍ବଳତା କାର୍ଯ୍ୟହାନିର କାରଣ ହେବ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି…

ରାଶିଫଳ: ମଙ୍ଗଳବାର, ଜୁନ୍ ୧ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ଗୁରୁଚାନ୍ଦ୍ରି ଯୋଗ ପ୍ରଭାବରେ ପ୍ରତ୍ୟେକ କାମରେ ସଫଳତା ହାସଲ କରିବେ। ଯାତ୍ରା ସମୟରେ ଅନ୍ୟ କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ଦୂରାଗତ ବନ୍ଧୁଙ୍କ ପାଇଁ ମନ ଛଟପଟ ହେବ, କାରଣ ତାହାଙ୍କ କେତେକ ସମସ୍ୟା…

ରାଶିଫଳ: ସୋମବାର, ମେ ୩୧ ତାରିଖ – Daily Horoscope

ମେଷ ଆଜି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ଲାଭ କରିବାରେ ଅସୁବିଧା ହେବନାହିଁ। ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିପାରନ୍ତି। ଭାଇ, ପଡ଼ୋଶୀ କିମ୍ବା ସମ୍ପର୍କୀୟମାନେ କଟୁ କଥା କହି ମାନସିକ ଆଘାତ ଦେଇପାରନ୍ତି। ଠିକ୍‌…

ରାଶିଫଳ: ରବିବାର, ମେ ୩୦ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ପଞ୍ଚାନନ ଯୋଗ ସୃଷ୍ଟି କରୁଥିବାରୁ କର୍ମକ୍ଷେତ୍ରରେ ପ୍ରତିଷ୍ଠା ପାଇବେ। ଚନ୍ଦ୍ର ପାପଯୁକ୍ତ କାରଣକୁ ନେଇ ବନ୍ଧୁଙ୍କ ସହ ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିପାରନ୍ତି। କଥା କହିବାରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହେବାକୁ ପଡ଼ିବ।…

ରାଶିଫଳ: ଶନିବାର, ମେ ୨୯ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ଅଧ୍ୟୟନ, ଅଧ୍ୟାପନା, କଳା, ସାହିତ୍ୟ ଓ ରଚନାତ୍ମକ କାମରେ ପ୍ରଶଂସିତ ହେବେ। ପାରିବାରିକ ସ୍ତରରେ ପିଲାଙ୍କ କଥାକୁ ନେଇ ମାନସିକ ସ୍ଥିତି ବିପନ୍ନ ହେବ। ନୂତନ ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ପଦକ୍ଷେପ ଗ୍ରହଣ…

ରାଶିଫଳ: ଶୁକ୍ରବାର, ମେ ୨୮ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କ୍ଷେତ୍ରରେ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରିପାରିବେନି। ଯଦିଓ ବିଶେଷ କିଛି ଗୁରୁତର ସମସ୍ୟା ନାହିଁ , ତଥାପି କୃତ୍ତିକା ନକ୍ଷତ୍ର ସାମୟିକ ଅସୁସ୍ଥ ଅନୁଭବ କରିବେ। ପ୍ରଶାସନିକ କିମ୍ବା ସାମାଜିକ କ୍ଷେତ୍ରରେ ଅଟକି ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?