Rasifala

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦେବଗୁରୁଙ୍କ ନକ୍ଷତ୍ରସ୍ଥ ହେତୁ ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ। ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମ ଚଳାଇ ନେବା ସକାଶେ ଚେଷ୍ଟା କରିପାରନ୍ତି। ବନ୍ଧୁ ଗହଣରେ ସାଧାରଣ ଘଟଣାକୁ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁ ସମ୍ପର୍କ ଫିକା ପଡ଼ିଯାଇପାରେ, ଯାହା କି ଆଜିର ଟେନ୍ସନର ମୁଖ୍ୟ କାରଣ ହେବ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବାରୁ ଆଶ୍ୱସ୍ତି ଅନୁଭବ କରିବେ। ସଭାସମିତି, ପ୍ରଶାସନ, ପ୍ରକାଶନ, ରଚନାତ୍ମକ କାର୍ଯ୍ୟ…

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜିର ଯାତ୍ରା ମନକୁ ସାମୟିକ ଆନନ୍ଦ ପ୍ରଦାନ କରୁଥିବା ସମୟରେ କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଜନିତ ବିଷୟକୁ ନେଇ ଚିନ୍ତା ବଢ଼ାଇବ। ଅଶ୍ୱିନୀ ନକ୍ଷତ୍ରର ମନରେ ଅସ୍ଥିରତା ଲାଗି ରହିବା କାରଣରୁ ଅନ୍ୟମାନଙ୍କ କଥା ଆପଣଙ୍କୁ ଭଲ ଲାଗିବ ନାହିଁ। ପାପଯୁକ୍ତ…

ରାଶିଫଳ: ବୁଧବାର, ଅକ୍ଟୋବର ୭ ତାରିଖ – Daily Horoscope

ମେଷ ଶନିଙ୍କ ପ୍ରଭାବରେ କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। ଶିଳ୍ପ, ବ୍ୟବସାୟ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି ଘଟିପାରେ। ଭୁଲ୍‌ ବୁଝାମଣା ଜନିତ ବିନା କାରଣରେ ମଧ୍ୟ ଅଶାନ୍ତି, କଳହର…

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୬ ତାରିଖ – Daily Horoscope

ମେଷ ଆଜି ଧନ ସ୍ଥାନରେ ରାହୁ ସହ ଚନ୍ଦ୍ର ଯୋଗୁ ଧନହାନି କିମ୍ବା ଅର୍ଥସମ୍ପର୍କୀୟ ବିବାଦ ଲାଗିପାରେ। କୌଣସି ଭିତିରିଆ ଉଦ୍ଦେଶ୍ୟ ସାଧନ ପରିପ୍ରେକ୍ଷୀରେ ବନ୍ଧୁ ସାହାଯ୍ୟର ହାତ ବଢାଇବେ। କର୍ମକ୍ଷେତ୍ରରେ ବହୁ ଲୋକଙ୍କ ମେଳରେ ଅଧିକାଂଶ ସମୟ କଟିବ। ଦୀର୍ଘ…

ରାଶିଫଳ: ସୋମବାର, ଅକ୍ଟୋବର ୫ ତାରିଖ – Daily Horoscope

ମେଷ ଆପଣ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି । ସବୁ କିଛି ଶୁଣି ପାରିବା ପରେ ଫେରିବା ସମୟକୁ ମନଦୁଃଖ କରି ବହୁତ ଅନୁରୋଧପୂର୍ଣ୍ଣ କଥା କହିବେ । ଅତ୍ୟଧିକ ଭ୍ରମଣଜନିତ କ୍ଳାନ୍ତି…

ରାଶିଫଳ: ରବିବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ ଆଜି ଯେଉଁ କାମ କରନ୍ତୁନା କାହିଁକି, ଅବଶ୍ୟ ଠିକ୍‌ ସମୟରେ ସମ୍ପନ୍ନ ହେବା କଷ୍ଟକର ହୋଇ ପଡିବ। କର୍ମକ୍ଷେତ୍ରରେ ପ୍ରତିଟି ସମସ୍ୟାକୁ ସୁଧାରି ନେବାରେ କିଛି ଅସୁବିଧା ହେବନାହିଁ। ସଭାସମିତି,ମନୋରଞ୍ଜନ,ସଙ୍ଗୀତ ଚର୍ଚ୍ଚା, କଳା, ସାହିତ୍ୟ ସବୁ ଦିଗରୁ ଖୁସୀ ମନେଇବେ।…

ରାଶିଫଳ: ଶନିବାର, ଅକ୍ଟୋବର ୩ ତାରିଖ – Daily Horoscope

ମେଷ କାର୍ଯ୍ୟଦକ୍ଷତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ସୁନାମ ଓ ସଫଳତା ଅର୍ଜନ କରିବେ। କେତେକ ଅସହିଷ୍ଣୁ ମନୋଭାବର ପରଶ୍ରୀକାତର ବନ୍ଧୁଙ୍କ ଅସମ୍ମାନଜନକ କଥାରୁ କଳହ ଲାଗିବାର ସମ୍ଭାବନା ରହିଛି। ଆପଣ ମନ ବୁଝିଲା ଭଳି କଥା କହି ନିଜ ସଂସ୍ପର୍ଶରେ ଆସୁଥିବା…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୨ ତାରିଖ – Daily Horoscope

ମେଷ ପ୍ରତ୍ୟେକ ସମୟରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ସକାଶେ ଅଶାନ୍ତି ଅନୁଭବ କରିପାରନ୍ତି । ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସ।ହପ୍ରଦ ହେବ ନାହିଁ । ଦୀର୍ଘ ଦିନରୁ ଅଟଳି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ…

ରାଶିଫଳ: ଗୁରୁବାର, ଅକ୍ଟୋବର ୧ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷ ଯାତ୍ରା ସମୟରେ ଅନ୍ୟ କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ଆର୍ଥିକ ଅନଟନକୁ ବନ୍ଧୁ ଦୂରେଇବାର ପ୍ରତିଶ୍ରୁତି ଦେବେ। କର୍ମକ୍ଷେତ୍ରର କେତେକ ସମସ୍ୟା ସମାଧାନ ପାଇଁ ନିଜକୁ କିଛି କରିବାକୁ ପଡ଼ିପାରେ। ରାଜନୀତି, ପ୍ରଶାସନ ଓ…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୩୦ ତାରିଖ – Daily Horoscope

ମେଷ ବହୁତ ଦିନହେଲା ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି କେତେକାଂଶରେ ବ୍ୟାହତ ହେବ। କର୍ମକ୍ଷେତ୍ର, ରାଜନୀତି, ସଭାସମିତି ଓ କଳା, କ୍ରୀଡା ପାଇଁ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। ନିକଟ ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ ସକାଶେ ନିଜ…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ ପାପଗ୍ରହ ଦୃଷ୍ଟ ଚତୁର୍ଥଭାବ ଯୋଗୁଁ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ଅବଶ୍ୟ ଆର୍ଥିକ ଅଭିବୃଦ୍ଧି, ସକାଳୁଆ ଯାତ୍ରା କେତେକାଂଶରେ ଶାନ୍ତି ପ୍ରଦାୟକ ହେବ। ପାରିବାରିକ, ପରିବହନ,ସାଧାରଣ ଆଲୋଚନା କ୍ଷେତ୍ରରେ ମାନସିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri