Rasifala

ରାଶିଫଳ: ସୋମବାର, ମେ ୦୩ ତାରିଖ – Daily Horoscope

ମେଷ ଉଚ୍ଚସ୍ଥ ରବି ସାଙ୍ଗକୁ କର୍ମସ୍ଥ ଶନି ଓ ଚନ୍ଦ୍ର ସାମାଜିକ ସମ୍ମାନ ଓ ଉଚ୍ଚ ପଦପଦବୀ ପ୍ରଦାନ କରିବେ। ଚେଷ୍ଟା କରୁଥିବା କାମଗୁଡ଼ିକ ସୁବିଧାରେ ଓ ସୁରୁଖୁରୁରେ ହୋଇଯିବ। ଘରେ ବନ୍ଧୁମିଳନ ସହିତ ଖୁସିର ଆସର ଜମିପାରେ। ବାଣିଜ୍ୟ, ବ୍ୟବସାୟ…

ରାଶିଫଳ: ରବିବାର, ମେ ୦୨ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା ଓ ଆକସ୍ମିକ କଳହ ପ୍ରତି ସଜାଗ ରହିବା ଭଲ ହେବ। ଦୂରସ୍ଥ ସନ୍ତାନଙ୍କ ପାଇଁ ମନ ଉଦ୍‌ବେଗ ରହିବା ଫଳରେ ମାନସିକ ଅସ୍ଥିରତା ଭିତରେ ଚଳିବାକୁ ବାଧ୍ୟହେବେ। ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେଇପାରେ। ମାଙ୍ଗଳିକ…

ରାଶିଫଳ: ଶନିବାର, ମେ ୦୧ ତାରିଖ – Daily Horoscope

ମେଷ ଯେତେ ସୁବିଧା ଥିଲେ ମଧ୍ୟ ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ହେତୁ ମାନସିକ ସ୍ଥିତି ଭଲ ରହିବ ନାହଁ। ସ୍ବାସ୍ଥ୍ୟ, ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା ବ୍ୟବସାୟିକ ବିଫଳତାରୁ ଚିନ୍ତିତ ରହିବେ। ପଡୋଶୀଙ୍କ ସହାୟତାରେ ବନ୍ଧୁ ସହ ମନୋମାଳିନ୍ୟ ଦୂର…

ରାଶିଫଳ: ଶୁକ୍ରବାର, ଏପ୍ରିଲ୍‌ ୩୦ ତାରିଖ – Daily Horoscope

ମେଷ ଆଜି ପାପଗ୍ରହ ଯୁକ୍ତ ନୀଚସ୍ଥ ଚନ୍ଦ୍ର କର୍ମକ୍ଷେତ୍ର ସକାଶେ ପ୍ରତିକୂଳତା ଆନୟନ କରିପାରନ୍ତି। ପରିବହନରେ ସମସ୍ୟା ମାନସିକ ଅଶାନ୍ତିର କାରଣ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ ସତର୍କତାର ସହ କାମ…

ରାଶିଫଳ: ଗୁରୁବାର, ଏପ୍ରିଲ୍‌ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହ ଚକ୍ରରୁ କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସହଯୋଗ କରିବାର ସୂଚନା ରହିଛି। ଯାନ୍ତ୍ରିକ ଶିଳ୍ପରେ ଉନ୍ନତି, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ମଧ୍ୟମ ଫଳ ପାଇବେ। ପରିବାରରେ ଅଶାନ୍ତ ଦୂର ହେବା ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ୍‌ ୨୮ ତାରିଖ – Daily Horoscope

ମେଷ ବାରମ୍ବାର ଭୁଲ୍‌ ବୁଝାମଣା ହେତୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା କଠିନ ହୋଇପାରେ। ନିଜ ପରିବେଶରେ ସହମତି ମାଧ୍ୟମରେ କାର୍ଯ୍ୟକଲେ ସଫଳତା ପାଇବେ। ଏକ ନିର୍ଦ୍ଦିିଷ୍ଟ ଦିଗରେ ଖର୍ଚ୍ଚ କରିବାକୁ ରଖିଥିବା ଟଙ୍କା ଭିନ୍ନ ବାଟରେ…

ରାଶିଫଳ: ମଙ୍ଗଳବାର, ଏପ୍ରିଲ୍‌ ୨୭ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହେବେ। ସାମାଜିକ ସ୍ତରରେ ବିଜ୍ଞ ବ୍ୟକ୍ତିମାନେ ଆପଣଙ୍କର ନିଃସ୍ବାର୍ଥପର କାର୍ଯ୍ୟାବଳୀର ଭୂୟସୀ ପ୍ରଶଂସା କରିବେ। କୌଣସି ପ୍ରକାରର ପ୍ରତିବନ୍ଧକ ନ ଥାଇ ମାଙ୍ଗଳିକକାମ ସୁରୁଖୁରୁରେ…

ରାଶିଫଳ: ସୋମବାର, ଏପ୍ରିଲ୍‌ ୨୬ ତାରିଖ – Daily Horoscope

ମେଷ ଆଜି ମଙ୍ଗଳ କୌଣସି ଗ୍ରହର ଦୃଷ୍ଟିପଥାରୂଢ଼ ନ ହେଉଥିବାରୁ ସ୍ବାସ୍ଥ୍ୟ ଯେମିତି ଭଲ ରହିବ ତାହାଠାରୁ ମନ ମଧ୍ୟ ଆହୁରି ଅଧିକ ଭଲ ରହିବ। ବନ୍ଧୁଙ୍କ ଆଦର, ସ୍ନେହ, ସଦିଚ୍ଛା ଲାଭ କରି ଦୁଃଖକୁ ଦୂରେଇଦେବେ। ପ୍ରତ୍ୟେକ କ୍ଷେତ୍ରରେ ସାହାଯ୍ୟ…

ରାଶିଫଳ: ରବିବାର, ଏପ୍ରିଲ୍‌ ୨୫ ତାରିଖ – Daily Horoscope

ମେଷ ଆଜି କର୍ମଭାବକୁ ମଙ୍ଗଳଙ୍କ ଦୃଷ୍ଟି ଶନିଙ୍କ ଉପରେ ନିପତିତ ହେଉଥିବାରୁ ଯେକୌଣସି ପରିସ୍ଥିତିରେ କାର୍ଯ୍ୟ ହାସଲ କରିବେ। ପ୍ରତ୍ୟୁଷ ଯାତ୍ରା, ନୂତନ କର୍ମାରମ୍ଭ ଓ ଆନୁଷ୍ଠାନିକ କ୍ଷେତ୍ର ପାଇଁ କୌଣସି ପ୍ରତିକୂଳ ପ୍ରଭାବ ପଡ଼ିବ ନାହିଁ। ସ୍ବାସ୍ଥ୍ୟରେ ଊନ୍ନତି ଘଟିବାର…

ରାଶିଫଳ: ଶନିବାର, ଏପ୍ରିଲ୍‌ ୨୪ ତାରିଖ – Daily Horoscope

ମେଷ ଆଜି ଧ୍ରୁବଯୋଗ ସକାଶରୁ କର୍ମ କ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା ଓ ବନ୍ଧୁଙ୍କ ପରାମର୍ଶ ପାଇବା ଯୋଗୁ ମନ ଖୁସି ରହିବ। ଆକସ୍ମିକ ଭାବରେ ବନ୍ଧୁମାନଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବେ। ସାହିତ୍ୟ,…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଆମତ୍ୀୟଙ୍କ ଗହଣରେ ମନର ଦୁଃଖକୁ ସାମୟିକ ପାସୋରି ଦେବେ। ଦ୍ୱିତୀୟଭାବରେ ଏକାଧିକ ଗ୍ରହ ବାକ୍‌ସଂଯମ ଅଭାବରୁ ସମସ୍ୟା ସୃଷ୍ଟି କରିପାରେ। କଳା, ସାହିତ୍ୟ, ଗବେଷଣା, ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନରୁ ଲାଭବାନ ହେବେ। ସାୟାହ୍ନେ ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ…

ରାଶିଫଳ: ଗୁରୁବାର, ଏପ୍ରିଲ୍‌ ୨୨ ତାରିଖ – Daily Horoscope

ମେଷ ରବି ଉଚ୍ଚଭାବରେ ରହି ରାଶ୍ୟାଧିପତି ସହ ଥିବାରୁ ଦୃଢ଼ ପଦକ୍ଷେପ ନେଇ କାମ ହାସଲର ପ୍ରେରଣା ଲାଭ କରିବେ। କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ। ପରିବାରରେ ପାଖରେ ନ ଥିବା ଜିନିଷଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?