Rasifala

ରାଶିଫଳ: ଶନିବାର, ଅଗଷ୍ଟ ୨୨ ତାରିଖ – Daily Horoscope

ମେଷ ସ୍ବଗୃହୀ ମଙ୍ଗଳଙ୍କ ଯୋଗୁ ସ୍ବାସ୍ଥ୍ୟ ସମସ୍ୟା ପୂର୍ବପରି ଅକ୍ଷୁଣ୍ଣ ରହିବ। ଗ୍ରହସ୍ଥିତିର ଶୁଭତ୍ୱ କାରଣରୁ ଯାହାକରନ୍ତୁନା କାହିଁକି ସବୁକାମରେ ସିଦ୍ଧିଲାଭ ଅବଶ୍ୟମ୍ଭାବୀ। ବନ୍ଧୁମାନଙ୍କର ମନୋଭାବକୁ ଠିକ୍‌ ଭାବେ ବୁଝିପାରିବେନି। ବାଣିଜ୍ୟ,ବ୍ୟବସାୟ, କ୍ରୀଡା, ଚଳଚ୍ଚିତ୍ର କ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ।…

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୨୧ ତାରିଖ – Daily Horoscope

ମେଷ ଗତକାଲି ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ। ଶନିଙ୍କ ପ୍ରଭାବରୁ କାମ ଗୁଡିକ ଟିକିଏ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ। ବ୍ୟବସାୟ, ବାଣିଜ୍ୟ ଓ ନିର୍ମାଣ ତଥା ପରିବହନ ବାଧାପ୍ରାପ୍ତ…

ରାଶିଫଳ: ଗୁରୁବାର, ଅଗଷ୍ଟ ୨୦ ତାରିଖ – Daily Horoscope

ମେଷ ବକ୍ରୀ ଶନି ଉତ୍ତରାଷାଢ଼ା ନକ୍ଷତ୍ରରେ ଥିବାରୁ ପ୍ରତ୍ୟେକ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। କିନ୍ତୁ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଶିଥିଳତା ପରିଲକ୍ଷିତ ହେବ। ଦୈହିକସ୍ବାସ୍ଥ୍ୟ ନିୟନ୍ତ୍ରଣ ଭିତରେ ରହିବ ମାତ୍ର ମାନସିକ ସ୍ଥିତି ମଧ୍ୟମ। ନିଜ ଲୋକମାନେ…

ରାଶିଫଳ: ବୁଧବାର, ଅଗଷ୍ଟ ୧୯ ତାରିଖ – Daily Horoscope

ମେଷ ଏକାଧିକ ଗ୍ରହ ସ୍ବଗୃହୀ ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ ଦୃଢ଼ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ ।  ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ ପ୍ରତିଶ୍ରୁତି ଦେବେ କିନ୍ତୁ କିଛି ବି କରିବେ ନାହିଁ ।  ନିଜର ଲୋକମାନଙ୍କୁ ବୃଥା ସନ୍ଦେହ କଲେ…

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୧୮ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ମଧ୍ୟ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇବେ ।  ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ ।  ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କିଛି କରିବାର ନାହିଁ ।  ପ୍ରତୀକ୍ଷିତ ସ୍ଥାନରୁ ଶୁଭଖବର…

ରାଶିଫଳ: ସୋମବାର, ଅଗଷ୍ଟ ୧୭ ତାରିଖ – Daily Horoscope

ମେଷ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବେ । ମଙ୍ଗଳ ନିଜ ରାଶିରେ ଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି ଘଟିବ, କିନ୍ତୁ ବାଣିଜ୍ୟ ବ୍ୟବସାୟରେ ଟେନ୍‌ସନ ଲାଗି ରହିବ । ଅତି ନିକଟରେ ରହୁଥିବା ଲୋକଟିଏ ଅନ୍ୟର ନିର୍ଦ୍ଦେଶରେ…

ରାଶିଫଳ: ରବିବାର, ଅଗଷ୍ଟ ୧୬ ତାରିଖ – Daily Horoscope

ମେଷ ରାହୁଗ୍ରସ୍ତ ଚନ୍ଦ୍ରଙ୍କ ଯୋଗୁ ମାନସିକ ଦ୍ୱନ୍ଦ୍ୱ ସହ ଆଶା,ନିରାଶା ମଧ୍ୟରେ ଦିନଟି କଟାଇବାକୁ ପଡ଼ିପାରେ। ଘରକଥା ହେଉ କିମ୍ବା କର୍ମକ୍ଷେତ୍ର କଥା ହେଉ ସବୁ କାମ ଗୋଳିଆ ରହିବ। ଅବଶ୍ୟ ଆଲୋଚନା ଓ ସମାଲୋଚନା ଭିତରେ ସମାଧାନ ପୂର୍ବକ ପରିବାରରେ…

ରାଶିଫଳ: ଶନିବାର, ଅଗଷ୍ଟ ୧୫ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନ ଏକାଧିକ ଗ୍ରହ ଦ୍ୱାରା ପ୍ରଭାବିତ ହୋଇଥିବାରୁ କର୍ମକ୍ଷେତ୍ରରେ ସୌଭାଗ୍ୟଜନକ ସଫଳତା ପାଇବେ। କିନ୍ତୁ ଦ୍ୱିଜା ନକ୍ଷତ୍ରକୁ କୌଣସି ସମସ୍ୟା ଭିତରେ ଛନ୍ଦି ହୋଇଯିବାକୁ ପଡିପାରେ। ଯାତ୍ରାରୁ ସୁଫଳ ପାଇବେ ଏବଂ ସାମାଜିକ ସ୍ଥିତି ସୁଦୃଢ ରହିବ। ଈର୍ଷାକରି ନିକଟ…

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୧୪ ତାରିଖ – Daily Horoscope

ମେଷ ଆଜି ପୂର୍ଣ୍ଣାତିଥି ଦଶମୀର ଚନ୍ଦ୍ର ଭାଗ୍ୟସ୍ଥାନକୁ ଦେଖୁଥିବାରୁ କୌଣସି କାମ ଅପୂର୍ଣ୍ଣ ରହିବନାହିଁ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଅଶ୍ୱିନୀ ନକ୍ଷତ୍ର କର୍ମକ୍ଷେତ୍ରରେ କେତେକ ଦିଗରୁ ଚାପର ସମ୍ମୁଖୀନ ହେବେ। ଦ୍ୱାଦଶସ୍ଥ ମଙ୍ଗଳ ସ୍ବାସ୍ଥ୍ୟ ସମସ୍ୟାର ଆଶଙ୍କାକୁ…

ରାଶିଫଳ: ଗୁରୁବାର, ଅଗଷ୍ଟ ୧୩ ତାରିଖ – Daily Horoscope

ମେଷ ଆଜି ଧନ ଭାବରେ ଚନ୍ଦ୍ର ରହିଥିବାରୁ ଯାହା ଚାହୁଁଛନ୍ତି ତାହା ଅବଶ୍ୟ ପାଇବେ। ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ ଓ ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଯାନବାହନରେ ସତର୍କତା ଅବଲମ୍ବନ କରନ୍ତୁ।…

ରାଶିଫଳ: ବୁଧବାର, ଅଗଷ୍ଟ ୧୨ ତାରିଖ – Daily Horoscope

ମେଷ ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ପ୍ରତ୍ୟେକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସାବଧାନ ରହିବା ଭଲ। ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା…

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୧୧ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ଗୃହ, ଭୂମି, ଗାଡିମୋଟର ପ୍ରଭୃତିକୁ କେନ୍ଦ୍ରକରି କଳହ ଦେଖାଦେଇପାରେ। ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିିକ ସମସ୍ୟାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri