Rasifala

ରାଶିଫଳ: ସୋମବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ପାରିବେଶିକ କୁପ୍ରଭାବ ଆଜିର ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ନ ହୋଇପାରେ। ସାମୟିକ ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁ ମିଳନ ଓ ଯାତ୍ରା କେତେକାଂଶରେ ଶାନ୍ତି ପ୍ରଦାୟକ ହେବ। ସାଧାରଣ ଆଲୋଚନା କ୍ଷେତ୍ରରେ ଦ୍ୱନ୍ଦ୍ୱ ଲାଗି…

ରାଶିଫଳ: ରବିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ସହ ଅର୍ଥ ସମ୍ପର୍କୀୟ ବାଦାନୁବାଦ ହେତୁ ମନ ବିଷାକ୍ତ ରହିବ। କର୍ମକ୍ଷେତ୍ରରେ ବହୁତ ଦିନରୁ ଅଟକି ରହିଯାଇଥିବା ସବୁ କାମ ସୁବିଧାରେ ହୋଇଯିବ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ, ଅନ୍ୟଥା ପରୋକ୍ଷ ଶତ୍ରୁତା ସାମୟିକ ବାଧା…

ରାଶିଫଳ: ଶନିବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିପାରେ। ଭଲ ଭଲ କହୁଥିବା ନିକଟ ସମ୍ପର୍କୀୟମାନେ ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ। ସାମାନ୍ୟ ଚେଷ୍ଟା ଦ୍ୱାରା ଯେଉଁଥିପାଇଁ ଚିନ୍ତିତ ରହିଥିଲେ ଆଜି ତାହା ପାଇବେ। ପରିବହନ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବୁଝାମଣା ମାଧ୍ୟମରେ ପ୍ରତ୍ୟେକ କାମକୁ ସମ୍ଭାଳି ନେବେ। ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ଉପକୃତ ହେବେ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାମତ୍କ…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଆନୁଷ୍ଠାନିକ କାମ, ପରିବାର, ଯାନବାହନ, ସଭାସମିତିରେ ସଫଳତା ପାଇବାରେ କୌଣସି ଅସୁବିଧା ହେବ ନାହିଁ। ସ୍ବାସ୍ଥ୍ୟ ପ୍ରତି ସଚେତନ ରହିବା ଜରୁରୀ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ବାଧାପ୍ରାପ୍ତ ହୋଇପାରେ। ଯାତ୍ରାରେ କାର୍ଯ୍ୟସିଦ୍ଧି ହେବ ଓ ଆଶା ନିଶ୍ଚିତ ପୂରଣ…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ରାଶ୍ୟାଧିପଙ୍କ ନକ୍ଷତ୍ରସ୍ଥ ବୁଧଙ୍କ ପ୍ରଭାବରେ ପଡ଼ୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ପାଇବ। ସାମାଜିକ, କଳା, ସାହିତ୍ୟ, ଚଳଚ୍ଚିତ୍ର କ୍ଷେତ୍ରରେ ବନ୍ଧୁ ମହଲରେ ପ୍ରଶଂସିତ ହେବେ। ସ୍ବଗୃହୀ ବଳବାନ୍‌ କର୍ମାଧିପ ହେତୁ ଅଫିସ୍‌ରେ ଦକ୍ଷତା ପ୍ରତିପାଦନ କରି ପ୍ରଶଂସିତ ହେବେ। ଏକାଧିକ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଆଜି ଚତୁର୍ଥଭାବକୁ ଚାରୋଟି ଗ୍ରହ ଦେଖୁଥିବାରୁ ପିଲାମାନଙ୍କ ଦାବି ମୁତାବକ ଜିନିଷ ସେମାନଙ୍କର ଆନନ୍ଦ ବର୍ଦ୍ଧନ କରିବ। ଚେଷ୍ଟା କରୁଥିବା ଦିଗରୁ ଅର୍ଥ ଲାଭ, ଶାରୀରିକ ସୁସ୍ଥତା ବନ୍ଧୁଙ୍କ ପରାମର୍ଶ ଆପଣଙ୍କ କାମରେ ସାହାଯ୍ୟ କରିବ। କଳା, ସାହିତ୍ୟ, କ୍ରୀଡ଼ା,…

ରାଶିଫଳ: ସୋମବାର, ମାର୍ଚ୍ଚ ୮ ତାରିଖ – Daily Horoscope

ମେଷ ଏଇ କେତେଦିନ ହେଲା ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ। କୃତ୍ତିକା ନକ୍ଷତ୍ରର କାମଗୁଡ଼ିକ ଟିକିଏ ବିଳମ୍ବ ଓ ଝାମେଲା ଭିତରେ ହିଁ ହେବ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। ଶାରୀରିକ ପରିଶ୍ରମଜନିତ…

ରାଶିଫଳ: ରବିବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ ଆଜି ଗୁରୁକ୍ଷେତ୍ରସ୍ଥ ଚନ୍ଦ୍ର ପ୍ରଭାବରୁ କେବଳ ଗାମ୍ଭୀର୍ଯ୍ୟପୂର୍ଣ୍ଣ କଥା କହି କାମ ହାସଲ କରିପାରିବେ। ପାରିବାରିକ ଓ କର୍ମକ୍ଷେତ୍ର ପ୍ରତି ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ଛୋଟ ଘଟଣା ପ୍ରତି ଧ୍ୟାନ ଦେଲେ ନିଜ ଲୋକଙ୍କୁ ସନ୍ଦେହ କରିବେ।…

ରାଶିଫଳ: ଶନିବାର, ମାର୍ଚ୍ଚ ୬ ତାରିଖ – Daily Horoscope

ମେଷ ଆଜି ବୁଧଙ୍କ ନକ୍ଷତ୍ରରେ ଚନ୍ଦ୍ର ଯୋଗୁ ଭାଇ, ବନ୍ଧୁ, ପଡ଼ୋଶୀଙ୍କ ସହ ବୁଝାମଣା ଠିକ୍‌ ରହି ନ ପାରେ। ଅବଶ୍ୟ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ଆଜିର ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ଉପକୃତ ହେବେ।…

ରାଶିଫଳ: ଶୁକ୍ରବାର , ମାର୍ଚ୍ଚ ୫ ତାରିଖ – Daily Horoscope

ମେଷ କର୍ମସ୍ଥ ତିନୋଟି ଗ୍ରହ ପ୍ରଭାବରେ ଉପରିସ୍ଥଙ୍କ ତାଗିଦା କାରଣରୁ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। ଅନ୍ୟାନ୍ୟ କ୍ଷେତ୍ରରେ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବ। ଆନୁଷ୍ଠାନିକ କାମ, ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୪ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ରବି ଓ ଶୁକ୍ର ପ୍ରଭାବରେ ଏକାଧାରରେ ଅର୍ଥଲାଭ ସାଙ୍ଗକୁ ବନ୍ଧୁ ସମ୍ପର୍କରୁ ଖୁସି ରହିବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଭ୍ରାତୃବିବାଦ ଦେଖାଦେଇପାରେ। ଅନିଦ୍ରାଜନିତ କ୍ଳେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?