Rasifala

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ସାହାଯ୍ୟକାରୀ ଗୁଣ କାରଣରୁ ଆତ୍ମୀୟସ୍ବଜନଙ୍କ ଆବଶ୍ୟକତା ପୂରଣ ପାଇଁ ଚିନ୍ତା ବଢିପାରେ। ଇଚ୍ଛା…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ ମନ୍ଦ ହେବନି। ଏକ ଭିନ୍ନ ପରିବେଶରେ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ।…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା , ଅର୍ଥନୈତିକ ଆଲୋଚନା, ମନୋରଞ୍ଜନ କାର୍ଯ୍ୟକ୍ରମାଦି ଗଡ଼ବଡ଼ ହୋଇପାରେ। ଅଶ୍ୱିନୀ ନକ୍ଷତ୍ର ସକାଶେ…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର ସୃଷ୍ଟି ହୋଇପାରେ। ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ବନ୍ଧୁସମ୍ପର୍କ ତଥା ପ୍ରତିଯୋଗିତାରେ ସଫଳତା…

ରାଶିଫଳ: ରବିବାର, ମାର୍ଚ୍ଚ ୮ ତାରିଖ – Daily Horoscope

ମେଷ ଆଜି ଗ୍ରହସ୍ଥିତିର ସୁପ୍ରଭାବରେ କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ଶୃଙ୍ଖଳିତ ରହିବ। ପିଲାଙ୍କ ଆବଶ୍ୟକତା ଅନୁସାରେ ଜିନିଷ ନ ଆଣିବାରୁ ମାନସିକ ଅଶାନ୍ତିର ସମ୍ମୁଖୀନ ହେବେ। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରିନେବେ। ବାହାର ଜାଗାରେ ସତର୍କତାର…

ରାଶିଫଳ: ଶନିବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟାଧିପତି ବୃହସ୍ପତିଙ୍କ ଦୃଷ୍ଟିରେ ଥିବାରୁ ନୂତନ ଯୋଜନାରମ୍ଭ କରିବାକୁ ମନ ବଳାଇପାରନ୍ତି। ଆତ୍ମୀୟଙ୍କ ସହଯୋଗରେ ଧାର୍ମିକ କାର୍ଯ୍ୟ ସକାଶେ ପୂର୍ବ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିବ। ଏଇ ଅଳ୍ପ କେତେଦିନ ହେଲା ଯାହା ଭାବୁତ୍ଥିଲେ ତାହା ଆଜି…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୬ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ସୁପ୍ରଭାବରୁ ସ୍ବାସ୍ଥ୍ୟରେ ଉନ୍ନତି ହେବ ଏବଂ ଅଭିଳାଷ ମଧ୍ୟ ପୂର୍ଣ୍ଣ ହୋଇଯିବ। ପାରିବାରିକ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହି ନ ପାରେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା ଏବଂ ବନ୍ଧୁଙ୍କ ପରାମର୍ଶ ପାଇବାରୁ ମନ ଖୁସି ରହିବ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୫ ତାରିଖ – Daily Horoscope

ମେଷ ଆଜି ଶୁଭଚନ୍ଦ୍ର ପ୍ରଭାବରୁ ଆର୍ଥିକ ଅଭିବୃଦ୍ଧି ସହିତ ନୂତନ ସମ୍ପର୍କ ସୃଷ୍ଟି ହୋଇପାରିବ। ଶନିଙ୍କ ଦୃଷ୍ଟି ପଥାରୁଢ ହେତୁ ଉପରିସ୍ଥଙ୍କ ଦାୟିତ୍ୱପୂର୍ଣ୍ଣ କାମଟି ପୂର୍ଣ୍ଣାଙ୍ଗ ନହୋଇପାରେ। ସାମାଜିକ ସ୍ତରରେ ନିଜସ୍ବ କୃତି ମାଧ୍ୟମରେ ବିଶିଷ୍ଟବ୍ୟକ୍ତିଙ୍କ ସାନ୍ନିଧ୍ୟଲାଭ କରିବେ। କେତୁଙ୍କ ଅବସ୍ଥିତିଜନିତ…

ରାଶିଫଳ: ବୁଧବାର, ମାର୍ଚ୍ଚ ୪ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହସ୍ଥିତିରୁ ଆପଣଙ୍କ ଏକାଧାରରେ କାର୍ଯ୍ୟସିଦ୍ଧି ସଙ୍ଗକୁ ବନ୍ଧୁ ମିଳନରୁ ଖୁସୀ ରହିବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇ ଖୁସୀ ହେବେ। କଠିନ ଶ୍ରମ ଏବଂ ଭ୍ରମଣ କାରଣରୁ କ୍ଳେଶ ଭୋଗିବାକୁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩ ତାରିଖ – Daily Horoscope

ମେଷ ପାପଗ୍ରହଯୁକ୍ତ ଚନ୍ଦ୍ର କୋଣଭାବରେ ରହିଥିବାରୁ ପାରିବାରିକ ସ୍ତରରେ ସାଧାରଣ ବ୍ୟତିକ୍ରମ ବେଶି କ୍ଷଣ ତିଷ୍ଠିରହିବ ନାହିଁ। କଥା ପ୍ରସଙ୍ଗରେ ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ଶ୍ରବଣ କରି ସାମୟିକ ବ୍ୟସ୍ତତା ଅନୁଭବ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ଗୃହ ଭୂମି ସମ୍ପର୍କିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୨ ତାରିଖ – Daily Horoscope

ମେଷ ଦ୍ୱାଦଶଭାବସ୍ଥ କର୍ମାଧିପ ଶନି ଆପଣଙ୍କ କର୍ମ ସମୂହକୁ ସମ୍ପନ୍ନ କରିବାରେ ବହୁତ ସମୟ ନେଇପାରେ। ବୁଧଙ୍କ ଦୁର୍ବଳତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ସରଳ ଭାବରେ ବିଶ୍ୱାସ କରି ଅସୁବିଧାରେ ପଡିପାରନ୍ତି। ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ ଆନୁଷ୍ଠାନିକ କ୍ଷେତ୍ରରେ ସଫଳ…

ରାଶିଫଳ: ରବିବାର, ମାର୍ଚ୍ଚ ୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଚତୁର୍ଥ କେନ୍ଦ୍ରସ୍ଥ ହେତୁ ପରିବାର ଓ କର୍ମକ୍ଷେତ୍ରର ସ୍ଥିତି ଆନନ୍ଦଦାୟକ ରହିବ। ବିବାଦୀୟ ପରିସ୍ଥିତିରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। ଆତ୍ମୀୟ ସୁବିଧାବାଦୀ ଭଳି କାମ କଲେ ମଧ୍ୟ ଆପଣଙ୍କୁ କିଛି ଫରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?